ଆଇଏମ୍‌ଏଫ୍‌ ଏମ୍‌ଡି ପଦରୁ କ୍ରିଷ୍ଟିନ୍‌ ଲେଗାର୍ଡଙ୍କ ଇସ୍ତଫା

ଓ୍ବାଶିଂଟନ,୧୭-୭: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ଏମ୍‌ଡି ପଦବୀରୁ କ୍ରିଷ୍ଟିନ ଲେଗାର୍ଡ ଇସ୍ତଫା ଦେଇଛନ୍ତି। ଆଇଏମ୍‌ଏଫ୍‌ ବୋର୍ଡକୁ ସାକ୍ଷାତ କରି ଇସ୍ତଫା ପତ୍ର ଦେଇଥିବା ସେ ମଙ୍ଗଳବାର…

ଇଣ୍ଡିଗୋ ବିବାଦ:ନିଜ ଅଂଶଧନ ବିକିବେନି ଗଙ୍ଗଓ୍ବାଲ

ନୂଆଦିଲ୍ଲୀ,୧୭-୭: ଇଣ୍ଡିଗୋ ବିମାନ କମ୍ପାନୀର ଦୁଇ ସହ ପ୍ରତିଷ୍ଠାତାଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଏପରି ସ୍ଥିତିରେ କମ୍ପାନୀରେ ଥିବା ନିଜ ଅଂଶଧନ ବିକ୍ରି ନ କରିବାକୁ…

ନିଗମ ହେବ ରାଏବରେଲୀ କୋଚ୍‌ ଫ୍ୟାକ୍ଟ୍ରି

ଲକ୍ଷ୍ନୌ,୧୭-୭: ରୋଲିଂ ଷ୍ଟକର ୮ ଉତ୍ପାଦନ ୟୁନିଟକୁ ରେଲ୍‌ଓ୍ବେ ନିଗମୀକରଣ କରିବାକୁ ଯୋଜନା ରଖିଛି। ଏହା ରାଏବରେଲୀସ୍ଥିତ ମଡର୍ନ କୋଚ୍‌ ଫ୍ୟାକ୍ଟ୍ରି(ଏମ୍‌ସିଏଫ୍‌)ଠାରୁ ଆରମ୍ଭ ହେବ। ୧୦ ଦିନ…

ପିଆଜିଓ ଆଣିଲା ନୂଆ ଆପେ ସିଟି ପ୍ଲସ

ଭୁବନେଶ୍ୱର,୧୭-୭(ବ୍ୟୁରୋ): ପିଆଜିଓ ଭେଇକିଲ ପ୍ରାଇଭେଟ ଲିମିଟେଡ(ପିଭିପିଏଲ୍‌) ପକ୍ଷରୁ ନୂଆ ଆପେ ସିଟି ପ୍ଲସ ତିନିଚକିଆ ଯାନ ବଜାରକୁ ଓଡିଶା ଆସିଛି। ମିଡ୍‌ ବଡି ସେଗ୍‌ମେଣ୍ଟରେ କମ୍ପାନୀ ଏହାକୁ…

ଭତ୍ତା ସହ ସ୍କିଲ୍‌ ଟ୍ରେନିଂ ନେବେ ୫ କୋଟି ଏମ୍‌ଜିଏନଆର୍‌ଇଜିଏ ଶ୍ରମିକ

ନୂଆଦିଲ୍ଲୀ,୧୭-୭: କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ସାମିଲ ୫ କୋଟି ଶ୍ରମିକଙ୍କୁ ଦକ୍ଷିତା ପ୍ରଶିକ୍ଷଣ ଦେବେ। ସେମାନଙ୍କୁ ଯେପରି ଉନ୍ନତ ରୋଜଗାର ମିଳିବ ସେଥିପାଇଁ ସେମାନଙ୍କର ଦକ୍ଷତା…

ସ୍ପଷ୍ଟ କଲା କେନ୍ଦ୍ର: ମାଗଣାରେ ମିଳିବନି ବିଜୁଳି

ନୂଆଦିଲ୍ଲୀ,୧୭-୭: ରାଜନୈତିକ କାରଣରୁ ରାଜ୍ୟ ସରକାରଗୁଡ଼ିକ ଚାଷୀ, ଗରିବଙ୍କୁ ମାଗଣାରେ ବିଜୁଳି ଯୋଗାଇ ଦେଉଛନ୍ତି। ଏଥିପାଇଁ ସେମାନେ କେନ୍ଦ୍ର ସରକାରଙ୍କ ଠାରୁ ରିହାତି ଚାହୁଁଛନ୍ତି। ଏଣିକି ସେ…

୩୭,୯୪୬ କୋଟିର ଜିଏସ୍‌ଟି ଫାଙ୍କି ଧରାପଡିଛି

ନୂଆଦିଲ୍ଲୀ,୧୭-୭: ଟିକସ ଅଧିକାରୀମାନେ ଆର୍ଥିକ ବର୍ଷ ୨୦୧୮-୧୯ରେ ୩୭,୯୪୬ କୋଟି ଏବଂ ଚଳିତ ଆର୍ଥିକ ବର୍ଷର ଏପ୍ରିଲ-ଜୁନ୍‌ରେ ୬୫୨୦ କୋଟି ଟଙ୍କାର ଜିଏସଟି ଫାଙ୍କି ଧରିପାରିଛନ୍ତି। ଅର୍ଥମନ୍ତ୍ରୀ…

ଏୟାର ଇଣ୍ଡିଆ ବିକ୍ରି ପାଇଁ ହେବ ରୋଡ ସୋ

ନୂଆଦିଲ୍ଲୀ,୧୭-୭: ମୋଦି ସରକାର ପ୍ରଥମ କାର୍ଯ୍ୟକାଳ ବେଳେ ରାଷ୍ଟ୍ରାୟତ୍ତ ଏୟାରଲାଇନ୍ସ କମ୍ପାନୀ ଏୟାର ଇଣ୍ଡିଆକୁ ବିକ୍ରି ପାଇଁ ଉଦ୍ୟମ କରି ବିଫଳ ହୋଇଥିଲେ। ତେବେ ଦ୍ୱିତୀୟ କାର୍ଯ୍ୟକାଳରେ…

ଓ୍ବିପ୍ରୋ ଶେୟାରଧାରୀଙ୍କୁ ଶେଷପତ୍ର ଲେଖିଲେ ପ୍ରେମ୍‌ଜୀ

ନୂଆଦିଲ୍ଲୀ,୧୭-୭: ବୁଧବାର ଓ୍ବିପ୍ରୋର ଜୁନ୍‌ରେ ଶେଷ ହେଉଥିବା ତ୍ରୈମାସ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ କମ୍ପାନୀ ସିଏମ୍‌ଡି ଭାବେ ଅଜୀମ ପ୍ରେମ୍‌ଜୀ ଶେୟାରଧାରୀଙ୍କୁ…

ଓଡ଼ିଶାରେ ଚାଷୀଙ୍କ ମାସିକ ଆୟ ହାରାହାରି ୫ ହଜାର

ନୂଆଦିଲ୍ଲୀ,୧୭-୭: ଓଡ଼ିଶା, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ ଓ ଉତ୍ତରପ୍ରଦେଶର ଚାଷୀଙ୍କ ମାସିକ ହାରାହାରି ଆୟ ୫୦୦୦ ଟଙ୍କା। ଅର୍ଥାତ ଜଣେ ଚାଷୀ ଦୈନିକ ୧୬୬ ଟଙ୍କା…