ଭାଜପାରେ ସାମିଲ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ

ଲକ୍ଷ୍ନୌ, ୧୬।୭: ସମାଜବାଦୀ ପାର୍ଟି(ଏସପି)ନେତା ନୀରଜ ଶେଖର ମଙ୍ଗଳବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ମହାସଚିବ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ…

ଇନ୍ଦିରା ଆବାସ, ବିଜୁ ପକ୍କାଘର ଯୋଜନାରେ ଘୋଟାଲା: ୮୩୬ କର୍ମଚାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଗତ ୨୦ବର୍ଷ ହେବ ବିଜେଡି ହାତରେ ରାଜ୍ୟ ଶାସନ ଭାର ରହିଛି। ଲୋକମାନଙ୍କୁ ସ୍ବଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଦେବା ନେଇ ବିଜେଡି ବାହାବା ନେଉଛି।…

୩୩୨୩ ଗ୍ରାମକୁ ରାସ୍ତା ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଯୋଜନା କରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟରେ ୩୩୨୩ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ସହ ଯୋଡାଯାଇପାରିନାହିଁ। ଅନୁଗୋଳ ଜିଲାର…

ବିଧାନସଭାରେ ବିରୋଧୀ ମୁହାଁମୁହିଁ: ହାଇକୋର୍ଟ ବେଞ୍ଚ ସ୍ଥାପନକୁ ନେଇ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ଦୁଇଫାଳ। ସରକାରଙ୍କୁ ଘେରିବା ପରିବର୍ତ୍ତେ ପରସ୍ପରକୁ ବିରୋଧ କରୁଛନ୍ତି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଭୟ କଂଗ୍ରେସ ଓ ଭାଜପା ବିଧାନସଭାରେ ହଟ୍ଟଗୋଳ…

ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ନେଇ ଭୁବନେଶ୍ୱରରେ ବୈଠକ: ବର୍ଷେ ପରେ ବଦଳିବ ସୁନ୍ଦରୀ ଠିକଣା 

ବନ୍ତଳା,୧୬ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ନେଇ ସୋମବାର ଭୁବନେଶ୍ୱରର ଅରଣ୍ୟ ଭବନରେ ଅନୁଷ୍ଠିତ ହୋଇଥିଲା ଏକ ଉଚ୍ଚସ୍ତରୀୟ ବୈଠକ। ଏଥିରେ ପ୍ରଥମ ଆନ୍ତଃ ରାଜ୍ୟ…

ଉତ୍ତରପ୍ରଦେଶର ଭାଜପା ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ସ୍ବତନ୍ତ୍ର ଦେବ

ନୂଆଦିଲ୍ଲୀ, ୧୬।୭: ସ୍ବତନ୍ତ୍ର ଦେବ ସିଂହଙ୍କୁ ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି ଭାଜପା। ସେ ମହେନ୍ଦ୍ର ନାଥ ପାଣ୍ଡେଙ୍କ ସ୍ଥାନ ନେଇଛନ୍ତି। ସ୍ବତନ୍ତ୍ର ଦେବ…

ଅନୁଭବଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ ରେକର୍ଡ

କଟକ ଅଫିସ,୧୬।୭: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସ ମହାନ୍ତିଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି।…

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା ଘଟଣା: ୬ଜଣଙ୍କୁ ଗିରଫ କଲା ସତ୍ୟବାଦୀ ପୋଲିସ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ୍‌ ମର୍ଡର ଘଟଣାରେ ମଙ୍ଗଳବାର ପୋଲିସ ୬ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ…

୬୦ ବର୍ଷରୁ କମ୍‌, ୨ ବର୍ଷର ଅଭିଜ୍ଞତା ଥିଲେ ହୋଇପାରିବ କୋଚ୍‌

ନୂଆଦିଲ୍ଲୀ, ୧୬।୭ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକଙ୍କ ସମେତ ସପୋର୍ଟ ଷ୍ଟାଫ୍‌ ଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ଦରଖାସ୍ତ…

ରିଲିଜ୍‌ ହେଲା ହିମେଶ ରେଶମିୟାଙ୍କ ଅଭିନୀତ ଫିଲ୍ମର ଟିଜର

ମୁମ୍ବାଇ: ବଲିଉଡ୍‌ ସିଙ୍ଗର କମ୍‌ ଆକ୍ଟର ହିମେସ୍‌ ରେଶମିୟା ଏବେ ଜଣେ ଅଭିନେତା ଭାବେ ଦର୍ଶକଙ୍କ ପାଖେ ଉଭା ହେବେ। ତାଙ୍କ ଅଭିନୀତ ଫିଲ୍ମ ‘ହାପି ହାର୍ଡି…