ଲଙ୍କାଗଡରେ ମାଓବାଦୀ ପୋଷ୍ଟର: ପୋଲିସ ଇନ୍‌ଫର୍ମରଙ୍କୁ ଚେତାବନୀ

ବାଲିଗୁଡା,୧୭ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଲଙ୍କାଗଡ଼ ପଞ୍ଚାୟତର ବିଭିନ୍ନ ଗଁାରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। କେକେବିଏନ ମାଓବାଦୀ ସଙ୍ଗଠନ ପକ୍ଷରୁ ଏହି ପୋଷ୍ଟର ଲଗାାଯାଇଥିବା…

ମହୁ ବିକିବା ବାହାନାରେ ଘରେ ପଶି ଲୁଟ

ହିଞ୍ଜିଳିକାଟୁ,୧୭ା୭(ଡି.ଏନ୍‌.ଏ)-ହିଞ୍ଜିଳିକାଟୁ ବ୍ଲକ କଲୋନୀ ଅଞ୍ଚଳକୁ ମଙ୍ଗଳବାର ମହୁ ବକିବା ବାହାନାରେ ଆସିଥିବା ଜଣେ ଅଣ ଓଡ଼ିଆ ନାବାଳକ ଏକ ଘରେ ପଶି ସୁନା, ଟଙ୍କା ଚୋରି କରୁଥିଲେ।…

କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି ଏକ…

ଗଞ୍ଜେଇ ଚୋରା ଚାଲାଣ ମାମଲା: ୨ ଅଭିଯୁକ୍ତଙ୍କୁ ୧୫ ବର୍ଷ ଲେଖାଏ ଜେଲ

ବ୍ରହ୍ମପୁର ଅଫିସ,୧୭ା୭: ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ)-୧ ସଞ୍ଜୟ କୁମାର ସାହୁ ୨ ଅଭିଯୁକ୍ତଙ୍କୁ ୧୫ ବର୍ଷ…

ପ୍ରଶାସନର ମୁଣ୍ଡବ୍ୟଥା ସାଜିଛି ହଳଦିଆପଦର ବସ୍‌ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୧୭ା୭-ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ସିଟି ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି। ତଥାପି ଏହାକୁ କାର୍ଯ୍ୟକ୍ଷମ କରିବାରେ…

ଶ୍ୱଶୂରଘର ଲୋକେ ମୁମୂର୍ଷୁ ଅବସ୍ଥାରେ ଛାଡ଼ି ଯାଇଥିବା ଜ୍ୱାଇଁଙ୍କ ମୃତ୍ୟୁ: ପୋଲିସ ମାଡ଼ରେ ମୃତ୍ୟୁ ଘଟିଥିବା କହିଲେ ସ୍ତ୍ରୀ

ଆନନ୍ଦପୁର,୧୭। ୭(ସ୍ବ.ପ୍ର.)- ସୋମବାର ରାତିରେ ଶ୍ୱଶୁରଘର ଲୋକେ ଜ୍ୱାଇଁଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଣି ଘରେ ଛାଡ଼ିଯିବାପରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଆନନ୍ଦପୁର ପୌରାଞ୍ଚଳ…

ସୋଲାର ସିଷ୍ଟମ୍‌ ନଳକୂପ ଅଚଳ: ଫେଲ୍‌ ମାରିଛି ଯୋଜନା

ଝୁମ୍ପୁରା, ୧୭।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଖଣି କ୍ଷତିଗ୍ରସ୍ତ ଅଞ୍ଚଳ ଭାବେ ପ୍ରଥମ ଭାଗରେ ଚିହ୍ନଟ ହୋଇଥିବା ୫ଟି ପଞ୍ଚାୟତ (ବସନ୍ତପୁର, ମଲଦା, ନୟାଗଡ,…

ବ୍ୟାଙ୍କ ପରିଚାଳକଙ୍କୁ ଘେରିଲେ ମହିଳା

ବାହାନଗା, ୧୭।୭(ଡି.ଏନ.ଏ.)-ଋଣ ନ ପାଇ ବାହାନଗା ବ୍ଲକ ଚିତ୍ତଳ ଗ୍ରାମର ‘ଜୟ ମହାବୀର’ ମହିଳା ଗ୍ରୁପ୍‌ର ସଦସ୍ୟାମାନେ ମଙ୍ଗଳବାର ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପରିଚାଳକଙ୍କୁ ଘେରିଥିଲେ। ଶାଖା…

ସରକାରୀ ଜମିରୁ ମୋରମ ଲୁଟ୍‌: ରାଜସ୍ବ ହରାଉଛନ୍ତି ସରକାର

ଔପଦା, ୧୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ତହସିଲ ଅନ୍ତର୍ଗତ ଗଡ଼ସାହି ପଞ୍ଚାୟତର କୁସୁନଦାସପୁର, ରଙ୍ଗାମାଟିଆ, ପଣ୍ଡୁଆ, ପଥରପଦା ଆଦି ଗ୍ରାମରେ ଥିବା ସରକାରୀ ଜମିରୁ ମୋରମ ଲୁଟ୍‌ କରାଯାଉଛି।…

ମାଙ୍କଡ଼ ଉତ୍ପାତ, ୧୨ରୁ ଊର୍ଦ୍ଧ୍ୱ ଆହତ

ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି ପଞ୍ଚାୟତର…