ବିଜେନ୍ଦରଙ୍କ କ୍ରମାଗତ ୧୧ତମ ବିଜୟ

ନୂଆଦିଲ୍ଲୀ,୧୪।୭- ଭାରତୀୟ ପେସାଦାର ବକ୍ସର ବିଜେନ୍ଦର ସିଂଙ୍କ ଅପରାଜେୟ ଧାରା ଜାରି ରହିଛି। ସେ ୟୁଏସ୍‌ ପ୍ରଫେଶନାଲ ସର୍କିଟରେ ଆମେରିକାନ ବକ୍ସର ମାଇକ ସ୍ନିଡରଙ୍କୁ ନକ୍‌ଆଉଟ୍‌ କରି…

ହନିପ୍ରୀତଙ୍କୁ ନେଇ ୨ କଏଦୀଙ୍କ ମଧ୍ୟରେ ଝଗଡା ବଢିଲା ଆଉ ଏକ ବର୍ଷ ଜେଲ୍‌ଦଣ୍ଡ

ସାଗର,୧୪।୭: ମଧ୍ୟ ପ୍ରଦେଶ ସାଗର ଜିଲାରେ ଥିବା ଏକ ଜେଲ୍‌ରେ ୨ କଏଦୀଙ୍କ ମଧ୍ୟରେ ହନିପ୍ରୀତଙ୍କୁ ନେଇ ଝଗଡା ହେବାରୁ ଜଣେ କଏଦୀଙ୍କର ଜେଲ୍‌ଦଣ୍ଡକୁ ଆଉ ଏକ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ମାଓବାଦୀ ନିହତ

ରାୟପୁର,୧୪।୭: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ମାଓବାଦୀଙ୍କ ମୃତ୍ୟୁ ଘଟିଛି । ଦନ୍ତେ ଓ୍ବାଡ଼ା ଜିଲାର ଗୁମିୟାପାଲ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ଖବର…

ଜେସିବି ମେଶିନର ନାଗିନ୍‌ ଡ୍ୟାନ୍ସ, ଦେଖନ୍ତୁ ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ସେହିପରି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯେଉଁଥିରେ ଏକ ଜେସିବି…

ଅତ୍ୟଧିକ ଆମ୍ବ ସେବନ ସ୍ବାସ୍ଥ୍ୟପକ୍ଷେ ହାନିକାରକ

ଆମ୍ବ ଦେଖିବାକୁ ଯେତିକି ସୁନ୍ଦର ଖାଇବାକୁ ତା’ଠୁ ଅଧିକ ସ୍ବାଦିଷ୍ଟ। ବର୍ଷାଦିନରେ ଆମ୍ବର ମଜା ନେବାକୁ ପ୍ରାୟ ସମସ୍ତଙ୍କୁ ବେଶି ପସନ୍ଦ ହୋଇଥାଏ। ଏହା ପୋଷକ ତତ୍ତ୍ୱ…

୭୬ ବର୍ଷୀୟ ବୃଦ୍ଧଙ୍କ ଅଟୋ ଆମ୍ବୁଲାନ୍ସ ସେବା : ୯୦ ଦିନରେ ବଞ୍ଚାଇଛନ୍ତି ୧୦୦ ଜଣଙ୍କ ଜୀବନ

ହରଜିନ୍ଦର ସିଂହ ନାମକ ଜଣେ ୭୬ ବର୍ଷୀୟ ବୃଦ୍ଧ ଦିଲ୍ଲୀ ରାସ୍ତାରେ ଅଟୋ ଆମ୍ବୁଲାନ୍ସ ସେବା ଯୋଗାଉଛନ୍ତି। ସେ କୁହନ୍ତି, ଗତ ୩ ମାସ ଭିତରେ ୧୦୦…

ଭୟଙ୍କର ହେଉଛି ନେପାଳ ବନ୍ୟା ପରିସ୍ଥିତି: ବଢୁଛି ମୃତ୍ୟୁ ସଂଖ୍ୟା

କାଠମାଣ୍ଡୁ,୧୪।୭: ନେପାଳରେ ଲାଗି ରହିଥିବା ବର୍ଷାରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ରୂପ ଧାରଣ କରୁଛି। ବନ୍ୟା ଓ ଭୂସ୍ଖଳନ ଫଳରେ ଏବେସୁଦ୍ଧା ଏଠାରେ ୪୩…

ବାଂଲାଦେଶର ପୂର୍ବତନ ସାମରିକ ଶାସକ ମହମ୍ମଦ୍‌ ଇର୍ଶାଦ୍‌ଙ୍କ ପରଲୋକ

ଢ଼ାକା, ୧୪।୭: ବାଂଲାଦେଶର ପୂର୍ବତନ ସାମରିକ ଶାସକ ହୁସେନ୍‌ ମହମ୍ମଦ୍‌ ଇର୍ଶାଦ୍‌ଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଯାଇଛି। ୧୯୮୨ ଏପ୍ରିଲ୍‌ ୨୪ରେ ତତ୍‌କାଳୀନ ରାଷ୍ଟ୍ରପତି…

ମାଡ଼ି ଆସୁଛି ‘ବାରୀ’ ପ୍ରବଳ ବର୍ଷା ସହ ହେବ ଭୂସ୍ଖଳନ

ଓ୍ବାଶିଂଟନ,୧୪।୭: ଆମେରିକାର ଲୁଇସିଆନା ସହରରେ ଘୂର୍ଣ୍ଣିବାତ୍ୟା ‘ବାରୀ’ର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଦିନେ ଦୁଇ ଦିନ ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବା ଅନୁମାନ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ୭ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

କେନ୍ଦୁଝର,୧୪।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ଦୀନବନ୍ଧୁ…