ଖଲ୍ଲିକୋଟ କଲେଜ ଏମ୍‌ସିଏ ଛାତ୍ରୀ ତୃପ୍ତିମୟୀ ପଣ୍ଡା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଚିଙ୍କାରା ଗିରଫ, ଆନ୍ଧ୍ର ପୋଲିସକୁ ହସ୍ତାନ୍ତର

ଛତ୍ରପୁର,୧୫।୭(ଡି.ଏନ୍‌.ଏ)- ଗଞ୍ଜାମ ଜିଲା ଖଲ୍ଲିକୋଟ କଲେଜର ଏମ୍‌ସିଏ ଛାତ୍ରୀ ତଥା ଛତ୍ରପୁରର ବିବେକାନନ୍ଦ ପଣ୍ଡାଙ୍କ ଝିଅ ତୃପ୍ତିମୟୀଙ୍କୁ ୨୦୧୬ ଅଗଷ୍ଟ ୨୫ ତାରିଖରେ ହତ୍ୟା କରାଯାଇଥିଲା। ଏହି…

ଶୀର୍ଷସ୍ଥାନରେ ସ୍ଥିତି ମଜଭୂତ କଲେ ଜୋକୋଭିଚ୍‌

ପ୍ରାରିସ,୧୫।୭(ଏଏଫ୍‌ପି)- ନୋଭାକ ଜୋକୋଭିଚ୍‌ ସଫଳତାର ସହ ଓ୍ବିମ୍ବେଲଡନ ଓପନ ଟାଇଟଲ ବଜାୟ ରଖିଛନ୍ତି। ଏହି ବିଜୟ ଯୋଗୁ ସର୍ବିଆ ଖେଳାଳି ଏଟିପି ର଼୍ୟାଙ୍କିଙ୍ଗ୍‌ ଶୀର୍ଷ ସ୍ଥାନରେ ନିଜ…

ବାଉଣ୍ଡ୍ରି ଗଣିତ ନିୟମକୁ ପୂର୍ବତନ କ୍ରିକେଟରଙ୍କ ସମାଲୋଚନା

ନୂଆଦିଲ୍ଲୀ,୧୫।୭(ପିଟି)- ଗୌତମ ଗମ୍ଭୀରଙ୍କ ବ୍ୟତୀତ ପୂର୍ବତନ କ୍ରିକେଟର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ବାଉଣ୍ଡ୍ରି ଗଣିତ ଦ୍ୱାରା ବିଶ୍ୱ ଚାମ୍ପିୟନ ନିର୍ଦ୍ଧାରଣ କରାଯିବା ପ୍ରକ୍ରିୟାକୁ ସମାଲୋଚନା କରିଛନ୍ତି।…

ବିଶ୍ୱକପ୍‌ ଚାମ୍ପିୟନ ଦଳକୁ ରାଣୀଙ୍କ ସାଲ୍ୟୁଟ

ଲଣ୍ଡନ,୧୫।୭(ଏଏଫ୍‌ପି)- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡକୁ ହରାଇ ବିଶ୍ୱକପ୍‌ ଚାମ୍ପିୟନ ହୋଇଥିବା ଇଂଲଣ୍ଡ ଦଳକୁ ରାଣୀ ସାଲ୍ୟୁଟ କରିଛନ୍ତି। ୫୦ ଓଭରିଆ ମ୍ୟାଚ୍‌ ଓ ସୁପର ଓଭର…

ନେପାଳ, ବାଲାଂଦେଶରେ ବନ୍ୟା: ୬୫ ମୃତ, ଲକ୍ଷାଧିକ ବିସ୍ଥାପିତ

କାଠମାଣ୍ଡୁ/ଢାକା,୧୫।୭: ଭାରତର କିଛି ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ପଡୋଶୀ ଦେଶ ନେପାଳ ଏବଂ ବାଲାଂଦେଶରେ ମଧ୍ୟ ଜଳପ୍ରଳୟ ଲାଗିରହିଛି। ବନ୍ୟା ଏବଂ ଭୁସ୍ଖଳନ ଯୋଗୁ…

ବିଶ୍ୱନାଥଙ୍କୁ ଟିକେଟ୍‌ ନ ମିଳିବା ଦୁଃଖଦାୟକ: ଗାଭାସ୍କର

ଲଣ୍ଡନ,୧୪।୭- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ରୋମାଞ୍ଚଭରା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ ଲାଗି ପୂର୍ବତନ ଭାରତୀୟ କ୍ରିକେଟର ଗୁଣ୍ଡପା…

ବିସିସିଆଇ ନିକଟରେ ରୋହିତ-କୋହଲି ଫାଟ୍‌

ଲଣ୍ଡନ,୧୪।୭- ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରୁ ବାଦ୍‌ ପଡ଼ିବା ପରେ ଭାରତୀୟ ଦଳରେ ସୃଷ୍ଟି ହୋଇଥିବା ଫାଟ୍‌ ସମ୍ପର୍କରେ ପ୍ରବଳ ଆଲୋଚନା ଚାଲିଛି। ଭାରତୀୟ ଦଳ ବହୁଳ ଭାବେ…

ଏଣିକି ଡ୍ରାଇଭରଙ୍କୁ ଶୋଇବାକୁ ଦେବ ନାହିଁ ଇସ୍ରାଏଲ ସେନ୍ସର ଡିଭାଇସ୍‌

ଲକ୍ଷ୍ନୌ,୧୫।୭: ରାଜ୍ୟରେ ବୃଦ୍ଧି ପାଇଥିବା ସଡ଼କ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ କିଛି ଦିନ ତଳେ ଯମୁନା…

ନିଆରା ମଣିଷ, ଟ୍ରାଫିକ୍‌ରେ ଛିଡା ହୋଇ ଜନହିତକର ସନ୍ଦେଶ ବାଣ୍ଟୁଛନ୍ତି କ୍ରିଷ୍ଣା

ଆଜିର ଜଞ୍ଜାଳମୟ ଜୀବନ ଭିତରେ ମଣିଷ ଏବେ ସ୍ବାର୍ଥପର ହୋଇଯାଇଛି। ନିଜ କଥା ବ୍ୟତୀତ ଆଉ କାହା ବିଷୟରେ ଚିନ୍ତା କରିବାକୁ ତା’ପାଖରେ ସମୟ ନାହଁି। କିନ୍ତୁ…

ଆଇନ ଶୃଙ୍ଖଳାକୁ ନେଇ ବିଧାନସଭାରେ ହଙ୍ଗାମା: ସରକାରଙ୍କୁ ହରଡ଼ଘଣାରେ ପକାଇଲେ ବିରୋଧୀ; ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଲୋକଙ୍କୁ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି…