ବିଜେଡି ଏମ୍‌ପିଙ୍କୁ ନବୀନଙ୍କ ଚିଠି : ରାଜ୍ୟବାସୀଙ୍କ ଶ୍ରଦ୍ଧାଭାଜନ ହେବାକୁ ପରାମର୍ଶ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ବିଧାୟକ ଓ ମନ୍ତ୍ରୀମାନଙ୍କୁ ଶୃଙ୍ଖଳା ଓ ଉତ୍ତରଦାୟିତ୍ୱର ପାଠ ପଢ଼ାଇବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ଲୋକ ସଭା…

ଗାଁକୁ ପକ୍କା ରାସ୍ତା ନାହିଁ, ଚୁଆପାଣି ଭରସା

ଦାରିଙ୍ଗବାଡ଼ି,୧୫।୭(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା ନାହିଁ କି ପିଇବା…

ଚନ୍ଦ୍ରୟାନ-୨ ଉତ୍‌କ୍ଷେପଣ ସ୍ଥଗିତ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ), ୧୫ା୭(ପି.ଟି.): ଶେଷ ମୁହୂର୍ତ୍ତରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣକୁ ବାତିଲ କରିଦିଆଯାଇଛି। କେଉଁ କାରଣ ଲାଗି ଏହାକୁ ସ୍ଥଗିତ ରଖାଯାଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି…

ବାହୁଡ଼ାରେ ନାଚପାର୍ଟିକୁ ନେଇ ଉତ୍ତେଜନା

ଦିଗପହଣ୍ଡି,୧୫ା୭(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ସମୟରେ ଉତ୍ତେଜନା ଦେଖା ଦେଇଛି। ଜଗନ୍ନାଥଙ୍କ ରଥ ଅଧାବାଟରେ ଅଟକିବା ପରେ ପ୍ରତିବର୍ଷ ନାଚ ପରିବେଷଣ କରାଯିବା…

କୁକୁଡ଼ା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ କୋର୍ଟଚାଲାଣ

ଶଙ୍କରାଖୋଲ,୧୫ା୭(ଡି.ଏନ୍‌.ଏ.)-ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଗୁଡ୍ରିଗଁାରେ ଗତ ସେପ୍ଟେମ୍ବର ୨୯ ତାରିଖ ରାତିରେ ୭ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ କୁକୁଡ଼ା ବ୍ୟବସାୟୀ ସୀମାଞ୍ଚଳ ସାହୁଙ୍କ ଘରୁ ଡକାୟତି…

ଦେଢ଼ମାସରେ ୨୦.୩% କମିଛି ବର୍ଷା ପରିମାଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ରାଜ୍ୟରେ ଏପର୍ଯ୍ୟନ୍ତ ସ୍ବାଭାବିକ ବର୍ଷା ହୋଇନାହିଁ। ଚଳିତବର୍ଷ ମୌସୁମୀ ବିଳମ୍ବରେ ଆସିଥିଲେ ମଧ୍ୟ ସ୍ବାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଥିଲା।…

୫ ଗାଁକୁ ଖୋଲିଲା ରାସ୍ତା ଅପହଞ୍ଚ ଇଲାକାକୁ ଗଲା ଦୁଇଚକିଆ ଯାନ

ରାଇକିଆ,୧୫ା୭(ଡ଼ି.ଏନ.ଏ)-ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ବାନ୍ଦାଙ୍ଗି, ଇନ୍ଦ୍ରଗଡ଼ ପଞ୍ଚାୟତର ସାର୍ବାପାଙ୍ଗା, ସାର୍ସାପାଟା, ବାସୁବାଡ଼ି, ଦୁବା ଗାଁକୁ ରାସ୍ତା ଖୋଲିଛି। ପ୍ରଥମ ଥର ପାଇଁ ଏହି ସ୍ଥାନକୁ ଦୁଇ…

ରାସ୍ତା ସମ୍ପ୍ରସାରଣ ପାଇଁ ଗଛକଟା

ବ୍ରହ୍ମପୁର ଅଫିସ୍‌,୧୫ା୭-ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲାରେ ସବୁଜିମା ପାଇଁ ସରକାରୀ ଏବଂ ବେସରକାରୀସ୍ତରରେ ପଦକ୍ଷେପ ନିଆଯାଉଛି। ସ୍କୁଲ ପିଲାଙ୍କୁ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ଜରିଆରେ ଚାରାରୋପଣ ପାଇଁ…

୨୦ କଲେଜ ପାଇଁ ନାହାନ୍ତି ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ୍‌,୧୫ା୭-ଚଳିତବର୍ଷର ଯୁକ୍ତ ୨ ନାମଲେଖା ଚାଲୁ ରହିଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ସରିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଶନିବାର କଟ୍‌ଅଫ୍‌ ମାର୍କ ପ୍ରକାଶ ପାଇବା…

୩ ରଥରେ ଭଙ୍ଗାଗଲା ୯ ଅଧର ହାଣ୍ଡି

ପୁରୀ ଅଫିସ, ୧୫ା୭: ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ରବିବାର ସମ୍ପନ୍ନ ହୋଇଛି ଅଧରପଣା ନୀତି। ରଥାରୁଢ ଠାକୁରଙ୍କ ସମ୍ମୁଖରେ ଭଙ୍ଗାଯାଇଛି ୯ଟି ଅଧରପଣା ହାଣ୍ଡି। ଛୁଟିଦିନ…