ସେରେନା-ହାଲେପ୍‌ ଫାଇନାଲ

ଲଣ୍ଡନ, ୧୨ା୭ (ଏଏଫ୍‌ପି)-ଚଳିତବର୍ଷର ଓ୍ବିମ୍ବେଲଡନ ଓପନ୍‌ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଆମେରିକାର ସେରେନା ଓ୍ବିଲିୟମ୍ସ ଏବଂ ରୋମାନିଆର ସିମୋନା ହାଲେପ୍‌ଙ୍କ ମଧ୍ୟରେ ଖେଳାଯିବ। ୨୪ତମ ଗ୍ରାଣ୍ଡସ୍ଲାମ…

‘ଧୋନୀଙ୍କ ପାଖରେ ଏବେ ବହୁତ କ୍ରିକେଟ ବାକି ଅଛି’

ନୂଆଦିଲ୍ଲୀ,୧୨।୭(ପି.ଟି.)- ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ବିଶ୍ୱକପ୍‌ରୁ ବାଦ୍‌ ପଡିଥିଲେ ମଧ୍ୟ ଭାରତୀୟ ଦଳକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ଫାଇନାଲ

ବର୍ମିଂହାମ୍‌,୧୨।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଦ୍ୱିତୀୟ ଦଳ ଭାବେ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଆୟୋଜକ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ କପେ…

ସକାଳୁ ଖାଲି ପେଟରେ କପେ ରସୁଣ ଚା’ ପିିଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହାର୍ଟ ଆଟାକରେ ଏହା ମହୌଷଧୀ…

ସିଜେଏମ୍‌ଙ୍କ ପୁରୁଷୋତ୍ତମପୁରକୋର୍ଟ ପରିଦର୍ଶନ

ପୁରୁଷୋତ୍ତମପୁର ୧୧ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତକୁ ଜିଲା ମୁଖ୍ୟ ବିଚାରପତି (ସିଜେଏମ୍‌) ପ୍ରଜ୍ଞା ପରମିତା ରାଉଳ ପରିଦର୍ଶନରେ ଆସିଥିଲେ। ବିଚାରପତି ଅନ୍ନପୂର୍ଣ୍ଣା ଷଡଙ୍ଗୀ…

ରେକର୍ଡ କଲେ ଶିଳ୍ପୀ ସତ୍ୟ: ୧୨ ଘଣ୍ଟାରେ ନିର୍ମାଣ କଲେ ୧.୫ ଇଞ୍ଚ ଉଚ୍ଚତା ରଥ

ବ୍ରହ୍ମପୁର ଅଫିସ,୧୧ା୭-ନିଜ ରେକର୍ଡକୁ ପୁଣି ଭାଙ୍ଗିଲେ ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା। ସତ୍ୟ ଶ୍ରୀଗୁଣ୍ଡିଚା ଅବସରରେ ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ ଓସାରର ବିଶ୍ୱର ସବୁଠାରୁ…

ଗଞ୍ଜେଇ ବ୍ୟବସାୟକୁ ନେଇ ୨ଭାଇଙ୍କୁ ଅପହରଣ ଉଦ୍ୟମ: ଜେଲ କର୍ମଚାରୀଙ୍କ ସମେତ ୭ ଗିରଫ

ଦାରିଙ୍ଗବାଡ଼ି,୧୧।୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ୨ ଅପହୃତ ଯୁବକଙ୍କୁ ଉଦ୍ଧାର କରିବା ସହ ୭ ଅପହରଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ…

କର୍ନାଟକ ନାଟକରେ ନୂଆମୋଡ଼: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବାଚସ୍ପତିଙ୍କୁ ଭେଟିଲେ ବିଦ୍ରୋହୀ ବିଧାୟକ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୧ା୭(ପି.ଟି):  କର୍ନାଟକରେ ଚାଲିଥିବା ରାଜନୈତିକ ନାଟକରେ ନୂଆମୋଡ଼ ଆସିଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ୧୦ ବିଦ୍ରୋହୀ ବିଧାୟକ ବାଚସ୍ପତି କେ.ଆର୍‌. ରମେଶଙ୍କୁ ବିଧାନସଭାସ୍ଥିତ…

ରେଳ ବଜେଟ ଉପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା: ଯେତିକି ନଉଛ, ସେତିକି ଦିଅ: ଶ୍ରୀକାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ପାଇଁ ରେଳ ବଜେଟରେ ଚଳିତବର୍ଷ ମାତ୍ର ୫, ୦୦ କୋଟି ବ୍ୟୟ ଅଟକଳ ରଖାଯାଇଛି। ପ୍ରକୃତରେ ଦେଖିବାକୁ ଗଲେ ଓଡ଼ିଶାକୁ ମାତ୍ର ୩୧ ହଜାର…