ଶୁକ୍ରବାରରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ: ୨ ଦିନ ଛୁଟି ପରେ ୧୫ରେ ଚାଲିବ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଗୋଟିଏ ଦିନ ପରେ ୧୩ ଓ ୧୪ ତାରିଖ ମାସର ଦ୍ୱିତୀୟ ଶନିବାର ଏବଂ…

ଶିକ୍ଷକଙ୍କ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖଇରା,୧୧।୭(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲରେ ବିଜ୍ଞାନ ଶିକ୍ଷକ ହେମନ୍ତ ଦାସଙ୍କୁ ବଦଳି କରାଯିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା…

ପଞ୍ଚାୟତ ସମିତି ବୈଠକ ବାତିଲ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଧାରଣା

ଗୋପ,୧୧।୭(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପରିଡ଼ା ବାରମ୍ବାର ପଞ୍ଚାୟତ ସମିତି ବୈଠକ ବାତିଲକୁ ବିରୋଧ କରିଛନ୍ତି। ଏହାର ପ୍ରତିବାଦରେ ସେ ଗୁରୁବାର…

ବେଦିରେ ବସିବା ପୂର୍ବରୁ ବନ୍ଧାହେଲା କୋକେଇ

କେନ୍ଦୁଝର,୧୧।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା କେନ୍ଦୁଆ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଧ୍ୟାରେ ବରବେଶ ହେବାକୁ ଥିବା ଜଣେ ଯୁବକ ବିଦ୍ୟୁତ…

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା: ନିର୍ମାଣ ହେବ ଲକ୍ଷେ ୨୫ ହଜାର କିମି ରାସ୍ତା; ଖର୍ଚ୍ଚ ହେବ ୮୦ ହଜାର କୋଟି

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ତୃତୀୟ ପର୍ଯ୍ୟାୟରେ ଦେଶର ଗ୍ରାମୀଣ ଅଞ୍ଚଳରେ ଲକ୍ଷେ ୨୫ ହଜାର କିମି ରାସ୍ତା ନିର୍ମାଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ୟୁନିଫର୍ମ ପିନ୍ଧି ଧାନ ରୋଇବା ଶିଖିଲେ ବିଦ୍ୟାର୍ଥୀ

ଗୁଆହାଟି,୧୧।୭: ୟୁନିଫର୍ମ ପିନ୍ଧି କେତେଜଣ ବିଦ୍ୟାର୍ଥୀ ଧାନ ରୋଇବାର ଏକ ଫଟୋ ଏବେ ସାରା ଦେଶରେ କୌତୁହଳ ସୃଷ୍ଟି କରିଛି। ଏହା ଆସାମ ତୁଦଳଗୁଡି ଜିଲାର ଏକ…

ଦଳିତ ଯୁବକଙ୍କୁ ବିବାହ କରିଥିବାରୁ ଜୀବନ ପ୍ରତି ବିପଦ ଥିବା ଦର୍ଶାଇଲେ ବିଧାୟକଙ୍କ ଝିଅ

ଲକ୍ଷ୍ନୌ,୧୧।୭: ଉତ୍ତର ପ୍ରଦେଶ ବରେଲିର ଜଣେ ବିଧାୟକଙ୍କ ଝିଅ ଦଳିତ ଯୁବକଙ୍କୁ ବିବାହ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ…

ସାରାଙ୍କୁ ଆଣିବାକୁ ଏୟାରପୋର୍ଟ ପହଞ୍ଚିଲେ ଆର୍ୟନ

ମୁମ୍ବାଇ: ନିକଟରେ ସୈଫଙ୍କ ଲଳନା ତଥା ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାଁ ଇମତିଆଜ୍‌ ଅଲ୍ଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଲଭ୍‌ ଆଜ କଲ୍‌-୨’ର ଶୁଟିଂ ସାରିବା ପରେ…

ଭାରତ ନିର୍ମାଣ କରିବ ହଜାରେ ବରାକ୍‌-୮ କ୍ଷେପଣାସ୍ତ୍ର କିଟ୍‌ : ବାୟୁସେନାର ଶକ୍ତି ହେବ ବୃଦ୍ଧି

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମେକ୍‌ ଇନ୍‌ ଇଣ୍ଡିଆ ଯୋଜନା ଅନ୍ତର୍ଗତ ଭାରତ ହଜାରେ ବରାକ୍‌-୮ କ୍ଷେପଣାସ୍ତ୍ର ନିର୍ମାଣ କରିବ। ଏନେଇ ଭାରତର ହାଇଦ୍ରାବାଦ୍‌ସ୍ଥିତ କଲ୍ୟାଣୀ…

୩୧ ବର୍ଷ ପରେ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୁଇଁବ ୨୧୦ କୋଟି

ନୂଆଦିଲ୍ଲୀ/ଜେନେଭା,୧୧।୭: ଆସନ୍ତା ୩୧ ବର୍ଷ ପରେ ୨୦୫୦ ବେଳକୁ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୋଟ ପିଲାଙ୍କ ତୁଳନାରେ ଦୁଇଗୁଣା ହେବ। ମୋଟ ଜନସଂଖ୍ୟା ୯୭୦ କୋଟିରେ ପହଞ୍ଚିବ।…