ଗୋଆ ମନ୍ତ୍ରିମଣ୍ଡଳରୁ ଉପମୁଖ୍ୟମନ୍ତ୍ରୀ ବିଦା: କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ସାମିଲ

ପଣଜୀ,୧୪ା୭(ପି.ଟି.): ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଶନିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। କ୍ୟାବିନେଟରୁ ଉପମୁଖ୍ୟମନ୍ତ୍ରୀ ବିଜୟୀ ସରଦେଶାଇଙ୍କ ସମେତ ୪ ଜଣଙ୍କୁ ବାଦ୍‌ ଦିଆଯାଇ ସେମାନଙ୍କ…

ଡେବିଟ କାର୍ଡ କମିଛି, କ୍ରେଡିଟ କାର୍ଡ ସଂଖ୍ୟା ବଢ଼ିଛି

ନୂଆଦିଲ୍ଲୀ,୧୪-୭: ଡେବିଟ କାର୍ଡ ବ୍ୟବହାର ମାର୍ଚ୍ଚରୁ ମେ’ ମଧ୍ୟରେ ୧୦ ପ୍ରତିଶତ ଅର୍ଥାତ ୧୦ କୋଟି ହ୍ରାସ ପାଇଥିବା ଦେଖାଯାଇଛି। ଏବେ ଏହି କାର୍ଡ ସଂଖ୍ୟା ୯୨.୪…

ବିଜୁଳି ବିଲ୍‌ ବକେୟା ପାଇଁ ବିଏସ୍‌ଏନ୍‌ଏଲ୍‌ର ୧୦୦୦ ମୋବାଇଲ ଟାଓ୍ବାର

ନୂଆଦିଲ୍ଲୀ,୧୪-୭: ବକେୟା ବିଜୁଳି ବିଲ୍‌ ପ୍ରଦାନ କରାଯାଇ ନ ଥିବାରୁ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)ର ୧୦୦୦ ମୋବାଇଲ ଟାଓ୍ବାର ଏବଂ ୫୦୦ରୁ ଊର୍ଦ୍ଧ୍ୱ ଟେଲିଫୋନ୍‌ ଏକ୍ସଚେଞ୍ଜ…

ଯଥାର୍ଥ ଟିକସ ଯୋଜନା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୪-୭: ଦେଶର ଟିକସଦାତାଙ୍କ ଲାଗି ଠିକ୍‌ ଟିକସ ଯୋଜନାର ଆବଶ୍ୟକତା ରହିଛି। ଅର୍ଥକୁ ଠିକ୍‌ ଭାବେ ପରିଚାଳନା, ନୂଆ ନୀତିକୁ ଧ୍ୟାନରେ ରଖି ଆଡଭାନ୍ସ ଟିକସ ପ୍ଲାନି…

ଦେବାଳିଆ ହେଉଛନ୍ତି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ: ଖାଉଛନ୍ତି ଶିଳ୍ପ, ଗଣୁଛନ୍ତି ସରକାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ବ୍ୟବସ୍ଥା ସାଂଘାତିକ ଅବସ୍ଥା ଦେଇ ଗତି କରୁଛି। ବିଦ୍ୟୁତ୍‌ ନିଅଣ୍ଟିଆ ଏବଂ ଋଣ ବୋଝରେ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଉବୁଟୁବୁ ହେଲେଣି…

ସୁପର ୩୦ ଦ୍ୱାରା ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିବଜିନ୍ଦେଗୀ ଫାଉଣ୍ଡେଶନ

ଭୁବନେଶ୍ୱର,୧୪-୭: ଗଣିତଜ୍ଞ ଆନନ୍ଦ କୁମାରଙ୍କ ଚରିତ୍ର ଉପରେ ପର୍ଯ୍ୟବସିତ ‘ସୁପର ୩୦’ ଚଳଚ୍ଚିତ୍ର ରିଲିଜ ହୋଇଥିବା ବେଳେ ଏଥିରେ ପ୍ରମୁଖ ଭୂମିକାରେ ହ୍ରିତିକ ରୋଶନ ଏବଂ ମୃଣାଳ…

ଆସାମ ବନ୍ୟା ସ୍ଥିତି ସଙ୍ଗିନ: ୭ ମୃତ, ୧୫ ଲକ୍ଷ ପ୍ରଭାବିତ

ଗୁଆହାଟୀ,୧୪ା୭: ଆସାମରେ ବନ୍ୟାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟର ୩୩ ଜିଲା ମଧ୍ୟରୁ ୨୫ଟି କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାର…

ନାଲ୍‌କୋକୁ ଗୋଲ୍‌ଡେନ ପିକକ ପୁରସ୍କାର

ଭୁବନେଶ୍ୱର,୧୪-୭(ବ୍ୟୁରୋ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ)କୁ ଗୋଲ୍‌ଡେନ ପିକକ ପରିବେଶ ପରିଚାଳନା ପୁରସ୍କାର ମିଳିଛି। ପରିବେଶ ପରିଚାଳନାରେ ବିଶ୍ୱସ୍ତରୀୟ ମାନ୍ୟତା, ଔଦ୍ୟୋଗିକ ବିକାଶ ସହ ନିରନ୍ତର ପ୍ରଗତିକୁ…

ଏମ୍‌ଏସ୍‌ଏମ୍‌ଇର ସଶକ୍ତୀକରଣ ଜରୁରୀ

ଭୁବନେଶ୍ୱର,୧୪-୭(ବ୍ୟୁରୋ): ଦେଶର ଜିଡିପି ଅଭିବୃଦ୍ଧି କ୍ଷେତ୍ରରେ ଅଣୁକ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଗୁଡିକ ପ୍ରମୁଖ ଅଂଶୀଦାର ହୋଇପାରିବେ। ବର୍ତ୍ତମାନ ସ୍ଥିତିରେ ଏହି ଶିଳ୍ପଗୁଡିକର ଜିଡିପିକୁ ଯୋଗଦାନ ନଗଣ୍ୟ…

ସିଣ୍ଡିକେଟ ବ୍ୟାଙ୍କର ନୂଆ ହାଉସିଂ ଲୋନ୍‌ ସ୍କିମ୍‌

ଭୁବନେଶ୍ୱର,୧୪-୭: ସିଣ୍ଡିକେଟ ବ୍ୟାଙ୍କ ପକ୍ଷରୁ ନୂଆ ହାଉସିଂ ଲୋନ ସ୍କିମ୍‌ ‘ସିଣ୍ଡିନିବାସ ଟେକ୍‌ ଓଭର ଧମାକା’ ଶୁଭାରମ୍ଭ ହୋଇଛି। ଏହା ଗ୍ରାହକଙ୍କୁ ବିଶେଷ ସୁବିଧା ପ୍ରଦାନ କରିବ।…