ପାଟକୁରାରେ ଭାଜପାର ହାଇଭୋଲଟେଜ ପ୍ରଚାର: କର୍ମୀଙ୍କୁ ବିଜୟ ମନ୍ତ୍ର ଦେଲେ ସମ୍ବିତ

ଡେରାବିଶ, ୧୬।୭ (ସ୍ବ.ପ୍ର.): ପାଟକୁରା ନିର୍ବାଚନମଣ୍ଡଳୀ ଅଧୀନ ଡେରାବିଶ ବ୍ଲକର ବିଭିନ୍ନ ପଞ୍ଚାୟତରେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ପାଇଁ ସୋମବାର ପ୍ରଚାର କରିଛନ୍ତି ଦଳର ମୁଖପାତ୍ର…

ଆସାମ ବନ୍ୟା ପୀଡ଼ିତଙ୍କୁ ରନ୍ଧାଖାଦ୍ୟ ବାଣ୍ଟୁଛନ୍ତି ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ

ଗୋଳାଘାଟ,୧୬।୭: ଆସାମରେ ବନ୍ୟା ଯୋଗୁ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବନ୍ୟା ପୀଡ଼ିତଙ୍କୁ ରିଲିଫ୍‌ ପ୍ରଦାନ ଜାରି ରହିଛି। ତେବେ ଗୋଳାଘାଟ ଅଞ୍ଚଳରେ…

ଭିଜିଲାନ୍ସ ଜାଲରେ ୯ ଆଇଏଏସ୍‌, ୨୨୭ ଓଏଏସ୍‌

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ତଳୁ ଉପର ଯାଏ ଦୁର୍ନୀତି ଖୁନ୍ଦି ହୋଇ ରହିଛି। କେବଳ ତଳିଆ କର୍ମଚାରୀ ଯେ ହାତଗୁଞ୍ଜା ନେଉଛନ୍ତି ତାହା ନୁହେଁ, ବଡ଼ ବାବୁମାନେ ମଧ୍ୟ ଦୁର୍ନୀତିରୁ…

ବିଧାନସଭା ପ୍ରଶ୍ନୋତ୍ତର: ସରକାରୀ କର୍ମଚାରୀଙ୍କ ଦରମା, ପେନ୍‌ସନ ୩୮,୮୦୦ କୋଟି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ ସରକାରୀ କର୍ମଚାରୀଙ୍କ ଦରମା ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୩୮ ହଜାର ୮୦୦ କୋଟି ଟଙ୍କା ଖର୍ଚ୍ଚ…

ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ

ବାରାଣସି,୧୬।୭: ହିିନ୍ଦୁଧର୍ମର ବିଧି ବିଧାନ ଅନୁଯାୟୀ ପ୍ରତିଦିନ ସକାଳେ ଦଶ୍ୱମେଧ ଘାଟରେ ହେଉଥିବା ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ କରାଯାଇଛି। ମଙ୍ଗଳବାର ପଡୁଥିବା ଚନ୍ଦ୍ର ଗ୍ରହଣ ପାଇଁ…

ଖର୍ଚ୍ଚ ଦାବି ଆଲୋଚନାରେ ସରକାରଙ୍କୁ ବିରୋଧ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଅବକାରୀ ବିଭାଗର ଖର୍ଚ୍ଚ ଦାବି ଉପରେ ସୋମବାର ଅପରାହ୍ନରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ ଉଭୟ…

ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳକୁ ନେଇ ଅଡୁଆ ପରିସ୍ଥିତି:କାର୍ଯ୍ୟକାରୀ ହେଲାନି ହାଇକୋର୍ଟ ଆଦେଶ

କଟକ ଅଫିସ,୧୬।୭: ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ। ୨୦୧୩ ଜାନୁୟାରୀ ୨୧ରେ ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ…

ମଦ୍ରାସାର ଗୋଟିଏ ଘରେ ହେଉଛି ପୂଜା ଓ ନମାଜ ପାଠ

ଅଲୀଗଡ଼,୧୬।୭: ଦେଶରେ ଧର୍ମ ଜାତି ସମ୍ପ୍ରଦାୟ ମଧ୍ୟରେ ବିବାଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ଅଲୀଗଡ଼ର ଏକ ମଦ୍ରାସା ଭାରତ ସମେତ ସମଗ୍ର ପୃଥିବୀ ପାଇଁ ଏକ ନିଆରା…

କଟକ ସଭାରେ ଭାଜପାର ଗଣ୍ଡଗୋଳ ପ୍ରସଙ୍ଗ: ଜ୍ୟୋତିରଞ୍ଜନ, ଦେବାଶିଷ ଦଳରୁ ନିଲମ୍ବିତ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): କଟକ ନଗର ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ଗତ ରବିବାର ବିବାଦ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଟାଉନ ହଲଠାରେ ନଗର ଭାଜପାର ସଭ୍ୟ ସଂଗ୍ରହ ଅଭିଯାନ…

ଆଜି ୧୧ ଜିଲାରେ ଝଡ଼ତୋଫାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ୧୧ ଜିଲାକୁ ଝଡ଼ତୋଫାନ ସତର୍କ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ କେନ୍ଦୁଝର,…