ଜୁନାଗଡ ବ୍ଲକରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ : ଡାକ୍ତର ଅଭାବ, ଫାର୍ମସିଷ୍ଟ ଦେଖୁଛନ୍ତି ରୋଗୀ

ଜୁନାଗଡ,୧୪।୭(ଡି.ଏନ.ଏ.) - କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଜୁନାଗଡ ବ୍ଲକବାସୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଜୁନାଗଡ ସହରରେ ଏକ ଗୋଷ୍ଠୀ ସ୍ବାସ୍ଥ୍ୟସ୍ବାସ୍ଥ୍ୟ (ସିଏଚ୍‌ସି)ଓ…

୨ ଘଣ୍ଟା ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟି ୧ ନମ୍ବର ୱାର୍ଡ ବେହାଲ

ନୟାଗଡ଼ ଅଫିସ,୧୪।୭-ଶନିବାର ଅପରାହ୍ନରେ ନୟାଗଡରେ ୨ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟିର ୧ ନମ୍ବର ୱାର୍ଡ଼ ବେହାଲ ହୋଇଯାଇଛି। ନୟାଗଡ଼…

ପାହାଡ଼ରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଲଖନପୁର,୧୩।୭(ଡି.ଏନ୍‌.ଏ.) - ଝାରସୁଗୁଡ଼ା ରେଙ୍ଗାଲି ଥାନା କଦମ୍ବଘାଟ ପାହାଡ଼ରୁ ଶନିବାର ପୋଲିସ ସନ୍ଦେହଜନକ ଅବସ୍ଥାରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ର ହେଲେ ବାଉଁସେନ୍‌ପାଲିର…

ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ: ୩୩ରୁ ୨୩ ପଦବୀ ପଡ଼ିଛି ଖାଲି

ନୟାଗଡ଼ ଅଫିସ,୧୪।୭-ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ । ୩୩ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୦ରେ ଅଧିକାରୀ ଓ କର୍ମଚାରୀ ଥିବା ବେଳେ ୨୩…

ଟ୍ରାଫିକ୍‌ ନିୟନ୍ତ୍ରଣ,ବାଟ ପାଉନି ଜିଲା ପ୍ରଶାସନ

ଦେବଗଡ଼,୧୪।୭(ଡି.ଏନ.ଏ.) - ୧୯୯୪ ମସିହାରେ ଦେବଗଡ଼ ଜିଲା ଗଠନ ହୋଇଥିଲା ା ଇତିମଧ୍ୟରେ ୨୫ ବର୍ଷ ବିତିଛି ା ହେଲେ ପ୍ରଶାସନିକ ଅବହେଳା କାରଣରୁ ଏହି ଜିଲାର…

ମନମୁଣ୍ଡାରେ ଟ୍ରାଫିକ ସମସ୍ୟା ଉତ୍କଟ, ବାଇପାସ୍‌ ରାସ୍ତା ଅଧାପନ୍ତରିଆ

ମନମୁଣ୍ଡା, ୧୪।୭ (ଡି.ଏନ.ଏ)- ମନମୁଣ୍ଡା ସହର ଦେଇ ଯାଇଥିବା ଏନଏଚ ୫୭ ଅଣ ଓସାରିଆ ହେତୁ ଟ୍ରାଫିକ ସମସ୍ୟା ଦିନକୁ ଦିନ ଉତ୍କଟ ରୂପ ନେଉଛି ।…

ଫଳକରେ ସୀମିତ ରକ୍ତ ପୃଥକୀକରଣ ୟୁନିଟ୍‌

ବରଗଡ଼ ଅଫିସ୍‌,୧୪।୭ - ରକ୍ତ ବିନା ଜୀବନ ଅସମ୍ଭବ । ରକ୍ତହୀନତା ତଥା ରକ୍ତ ଅଭାବ ଯୋଗୁ ବହ ପ୍ରାଣହାନି ଘଟୁଛି । ରକ୍ତ ଅଭାବ ସମସ୍ୟା…

ସକାଳେ ଏଥିରୁ ଅଧାଗ୍ଲାସେ ରଖେ କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ…

ସକାଳୁ ନିତ୍ୟକର୍ମ ସାରି ଅଙ୍ଗୁର ଜୁସ୍‌ ପିଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। କିଡ୍‌ନୀ ଷ୍ଟୋନରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ଅଙ୍ଗୁର ଜୁସ୍‌…

ଲୋକ ଅଦାଲାତ: ୧୨୫ ମାମଲାର ଫଇସଲା

ବରଗଡ଼ ଅଫିସ୍‌,୧୪।୭ - ବରଗଡ଼ ଜିଲାରେ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅନୁଷ୍ଠିତ ଉକ୍ତ ଲୋକ ଅଦାଲତରେ…

ଚିକିତ୍ସାଳୟରେ ଔଷଧିୟ ବୃକ୍ଷଚାରା ରୋପଣ

ବରଗଡ଼ ଅଫିସ୍‌,୧୪।୭ - ବରଗଡ଼ ସହର ଉପକଣ୍ଠ ନାଗେନପାଲିସ୍ଥିତ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ ପରିସରରେ ଶନିବାର ଔଷଧିୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୫୦ରୁ…