ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ସମ୍ପର୍କୀୟ ଗିରଫ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ, ୧୨ା୭(ଡି.ଏନ.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ସ୍ବାମୀ ଏବଂ ତାଙ୍କର ଜଣେ ସମ୍ପର୍କୀୟ…

ଦୃଷ୍ଟି ଆଢ଼ୁଆଳରେ ଝିକରା ଜଳପ୍ରପାତ

କେନ୍ଦୁଝର, ୧୨ା୭(ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ବହୁ ପ୍ରାକୃତିକ ଝରଣା ଏବଂ ଜଳପ୍ରପାତ ରହିଛି ା ରକ୍ଷଣାବେକ୍ଷଣ ଅଭାବରୁ ସେସବୁ ଲୋପ ପାଇବାକୁ ବସିଛି ା ଏଭଳି…

ସରକାରୀ ସହାୟତା ସ୍ବପ୍ନ

ବନ୍ତ, ୧୨।୭(ଡି.ଏନ.ଏ.) - କେନ୍ଦ୍ର ଓ ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେମାନଙ୍କୁ ରହିବା…

ସହାୟତା ଅପେକ୍ଷାରେ ବିତୁଛି ଦିନ

ବାହାନଗା, ୧୨ା୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ ରୂପଖଣ୍ଡ ଗ୍ରାମରେ ପକ୍ଷାଘାତ େଋାଗୀ ଶୁକମଣି ମହାଳିକଙ୍କ ପରିବାର ଅସହାୟ ସ୍ଥିତିିରେ ଦିନ ବିତାଉଛନ୍ତି। ଶୁକମଣିଙ୍କ ସ୍ବାମୀ ତ୍ରିଲୋଚନ…

ଏଫଏମ୍‌ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ: ‘ଚାକିରି ପଛରେ ନ ଗୋଡ଼ାଇ ନିଯୁକ୍ତି ସୁଯୋଗ ସୃଷ୍ଟି କର’

ବାଲେଶ୍ୱର ଅଫିସ, ୧୨।୭-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ ୟୁନିଭରସିଟି)ର ଏକବିଂଶତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ଡ. ମଧୁମିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା

ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ କରିଛନ୍ତି…

ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ:୨୦୦ ମିଟରରେ ଦୂତୀ ୫ମ

ଭୁବନେଶ୍ୱର, ୧୨।୭(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୨୦୦ ମିଟର ଇଭେଣ୍ଟରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୫ମ ସ୍ଥାନରେ ରହିଛନ୍ତି।…

ରାଜ୍ୟଗୋଷ୍ଠୀ ଟିଟି: ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ

କଟକ ଅଫିସ,୧୨ା୭-ଆସନ୍ତା ୧୭ରୁ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ହେବାକୁ ଥିବା ଟେବୁଲ ଟେନିସ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୨୧ତମ ସଂସ୍କରଣ ପାଇଁ ଅନଲାଇନ ଟିକେଟ ବିକ୍ରି ଗୁରୁବାର…

ୟୁଏସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ: ଲକ୍ଷ୍ୟ, ପ୍ରଣୟ, ସୌରଭ ୨ୟ ରାଉଣ୍ଡରେ

ଫୁଲରଟନ (ୟୁଏସ୍‌ଏ), ୧୨।୭ (ପି.ଟି.)- ଉଦୀୟମାନ ଭାରତୀୟ ଶଟ୍‌ଲର ଲକ୍ଷ୍ୟ ସେନ୍‌ ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ଏକ ମ୍ୟାଚ୍‌ରେ ସିନିୟର ଖେଳାଳି ପାରୂପଲ୍ଲୀ…

ୟୁଥ୍‌ ଓ୍ବାଲର୍‌ଡ ରେକର୍ଡ ଭାଙ୍ଗିଲେ ଲାଲ୍‌ରିନୁଙ୍ଗା

ଆପିଆ, (ସାମୋଆ), ୧୨ା୭ (ପି.ଟି.)- ଚଳିତ ରାଜ୍ୟଗୋଷ୍ଠୀ ଚମ୍ପିୟନଶିପ୍‌ର ତୃତୀୟ ଦିବସରେ ୟୁଥ୍‌ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜେତା ଜେରେମି ଲାଲ୍‌ରିଙ୍ଗୁଆନା ଚମକପ୍ରଦ ପ୍ରଦର୍ଶନ କରିଛନ୍ତି। ସେ…