ହୃଦ୍‌ରୋଗ ଜନିତ ସମସ୍ୟା ଦୂର କରେ ମାଛ

ସପ୍ତାହକୁ ଦୁଇ ଥର ମାଛ ଖାଇବା ଦ୍ୱାରା ହୃତ୍‌ପିଣ୍ଡ ସୁସ୍ଥ ରହିବା ସହ ହାର୍ଟଆଟାକ୍‌ ଆଶଙ୍କା ହ୍ରାସ ପାଇଥାଏ। ମାଛରେ ପ୍ରଚୁର ମାତ୍ରାରେ ଓମେଗା ୩ ଫଟି…

ଲୋକ ସଭାରେ ସ୍ପଷ୍ଟ କଲେ ଗଡ଼କରୀ: ଉନ୍ନତ ସଡ଼କ ଚାହୁଁଥିଲେ ଟୋଲ୍‌ ଟିକସ ଦେବାକୁ ହେବ

ନୂଆଦିଲ୍ଲୀ,୧୬-୭: ଟୋଲ୍‌ ଟିକସ ଆଦାୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ସରକାରଙ୍କ ମତ ସ୍ପଷ୍ଟ କରିଛନ୍ତି। ଉନ୍ନତ…

ନୀତିଶ ୟୁପି ଯୋଦ୍ଧା ଅଧିନାୟକ

ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଜୁଲାଇ ୨୦ରୁ ଆରମ୍ଭ ହେବ ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌)ର ୭ମ ସଂସ୍କରଣ। ମଙ୍ଗଳବାର ଯୁବ ଡିଫେଣ୍ଡର ନୀତିଶ କୁମାରଙ୍କୁ ୟୁପି ଯୋଦ୍ଧାର ଅଧିନାୟକ…

ଦୂର ହୋଇନି ଚାନୁଙ୍କ ଆଶଙ୍କା 

ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଭାରତର ଟପ୍‌ ଭରୋତ୍ତୋଳିକା ମୀରାବାଇ ଚାନୁ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ହେଲେ ବର୍ତ୍ତମାନ ପିଠି ଆଘାତଜନିତ ସମସ୍ୟାରୁ ଯଦିଓ ଆରୋଗ୍ୟ ଲାଭ କରିଛନ୍ତି,…

କାର୍ଯ୍ୟରେ ଯୋଗଦେଲେ ସୁବର୍ଣ୍ଣପୁରର ନୂଆ ଜିଲାପାଳ: ମୌଳିକ ସମସ୍ୟାର ସମାଧାନକୁ ଗୁରୁତ୍ୱ

ସୋନପୁର,୧୬।୭(ନି.ପ୍ର.): ସୁବର୍ଣ୍ଣପୁରର ନୂତନ ଜିଲାପାଳଭାବେ ମନୀଷା ବାନାର୍ଜୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ବାନାର୍ଜୀ ଗୃହ ବିଭାଗର ଉପସଚିବ ଭାବେ କାର୍ଯ୍ୟ କରୁଥିଲେ। ୨୦୧୩…

ଧରିତ୍ରୀ ପ୍ରଭାବ: ଯୋରାଡବରାଠାରେ ବିଦ୍ୟୁତ୍‌ ସଂଯୋଗ କାମ ଆରମ୍ଭ

କର୍ଲାମୁଣ୍ଡା,୧୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରାବସ୍ତିଠାତେ ଗତ ଜୁନ ୧୫ ତାରିଖରେ ହୋଇଥିବା ଝଡତୋଫାନ ଯୋଗୁ ଟ୍ରାନ୍ସଫର୍ମର ପଡିଯାଇଥିଲା। ଦୀର୍ଘ ୨୮ ଦିନ ବିତିଥିଲେ ହେଁ…

ଯେଉଁ ସମୁଦ୍ରରେ ମଣିଷ ବୁଡେ ନାହିଁ

ଦୁନିଆରେ ଏମିତି ଅନେକ କିଛି ଘଟଣା ରହିଛି, ଯାହା ବିଷୟରେ ଅଧିକାଂଶ ଲୋକ ଅଜ୍ଞ। ଏମିତି ଘଟଣା ରହିଛି ଏକ ସମୁଦ୍ରକୁ ନେଇ, ଯେଉଁଠାରେ ବିନା ଲାଇଫ୍‌…

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା…

ଯେଉଁଠି ପ୍ରେତାତ୍ମା କରନ୍ତି ରୋଗୀଙ୍କ ଚିକିତ୍ସା…

ବିଜ୍ଞାନଯୁଗରେ ମଣିଷ ଅନ୍ୟଗ୍ରହରେ ଜୀବଜଗତର ସନ୍ଧାନ ଖୋଜୁଥିବାବେଳେ ଏବେ ମଧ୍ୟ ସମାଜରେ କୁସଂସ୍କାର ଓ ଅନ୍ଧବିଶ୍ୱାସ ମଣିଷ ମନରେ ରହିଛି। ଏହାର ଏକ ଉଦାହରଣ ପାଲଟିଛି ଉତ୍ତରପ୍ରଦେଶ…

ରାଶିଫଳ: ବୁଧବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଆଜିର ଦଶମ କେନ୍ଦ୍ରସ୍ଥ ଚନ୍ଦ୍ର ଆପଣଙ୍କ କାମକୁ ଧୀର ମନ୍ଥର ଗତିରେ ଆଗକୁ ବଢ଼ାଇନେବ। ସ୍ଥିର ଭାବରେ କୌଣସି ସ୍ଥାନରେ ଦୀର୍ଘ ସମୟ ରହିପାରିବେ ନାହିଁ।…