ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଦିନକୁଦିନ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଅପରାଧୀମାନଙ୍କ ଲୁଟପାଟ ବଢିବାରେ ଲାଗିଛି। ପାସ୍ପୋର୍ଟ ଅଫିସ ନିକଟରେ ବୁଧବାର ଅପରାହ୍ନରେ ଜଣେ ଇଞ୍ଜିନିୟରଙ୍କ କାରରୁ ଲକ୍ଷାଧିକ ଟଙ୍କାର…
ପୁରୀ ଅଫିସ,୧୧।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ…
୧୮୦ କୋଟି ଟଙ୍କା ବ୍ୟୟରେ ସ୍ମାର୍ଟସିଟିର ସ୍ମାର୍ଟ ବସ୍ ଟର୍ମିନାଲ ରୂପ ନେଇଥାନ୍ତା ବରମୁଣ୍ଡା ବସ୍ଷ୍ଟାଣ୍ଡ। ବିଶ୍ୱସ୍ତରୀୟ ବସ୍ଷ୍ଟାଣ୍ଡ ଭାବେ ଏହାକୁ ଗଢି ତୋଳାଯାଇଥାନ୍ତା। ୨୦୧୯ ଏପ୍ରିଲ୍…
ପୁରୀ ଅଫିସ,୧୧।୭: ଭୋଳାନାଥ ବିଦ୍ୟାପୀଠ ପରିସରରେ ଚାଲିଛି ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା। ଏଠାରେ ଘରକରଣା, ଖାଦ୍ୟ ସାମଗ୍ରୀ, ବନ୍ୟଜାତ ଦ୍ରବ୍ୟ, ପ୍ରସାଧାନ ସାମଗ୍ରୀ ଆଦି ବିଭିନ୍ନ…
ପୁରୀ ଅଫିସ,୧୧।୭: ଆଷାଢ ଶୁକ୍ଳ ଦ୍ୱିତୀୟାଠାରୁ ଆରମ୍ଭ ହୋଇଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ଅଷ୍ଟମ ଦିବସରେ ନବମୀ ତିଥିରେ ଆଡ଼ପମଣ୍ଡପରେ ମହାପ୍ରଭୁଙ୍କର ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହୋଇଥାଏ। ଯିବା…
କଟକ ଅଫିସ,୧୧।୭: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍ଆର୍ଟିସି)ର କାର୍ଯ୍ୟରତ କର୍ମଚାରୀମାନେ ଗତ ଏପ୍ରିଲରୁ ଦରମା ପାଇନାହାନ୍ତି। ଏହା ବିରୋଧରେ ମଙ୍ଗଳବାରଠାରୁ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ…
ପୁରୀ ଅଫିସ,୧୧।୭: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖକୁ ଶରଧାବାଲି କୁହାଯାଏ। ଶରଧାବାଲିର ଧୂଳିକୁ ବ୍ରଜଧୂଳି ସହିତ ତୁଳନା କରାଯାଇଛି। ବାହୁଡ଼ା ଦିନ ତିନିଠାକୁର ଧାଡ଼ିପହଣ୍ଡିରେ ଶରଧାବାଲି ଦେଇ ରଥ…
କୋଲକତା,୧୧।୭: ପଶ୍ଚିମବଙ୍ଗ ବୀରଭୂମ ଅଞ୍ଚଳରୁ ଅପରାଧୀକ ଯାଞ୍ଚ୍ ବିଭାଗ(ସିଆଇଡି) ହଜାରେ ଡିଟୋନେଟର ଜବତ କରିଛି। ଏଗୁଡ଼ିକ ୮ଟି ବ୍ୟାଗ୍ରେ ପ୍ୟାକ୍ ହୋଇ ରହିଥିଲା। ସ୍ଥାନୀୟ ରାମପୁରହାଟସ୍ଥିତ ଏକ…
ସମ୍ବଲପୁର,୧୧।୭ (ବ୍ୟୁରୋ): ଏଣିକି ଡାକ୍ତରୀ ଛାତ୍ରଙ୍କ ପାଇଁ ଆର୍ଥତ୍କ ବଣ୍ଡ୍ ବ୍ୟବସ୍ଥା ଲାଗୁ ହେବ। ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ସହ ଚୁକ୍ତି କରାଯିବ। ଓଡ଼ିଶାର ବିଭିନ୍ନ…
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକବର୍ଷ ପାଇଁ କେନ୍ଦ୍ରୀୟ ରେଳ ବଜେଟରେ ରାଜ୍ୟକୁ ପୂର୍ବାପେକ୍ଷା ଅଧିକ ଅର୍ଥ ମିଳିବାକୁ ଯାଉଛି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆସିବା…