ବାଟବଣା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ୨ ମାସ ହେଲାଣି ବନ୍ଦ ରହିଛି କାର୍ଯ୍ୟାଳୟ

ନୟାଗଡ଼ ଅଫିସ,୧୨।୭- ନୟାଗଡ଼ ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବାଟବଣା ହୋଇପଡ଼ିଥିବା ଅଭିଯୋଗ ହେଉଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭକରି ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଜୁ…

ବିଦ୍ୟୁତ୍‌ ସେବାରୁ ବଞ୍ଚିତ ୧୯ ପରିବାର: ତାର ଟଣାଯାଇ ଘରେ ମିଟର, ବୋର୍ଡ ବସାଯାଇଛି

ଗଣିଆ,୧୨ା୭(ଡି.ଏନ.ଏ.): ପ୍ରତି ଘରକୁ ବିଜୁଳି ଓ ପାଣି ଯୋଗାଣ ଲକ୍ଷ୍ୟ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଅର୍ଥ ବ୍ୟୟବରାଦ…

ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ନିଃଶୁଳ୍କ ରୋଗ ନିରୂପଣ କେନ୍ଦ୍ରରେ ତାଲା; ଘରୋଇ କେନ୍ଦ୍ର ଉପରେ ନିର୍ଭରକରି ରୋଗୀ ଶୋଷଣର ଶିକାର

ବାଲୁଗାଁ,୧୨ା୭ (ଡି.ଏନ.ଏ.): ସ୍ବାସ୍ଥ୍ୟ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ହେତୁ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ସମ୍ପ୍ରତି ବହୁବିଧ ସମସ୍ୟା ଦେଇ ଗତି କରୁଛି| ଦୀର୍ଘବର୍ଷ ହେଲା ଏଠାରେ…

ଫାର୍ମାସିଷ୍ଟଙ୍କ ଯୋଗଦାନକୁ ବିରୋଧ: ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୨ା୭(ସ୍ବ.ପ୍ର.): ନାଉଗାଁ ବ୍ଲକ ଡେରିକି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ସମସ୍ୟା ଲାଗି ରହିଥିବାବେଳେ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ଫାର୍ମାସିଷ୍ଟଙ୍କୁ ଏଠାରେ ନିଯୁକ୍ତି ଦିଆଯାଇଛି। ବୁଧବାର ସମ୍ପୃକ୍ତ…

ଆନ୍ଧ୍ରର ବିରାଟ ଚକ୍ରାନ୍ତ: ମହେନ୍ଦ୍ରତନୟା ପାଣି ଓଡିଶାରେ କମୁଛି, ଆନ୍ଧ୍ରରେ ବଢୁଛି

ପାରଳାଖେମୁଣ୍ଡି, ୧୨ା୭(ସ୍ବ.ପ୍ର.) - ବିଭିନ୍ନ ସମୟରେ ଓଡିଶାର ବାଲି, ନଦୀ, ଜଙ୍ଗଲ ଓ ଖଣିଜ ସମ୍ପଦ ଉପରେ ଲୋଲୁପ ଦୃଷ୍ଟି ରଖିଆସିଥିବା ଆନ୍ଧ୍ର ସରକାର ଏବେ ପୁଣି…

ଚିକିତ୍ସା ଲାଗି କଟକ ଶିଶୁ ଭବନ ଗଲେ ଚିନ୍ମୟୀ

କେସିଙ୍ଗା,୧୨।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଚିକିତ୍ସା ଅଧ୍‌କାରୀକଁର ନିରଦେଶରେ ଚିନ୍ମୟୀକୁଁ ଉଚ ଚିକିସତ୍ା ଲାଗି କଟକ ଶିଶୁ ଭବନକେ ଗୁରୁବାର ପଠାଯାଇଛେ। କେସିଙ୍ଗା ସହର ଓ୍ବାର୍ଡ ନଂ.୩ରେ ରହୁଥିବାର…

ସାତ୍‌ସପନ ହେଇଛେ ଆବାସ ଯୋଜନା: ସହଦେବକେ ସାହା ପରହର ପରଛି

ବିଜେପୁର, ୧୨।୭ (ଡି.ଏନ.ଏ): ଖରା, ବରଷା, ଶୀତନୁ ରକ୍ଷା ପାଏବାର ଲାଗି ଗରିବ ଦୁଖିକୁ କେନ୍ଦ୍ର ପ୍ରଧାନମନ୍ତ୍ରୀ ଆବାସ ଆର ରାଏଜ ସରକାର ମୋ କୁଡିଆ ଯୋଜନାଥି…

ବାସନ୍ତୀର ଚିକିତ୍ସା ଲାଗି ହାତ୍‌ ବଢ଼ାଲା ଯୁବକ ସଂଘଚାଁଦା କରି ଡାକ୍‌ତରଖାନା ପଠାଲେ

ମୁରିବାହାଲ, ୧୨।୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ପତ୍ରାପାଲି(କ) ପଁଚେତ୍‌ର ଜାମୁଟ ଗଁାର ପ୍ରଦୀପ ଲୁହାକଁର ଝି’ ବାସନ୍ତୀ ଲୁହା(୨୨)। ସେ ଅନେକ ବଛର ହେଲା…

ଦିବ୍ୟାଙ୍ଗ ପୁଷ୍ପାଞ୍ଜଳିକେ ଘାରୁଛେ ପାଠ୍‌ପଢ଼ା ଚିନ୍‌ତା:ସ୍କୁଲ ଯିବାରେ ଭଂଗା ଟ୍ରାଇସାଇକେଲ ବାଧକ୍‌

ଲୋଇସିଂହା,୧୨।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସଦରର ପୁଷ୍ପାଞ୍ଜଳି ବେହେରା(୧୬)। ସେ ଜନ୍‌ମୁ ଦିବ୍ୟାଙ୍ଗ, ଚାଲବୁଲ କରି ନାଇଁପାରବାର। ଏହେଦେ ସେ ଥାନୀୟ ବାଳିକା ହାଇସ୍କୁଲରେ ନବମ ଶ୍ରେଣୀରେ…

ଇରିଙ୍ଗାଝରଣରେ ବେଲଟିକିରିର ପୁନରାବୃତ୍ତି: ମିଥ୍ୟା ତଥ୍ୟ ଦେଇଥିଲା ଶିଶୁ ସୁରକ୍ଷା ବିଭାଗ

ଢେଙ୍କାନାଳ ଅଫିସ, ୧୨ା୭- ବେଲଟିକିରି ସେଲ୍‌ଟର ହୋମ୍‌ ଅନ୍ତେବାସୀ ନିର୍ଯାତନା ଘଟଣାରୁ କିଛି ଶିଖିଲାନି ଢେଙ୍କାନାଳ ଜିଲା ଶିଶୁ ସୁରକ୍ଷା ବିଭାଗ। ଶିଶୁ ନିର୍ଯାତନା ଭଳି ସମ୍ବେଦନଶୀଳ…