ବଦଳିଲେ ଟାଉନ ଥାନାଧିକାରୀ

ବାରିପଦା ଅଫିସ,୧୧।୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନାଧିକାରୀ ଅଶୋକ କୁମାର ନାୟକଙ୍କର ଅନୁଗୋଳ ଜିଲାକୁ ବଦଳି ହୋଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପତ୍ରସଂଖ୍ୟା ୬୫୮(୧୦/୭/୨୦୧୯)ରେ ଏହି…

କୃତ୍ରିମ ହାର୍ଟ ଲଗାଇବାର ବର୍ଷକ ପରେ କାମ କଲା ପ୍ରାକୃତିକ ହାର୍ଟ

ନୂଆଦିଲ୍ଲୀ,୧୧।୭: କୃତ୍ରିମ ହାର୍ଟ ଲାଗିବାର ବର୍ଷକ ପରେ ପୁଣିଥରେ ରୋଗୀଣା ହାର୍ଟ କାମ କରିବା ଘଟଣା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଘଟଣା ଘଟିଛି ରାଜଧାନୀ…

ବେଆଇନ ଟ୍ରକ ପାର୍କିଂବେଳେ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବଡ଼ବିଲ,୧୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟସ୍ଥିତ ଏୟାରଷ୍ଟ୍ରିପ ନିକଟରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁକାମତି ସାହୁ(୭୦)। ବେଆଇନ…

ଫାର୍ମାସିଷ୍ଟ ନିଯୁକ୍ତିକୁ ବିରୋଧ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୧।୭(ସ୍ବ.ପ୍ର.) : ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତର ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନ ଥିବାରୁ ସ୍ବାସ୍ଥ୍ୟସେବାରେ ସମସ୍ୟା…

ମହିଳା ତହସିଲଦାରଙ୍କ ଘରେ ଚଢ଼ାଉ

ହାଇଦ୍ରାବାଦ,୧୧।୭: ତେଲେଙ୍ଗାନା ରେଡ୍ଡି ଜିଲାର ଜଣେ ମହିଳା ତହସିଲଦାରଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଆଣ୍ଟି କରପଶନ୍‌ ବ୍ୟୁରୋ(ଏସିବି) ପକ୍ଷରୁ ଚଢ଼ାଉ କରାଯାଇଛି। ମହିଳା ତହସିଲଦାର ଲାବନ୍ୟାଙ୍କ…

୪୨ ଗୋତି ଶ୍ରମିକ ମୁକ୍ତ

ଚେନ୍ନାଇ,୧୧।୭: ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି ଯେ, ଦେଶରେ ଗୋତି ଶ୍ରମିକ ନାହାନ୍ତି। ତଥାପି ଏବେ ମଧ୍ୟ ଦେଶର କେତେକ ଅଞ୍ଚଳରେ ଗୋତି ଶ୍ରମିକ ରହିଛନ୍ତି। ସମ୍ପ୍ରତି…

ଲକ୍ଷାଧିକ ଟଙ୍କାର ଚୋରା ଶାଳ ଚୌକାଠ ସହ ପିକ୍‌ଅପ ଜବତ

ପାଟଣା,୧୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସଦର ବ୍ଲକ ଡୁମୁରିଆରୁ ବୁଧବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଭ୍ୟାନ ଯୋଗେ ୧୩୧ ଖଣ୍ଡ ଚୋରା…

ଦନ୍ତା ଆକ୍ରମଣରେ ଶିଶୁର ପ୍ରାଣଗଲା, ଦୁଇ ଗୁରୁତର

ଝୁମ୍ପୁରା,୧୧।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଫରେଷ୍ଟ ଅନ୍ତର୍ଗତ ମଲଦା ଗ୍ରାମ ମୁଣ୍ଡା ସାହିରେ ଗୁରୁବାର ଭୋର୍‌ରୁ ଗୋଠଛଡ଼ା ଦନ୍ତା ଆକ୍ରମଣରେ ସିନି ମୁଣ୍ଡା ନାମକ ଜଣେ ୭…

ଅଯୋଧ୍ୟା ମାମଲା: ଜୁଲାଇ ୧୮ରେ ଦାଖଲ ହେବ ମଧ୍ୟସ୍ଥତା ରିପୋର୍ଟ; ୨୫ରୁ ଶୁଣାଣି

ନୂଆଦିଲ୍ଲୀ,୧୧।୭: ଅଯୋଧ୍ୟା ମାମଲାରେ ଜୁଲାଇ ୧୮ରେ ମଧ୍ୟସ୍ଥତା ରିପୋର୍ଟ ଦାଖଲ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଜୁଲାଇ ୨୫ଠାରୁ ଏହି ମାମଲା ଉପରେ ଶୁଣାଣି ହେବ…

ବିଶ୍ୱ ଜନସଂଖ୍ୟା ଦିବସ: ୮ ବର୍ଷ ପରେ ଭାରତରେ ଦେଖାଯିବ ଜଳ ସଙ୍କଟ

ନୂଆଦିଲ୍ଲୀ,୧୧।୭: ସାରା ବିଶ୍ୱ ଜୁଲାଇ ୧୧କୁ ବିଶ୍ୱ ଜନସଂଖ୍ୟା ଦିବସ ଭାବେ ପାଳନ କରୁଛି। ପ୍ରଥମେ ଏହା ୧୯୮୯ରେ ଜାତିସଂଘ ବିକାଶ କାର୍ଯ୍ୟକ୍ରମର ଗର୍ଭନିଂ କାଉନସିଲ୍‌ ଦ୍ୱାରା…