ଇଣ୍ଡିଆନ ଅଏଲର ସ୍ବଚ୍ଛତା ପକ୍ଷ

ଭୁବନେଶ୍ୱର,୧୫-୭: ସ୍ବଚ୍ଛତା ପକ୍ଷ ଉପଲକ୍ଷେ ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଅଏଲ ପକ୍ଷରୁ ପୁରୀ ବଡଦାଣ୍ଡରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା ଅବସରରେ କମ୍ପାନୀ ପକ୍ଷରୁ ଗୁଣ୍ଡିଚା ମନ୍ଦିର,…

ଅନ୍ତର୍ଜାତୀୟ ଉଡାଣ ଉପରେ ଏୟାର ଏସିଆର ରିହାତି

ଭୁବନେଶ୍ୱର,୧୫ା୭: ଏୟାର ଏସିଆ ପକ୍ଷରୁ ଅନ୍ତର୍ଜାତୀୟ ଉଡାଣ ଉପରେ ଆକର୍ଷଣୀୟ ରିହାତି ଘୋଷଣା କରାଯାଇଛି। ଭୁବନେଶ୍ୱରରୁ ଯାତ୍ରୀମାନେ ବ୍ୟାଙ୍କକ, କୁଆଲାଲୁମ୍ପୁର ଭଳି ସ୍ଥାନଗୁଡିକୁ ୭୦% ପର୍ଯ୍ୟନ୍ତ ରିହାତିରେ…

ବ୍ରାଣ୍ଡ ଫ୍ୟାକ୍ଟ୍ରିରେ ରେଡ ଜୋନ ସେଲ୍‌

ଭୁବନେଶ୍ୱର,୧୫-୭: ବ୍ରାଣ୍ଡ ଫ୍ୟାକ୍ଟ୍ରି ପକ୍ଷରୁ ରେଡ୍‌ ଜୋନ୍‌ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଷ୍ଟୋରରେ ସାରା ବର୍ଷ ବିଭିନ୍ନ ଅଫର ପ୍ରଦାନ କରାଯାଉଛି। ରେଡ୍‌ ଜୋନ୍‌ ସେଲ୍‌…

ସୋନି ଆଣିଲା ନୂଆ ସାଉଣ୍ଡବାର

ଭୁବନେଶ୍ୱର,୧୫-୭: ସୋନି ଇଣ୍ଡିଆ ପକ୍ଷରୁ ଡଲ୍‌ବି ଆଟମସ ସୁବିଧା ଥିବା ନୂଆ ସାଉଣ୍ଡବାର ଏଚ୍‌ଟି-ଜେଡ୍‌୯ଏଫ୍‌ ଏବଂ ଏସ୍‌ଏଜେଡ ୯ ବଜାରକୁ ଆସିଛି। ଏହି ପ୍ରଡକ୍ଟ ସାରା ଦେଶରେ…

ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡର ନୂଆ ଉତ୍ପାଦ

ଭୁବନେଶ୍ୱର,୧୫-୭: ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡ ପକ୍ଷରୁ ଡିଟରଜେଣ୍ଟ ସେଗମେଣ୍ଟରେ ନୂଆ ପ୍ରଡକ୍ଟ ଭୂମ ବଜାରକୁ ଆସିଛି। ଏହାକୁ ଫ୍ୟାଶନ ବିଶେଷଜ୍ଞଙ୍କ ଦ୍ୱାରା ଡିଜାଇନ କରାଯାଇଛି। ଫ୍ୟାବ୍ରିକ କେୟାର…

‘ବିଜୟ ଜ୍ୟୋତି’ ଜଳାଇଲେ ରାଜନାଥ

ନୂଆଦିଲ୍ଲୀ,୧୫ା୭(ପି.ଟି.): ଅପରେଶନ୍‌ ବିଜୟର ୨୦ତମ ବାର୍ଷିକୀ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଜାତୀୟ ଯୁଦ୍ଧ ସ୍ମାରକୀଠାରେ ‘ବିଜୟ ଜ୍ୟୋତି’ ଜଳାଇଛନ୍ତି। ଏହି ବିଜୟ ଜ୍ୟୋତିକୁ…

ଜେଲ୍‌ କଲୋନୀ ମାର୍କେଟ କମ୍ପ୍ଲେକ୍ସ: ଖତ ଖାଉଛି, ନଜର ନାହିଁ

ବରଗଡ଼ ଅଫିସ,୧୫।୭:  ଆଶ୍ରୟ ନେବା ପାଇଁ ଜାଗାଟିଏ ମିଳୁନାହିଁ । ଫଳରେ ଲୋକେ ଖୋଲା ଆକାଶତଳେ ଜୀବନ ବିତାଉଛନ୍ତି । ଛୋଟ ବ୍ୟବସାୟ କରିବା ପାଇଁ ଦୋକାନଟିଏ…

ଛାତ୍ରୀ ନିବାସ ପରିସରରେ ୨୦୦ ଚାରା ରୋପଣ

ଭଟଲି,୧୫ା୭(ଡି.ଏନ.ଏ) ଭଟଲି ଦଧିବାମନ ଡିଗ୍ରୀ ମହାବିଦ୍ୟାଳୟର ୟୁଜିସି ଛାତ୍ରୀ ନିବାସ ପରିସରରେ ରବିବାର ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଅଧ୍ୟାପକ ଶ୍ୟାମଲାଲ ନାୟକଙ୍କ…

ଆଧୁନିକତା ଭିତରେ ହଜି ଯାଉଛେ ଶଗଡ଼ ଗାଡ଼ି

ଭବାନୀପାଟଣା,୧୫ା୭ (ଡି.ଏନ୍‌.ଏ.): ଆଧୁନିକତାର ଛାପ୍‌ରେ ଆମର ସଂସ୍କୃତି, ପରମ୍ପରାରେ ଅନେକ ପରିବରତନ ଦେଖ୍‌ବାକେ ମିଲୁଛେ। ଆଘ ଲୋକ୍‌ କୃଷି କାଯ୍‌ରେ ନଂଗଲ, ଶଗଡ଼ ଗାଡ଼ିର ବଡ଼ଭାରି ବେଭାର…

ନାଗରାଜଙ୍କୁ ମନାଇବାରେ ମେଣ୍ଟ ବିଫଳ

ବେଙ୍ଗାଲୁରୁ/ମୁମ୍ବାଇ,୧୫ା୭(ପି.ଟି.): ବିଦ୍ରୋହୀ କଂଗ୍ରେସ ବିଧାୟକ ଏମ୍‌.ଟି.ବି. ନାଗରାଜଙ୍କୁ ମନାଇବାରେ କର୍ନାଟକର ଶାସକ ମେଣ୍ଟ ନେତାମାନେ ବିଫଳ ହୋଇଛନ୍ତି। ରବିବାର ନାଗରାଜ ମୁମ୍ବାଇ ପଳାଇଯିବା ସହ ଇସ୍ତଫା ପ୍ରତ୍ୟାହାର…