ଦେବୋତ୍ତର ବିଭାଗର ଅବହେଳା ଅଭିଯୋଗ: ବିଳମ୍ବରେ ହେଲା ପହଣ୍ଡି ବିଜେ, ରାତିରେ ଛେରାପହଁରା

ରଣପୁର,୧୩ା୭(ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରରେ ବାହୁଡାଯାତ୍ରା ଅବସରରେ ଶୁକ୍ରବାର ଜନ୍ମବେଦୀରୁ ଶ୍ରୀଜୀଉମାନେ ରତ୍ନବେଦୀ ଅଭିମୁଖେ ବିଜେ କରିବେ। ତେବେ ବର୍ଷା ବାଧକ ସାଜିବାରୁ ନିର୍ଦ୍ଧାରିତ…

ଭାରତୀୟ ନୌସେନା : ୨୯୮୨ ପ୍ରଶିକ୍ଷାର୍ଥୀ ନାବିକଙ୍କ ଦୀକ୍ଷାନ୍ତ ସମାରୋହ

ବାଲୁଗାଁ,୧୩।୭(ଡି.ଏନ.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ଶାଖା ତାଲିମ୍‌ କେନ୍ଦ୍ରରେ ଶୁକ୍ରବାର ୨୯୮୨ ଜଣ ପ୍ରଶିକ୍ଷାର୍ଥୀ ନାବିକଙ୍କ ଦୀକ୍ଷାନ୍ତ ସମାରୋହ (ପାସିଙ୍ଗ୍‌ ଆଉଟ୍‌ ପରେଡ୍‌) ଅନୁଷ୍ଠିତ ହେଇଯାଇଛି…

ଇଂଲିଶରେ ନୟାଗର୍‌ ଲେଖାକୁ ବିରୋଧ: ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ନୟାଗଡ଼ ଅଫିସ,୧୩।୭: ଇଂଲିଶରେ ନୟାଗର୍‌ ନୁହେଁ ନୟାଗଡ଼ ଲେଖିବା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରୋଟାରୀ କ୍ଲବ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ରୋଟାରୀ କ୍ଲବର…

ସୁନାବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୩।୭ - ଶୁକ୍ରବାର ରାତି ସାଢେ ୭ଟାରେ ହରିଶୟନ ଏକାଦେଶୀ ଉପଲକ୍ଷେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥରେ ସୁନା ବେଶରେ ଦର୍ଶନ ଦେଇଥିଲେ। ରଥଗଡାଠାରେ ଦୁଇରଥ…

ବାହୁଡ଼ିଲେ ମହାପ୍ରଭୁ, ଆଜି ଯିବେ ରତ୍ନବେଦି

ଢେଙ୍କାନାଳ ଅଫିସ,୧୩ା୭ - ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ…

ସ୍ତ୍ରୀଙ୍କୁ ନେଇଗଲେ ବାପଘର ଲୋକେ: ସ୍ବାମୀ ଥାନାର ଦ୍ୱାରସ୍ଥ

ଅନୁଗୋଳ ଅଫିସ, ୧୩।୭ - ଅନୁଗୋଳ ଜିଲା କଲିୟରୀ ଥାନା ଅଞ୍ଚଳର ରବି ବିଶ୍ୱାଳଙ୍କ ସ୍ତ୍ରୀଙ୍କୁ ବାପଘର ଲୋକେ ଜବରଦସ୍ତ ନେଇଯାଇଥିବା ରବି ଥାନାରେ ଅଭିଯୋଗ କରିଛନ୍ତି।…

ଆଶ୍ରମ ସ୍କୁଲରୁ ଉଦ୍ଧାର ୬୨ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ମ୍ୟାଲେରିଆ, ଜଣ୍ଡିସ୍‌ରେ ୩ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୧୩ା୭ - ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ଗଡପଳାଶୁଣି ପଞ୍ଚାୟତର ଇରିଙ୍ଗାଝରଣଠାରେ ବେଆଇନ ଭାବେ ଚାଲିଥିବା ଶ୍ରୀଶ୍ରୀ ଲକ୍ଷ୍ମୀ ନାରାୟଣ ଗୁରୁକୁଳ ଆଶ୍ରମ ସ୍କୁଲରୁ…

ବଅଁରପାଳ ପୋଲିସକୁ ଦୁର୍ବୃତ୍ତଙ୍କ ଚ୍ୟାଲେଞ୍ଜ : ଭୁଜାଲିରେ ହାଣି ଲୁଟି ନେଲେ ଟଙ୍କା

ବଅଁରପାଳ,୧୩।୭(ଡି.ଏନ.ଏ.) - ବଅଁରପାଳ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ୩ ଦୁର୍ବୃତ୍ତ। ଶୁକ୍ରବାର ଅପରାହ୍ନରେ ଜନଗହଳିପୂର୍ଣ୍ଣ ବଜାର ମଧ୍ୟରେ ଭୁଜାଲି ଦେଖାଇ ଓ ଜଣେ ବ୍ୟବସାୟୀଙ୍କୁ ଆକ୍ରମଣ…

ଗ୍ରାହକଙ୍କ ପସନ୍ଦ ଚକୁଳି ପିଠା

ବଅଁରପାଳ,୧୩।୭(ଡି.ଏନ.ଏ.)- ସକାଳ ହେଉ କି ସନ୍ଧ୍ୟା, ତାଙ୍କ ହାତ ତିଆରି ଚକୁଳି ପିଠା ଖାଇବାକୁ ଦୋକାନରେ ବଢ଼ୁଛି ଭିଡ଼। ମସଲା ଦୋସା ପାଇଁ ଗ୍ରାହକଙ୍କଠାରୁ ମିଳୁଛି ବହୁ…

ଶୈଳଶ୍ରୀକ୍ଷେତ୍ର ବାହୁଡ଼ିଲେ ମହାବାହୁ: ଆଜି ରଥ ଉପରେ ସୁନାବେଶ

ଅନୁଗୋଳ ଅଫିସ, ୧୩।୭ - ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ୯ ଦିନର ଲୀଳାଖେଳ ଶେଷ କରି ଶୈଳଶ୍ରୀକ୍ଷେତ୍ର ବାହୁଡ଼ି ଆସିଛନ୍ତି ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ…