ଚିନିକଳ ଖୋଲିବା ପାଇଁ ତେଜିଲା ଆନ୍ଦୋଳନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ; ୨୪ରେ ନୟାଗଡ଼ ବନ୍ଦ ଡାକରା

ନୟାଗଡ଼ ଅଫିସ,୧୭।୭-ଚିନିକଳ ଖୋଲିବା ଓ ପୁନରୁଦ୍ଧାର ଦାବିରେ ମଙ୍ଗଳବାର ଆନ୍ଦୋଳନ ଜୋରଦାର ହୋଇଛି। ଗାଁ ଗାଁ ବୁଲି ଚାଷୀମାନଙ୍କୁ ସଚେତନ କରାଇବା ପରେ ଚିନିକଳ ପୁନରୁଦ୍ଧାର କ୍ରିୟାନୁଷ୍ଠାନ…

ପରିବାର ନିୟୋଜନ ଅସ୍ତ୍ରୋପଚାରରେ ତ୍ରୁଟି: ମୂତ୍ରନଳୀ କାଟିଦେଲେ ଡାକ୍ତର

ନୟାଗଡ଼ ଅଫିସ,୧୭।୭-ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର ସମୟରେ ଡାକ୍ତର ମୂତ୍ରନଳୀ କାଟି ଦେଇଛନ୍ତି। ଏହା ଡାକ୍ତର ନିଜେ ମହିଳାଙ୍କ…

ପୋଷ୍ଟମ୍ୟାନ୍‌ ନିଯୁକ୍ତି ପରୀକ୍ଷା ବାତିଲ: ସ୍ଥାନୀୟ ଭାଷାରେ ପୁଣି ହେବ

ନୂଆଦିଲ୍ଲୀ,୧୭ା୭(ପି.ଟି.) : ଗ୍ରାମାଞ୍ଚଳରେ ପୋଷ୍ଟମ୍ୟାନ୍‌ ଓ ଆସିଷ୍ଟାଣ୍ଟ ପଦବୀ ପାଇଁ ରବିବାର ଅନୁଷ୍ଠିତ ପରୀକ୍ଷାକୁ କେନ୍ଦ୍ର ସରକାର ବାତିଲ କରିଦେଇଛନ୍ତି। ତାମିଲ ପରିବର୍ତ୍ତେ କେବଳ ହିନ୍ଦୀ ଓ…

ନୀଳାଦ୍ରି ବିଜେ: ମାହାରୀ ନୃତ୍ୟ ଓ ଭଜନ ସନ୍ଧ୍ୟା

ଭାପୁର,୧୬ା୭(ଡି.ଏନ୍‌.ଏ.)-ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଆୟୋଜିତ ହୋଇଥିଲା। ଭାପୁର ବଜାରସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର କମିଟି ତରଫରୁ ଠାକୁରଙ୍କ ଏହି…

ପାରିକୁଦ ଗଡ଼ରେ ଗୁରୁପୂର୍ଣ୍ଣିମା, ଭଜନ ପ୍ରତିଯୋଗିତା

କୃଷ୍ଣପ୍ରସାଦ,୧୬ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦ ଗଡ ଗାନ୍ଧୀଛକସ୍ଥିତ ଶ୍ରୀ ଶିରିଡି ସାଇବାବାଙ୍କ ପୀଠରେ ମଙ୍ଗଳବାର ଗୁରୁପୂର୍ଣ୍ଣିମା ପାଳିତ ହୋଇଯାଇଛି ା ଶିରିଡ଼ି ସାଇ ସଂସ୍ଥାନ…

ଉଚ୍ଚ ବିଦ୍ୟାଳୟରେ ଚାରାରୋପଣ

ବୋଲଗଡ଼,୧୬ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ମଙ୍ଗଳବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗେଡିଆପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏନ୍‌ସିସି…

ପାରାଦୀପରେ ସୁଧୁରୁନି ପାନୀୟଜଳ ସମସ୍ୟା: ପରିତ୍ୟକ୍ତ ତାଳଦଣ୍ଡା ଏକମାତ୍ର ଭରସା

ପାରାଦୀପ,୧୭ା୭ (ସ୍ବ.ପ୍ର.): ଶିଳ୍ପ ସମୃଦ୍ଧ ପାରାଦୀପ ସହରାଞ୍ଚଳରେ ଗତ ମେ ମାସରୁ ଅଦ୍ୟାବଧି ପାନୀୟଜଳ ସଙ୍କଟ ଲାଗି ରହିଛି। ଜୁଲାଇ ମାସ ଅଧା ହେଲାଣି। ରାଜ୍ୟରେ ମୌସୁମୀ…

ଗାଁବାସୀକୁ ସମସିଆ ପଚାରି ବୁଝ୍‌ଲେ ବିଡିଓ

ଅତାବିରା, ୧୭।୭ (ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ର ଭିନେ ଭିନେ ଗଁାର ସମସିଆ ବାବ୍‌ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଲାଗ୍‌ ଲାଗ୍‌ ଖବର…

ସମାଜ ଲାଗି ଉଦାହରନ୍‌ ସାଜିଛନ୍‌ ହଳ ଆର ରାତ୍ର

ଅତାବିରା, ୧୭।୭ (ଡି.ଏନ୍‌.ଏ): ଆମର ସମାଜରେ ଅନେକ ଲୋକ୍‌ ପିଲାଛୁଆ ବିହାଚୁରା କରିସାଏଲେ, ଚାକରିରୁ ଅବସର ନେଲେ ଘରେ ବସି ରହୁଛନ୍‌। ଯେନ୍‌ଥିରଲାଗି ବିନା କାମ୍‌ଧଁଦାରେ ସେମାନେ…

ଆପ୍‌ନେ ଆର ପୁଓ ଆରପାରେ:ନିଜର ଭାଏଗ୍‌କେ ନିଦୁଁଛନ୍‌ ଶାଶ୍‌ ବହ

ଲୋଇସିଂହା,୧୭।୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ବାଦିବାହାଲ ଗଁାର ବୁରୁଧ୍‌ ବିଧବା ସଖୀ ମେହେର। ବଛ୍‌ରେ ଭିତରେ ସେ ପୁଓ ଆର ଆପ୍‌ନେକେ ହରେଇଛନ୍‌।…