ଲକ୍ଷ୍ମୀନାରାୟଣ ଭେଟ: ଜଗନ୍ନାଥ ମନ୍ଦିର ନିକଟରେ ପହଞ୍ଚିଲା ନନ୍ଦିଘୋଷ ରଥ

ରଣପୁର,୧୬ା୭ (ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ବାହୁଡା ଯାତ୍ରାର ୩ଦିନ ପରେ ସୋମବାର ଶ୍ରଦ୍ଧାଳୁମାନେ ନନ୍ଦିଘୋଷ ରଥ ଟାଣିଥିଲେ । ବାଟରେ ଲକ୍ଷ୍ମୀ ନାରାୟଣ…

ଧାନବିଲରେ ଗାଈ ପଶିବାକୁ ନେଇ ଆକ୍ରମଣ: ୩ ଗୁରୁତର, ଥାନାରେ ମାମଲା

ଖଣ୍ଡପଡ଼ା,୧୬ା୭(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ରାଣୀପଡା ପଞ୍ଚାୟତର ଗୋପପୁର ଗ୍ରାମରେ ଧାନ ବିଲରେ ଗାଈ ପଶିବାକୁ କେନ୍ଦ୍ରକରି ରବିବାର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଗୋଟିଏ…

ବର୍ଷା ନାହିଁ, ଅଟକିଯାଇଛି ଚାଷ କାର୍ଯ୍ୟ:ବୁଣା ସରିଲାଣି, ରୁଆ ମନ୍ଥର

ଅନୁଗୋଳ ଅଫିସ, ୧୬।୭ ଜୁନ ଯାଇ ଜୁଲାଇ ଅଧା ହେଲାଣି। ଏପରି ସମୟରେ ଚାଷ କାର୍ଯ୍ୟ ଜୋର ଧରିବା କଥା। ହେଲେ ଜୁନ ପରି ଜୁଲାଇରେ ଆବଶ୍ୟକ…

ପାଟକୁରା ବିଧାନସଭା ନିର୍ବାଚନ: ପ୍ରଚାର ସରଗରମ, ନେତାଙ୍କ ସ୍ବର ନରମ

କେନ୍ଦ୍ରାପଡ଼ା ଅଫିସ, ୧୬ା୭- ପାଟକୁରା ନିର୍ବାଚନ ପ୍ରଚାର ପାଇଁ ଆଉ ମାତ୍ର ୪ ଦିନ ରହିଛି ା ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ମୁତାବକ ୧୮ ତାରିଖ ଅପରାହ୍ନ…

ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦାବି :କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ଏମ୍‌ପି

ଛେଣ୍ଡିପଦା,୧୬।୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଏବଂ ଆଠମଲ୍ଲିକ ବ୍ଲକରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ସମ୍ବଲପୁର ଏମ୍‌ପି ନୀତୀଶ ଗଙ୍ଗଦେବ ଦାବି କରିଛନ୍ତି। ଏ ନେଇ ସେ…

ଶିକ୍ଷୟିତ୍ରୀଙ୍କ ନିଲମ୍ବନ ବିରୋଧରେ ତାଲା

ଅନୁଗୋଳ ଅଫିସ, ୧୬।୭ ଅନୁଗୋଳ ସହର ପଶ୍ଚିମ ବଜାରପଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତି ମିଶ୍ର ଓ ସହକାରୀ ଶିକ୍ଷୟିତ୍ରୀ ପ୍ରୀତିମଞ୍ଜରୀ ଦ୍ୱିବେଦୀଙ୍କୁ ଶିକ୍ଷାଦାନରେ ଅବହେଳା…

ଜୀବନ ପାଲଟିଛି ବୋଝ:ସହାୟତା ଅପେକ୍ଷାରେ ଚମ୍ପା ହଁାସଦା

ବଅଁରପାଳ, ୧୬।୭ (ଡି.ଏନ୍‌.ଏ.) ଦେହରେ ବଳ ଥିବାବେଳେ ନାଲ୍‌କୋ ପ୍ଲାଣ୍ଟରେ ଖଟି ଗୁଜୁରାଣ ମେଣ୍ଟାଉଥିଲେ। ଏବେ ହାତ ଛାଡି ଦେଇଛି ବୟସ। ବୃଦ୍ଧାବସ୍ଥାକୁ ନିସଙ୍ଗ ଓ ରୋଗଗ୍ରସ୍ତ…

ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଘଟଣା:ପ୍ରତିବାଦରେ ସ୍କୁଲରେ ତାଲା

ପରଜଙ୍ଗ, ୧୬ା୭(ଡି.ଏନ.ଏ)ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଳେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ଶନିବାର ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଓ ଏହାକୁ ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର…

ବାବୁଲିଙ୍କୁ ଗୁଳିମାଡ଼ ଘଟଣା: ୧୭ରେ ଜିଲା ବନ୍ଦ ଡାକରା, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଚିନ୍ତାରେ ପୋଲିସ

କେନ୍ଦ୍ରାପଡା ଅଫିସ, ୧୬ା୭- ଗତ ୧୩ ତାରିଖ ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ ସହରର ଦଣ୍ଡାମୁଣ୍ଡ ଛକଠାରେ ଗୁଳିମାଡ଼ ଘଟଣା ଜିଲା ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ…

ବର୍ଷା ନାହିଁ, ଜମିରେ ଚରୁଛନ୍ତି ଗୋରୁ

ଢେଙ୍କାନାଳ ଅଫିସ,୧୬ା୭ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଓ କଣ୍ଟାବଣିଆ ଥାନା ଅଞ୍ଚଳରେ ବର୍ଷା ଅଭାବ ନେଇ ଚାଷୀ ହତାଶ ହୋଇପଡିଛନ୍ତି। ଦୁଇ ସପ୍ତାହ ତଳେ…