ଗୋଟିଏ ରାତିରେ ୨ ଘରୁ ଚୋରି; ଦୁର୍ବୃତ୍ତ ଲୁଟି ନେଲେ ସୁନା, ଟଙ୍କା

ପାତ୍ରପଡା, ୧୧।୭ (ଡି.ଏନ.ଏ.)  ତମାଣ୍ଡୋ ଥାନା ବିଜିପୁର ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ୨ ଘର ଗ୍ରୀଲ ତାଡି ସୁନା ଅଳଙ୍କାର ସହ ୩୫ ହଜାର…

ଅବସର ନେଇ ଧୋନୀ କିଛି କହିନାହାନ୍ତି: କୋହଲି

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀ ଅବସର ତଥା ତାଙ୍କ ଭବିଷ୍ୟତ ଯୋଜନା ନେଇ କିଛି ସୂଚନା ଦେଇ ନାହାନ୍ତି ବୋଲି ଅଧିନାୟକ ବିରାଟ କୋହଲି କହିଛନ୍ତି।…

ପ୍ରଜାପତି, ୪ ଆଇଏଏସ୍‌ ଅଧିକାରୀଙ୍କ ନାଁରେ ସିବିଆଇ ମାମଲା ରୁଜୁ

ନୂଆଦିଲ୍ଲୀ,୧୧ା୭(ପି.ଟି.): ଉତ୍ତରପ୍ରଦେଶ (ୟୁପି) ଖଣି ଦୁର୍ନୀତି ଘଟଣାରେ ସିବିଆଇ ପୂର୍ବତନ ମନ୍ତ୍ରୀ ଗାୟତ୍ରୀ ପ୍ରଜାପତି ଏବଂ ୪ ଜଣ ଆଇଏଏସ୍‌ ଅଫିସରଙ୍କ ବିରୋଧରେ ମାମଲା ରୁଜୁ କରିଛି।…

କମିଶନରେଟ ପୋଲିସର ସ୍ବତନ୍ତ୍ର ଚଢ଼ାଉ; ୮ ଥାନା ଅଞ୍ଚଳର ୧୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/କଟକରୋଡ/ବାରଙ୍ଗ(ଡି.ଏନ୍‌.ଏ.),୧୧।୭:  ରାଜଧାନୀରେ ଚୋରା ନିଶା କାରବାର ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଲୁଟପାଟ, ଛିନ୍‌ତାଇ ଘଟଣା ବଢି ଚାଲିବା ପୋଲିସ ପାଇଁ ଚିନ୍ତାର କାରଣ ପାଲଟିଛି। ବ୍ରାଉନସୁଗାର…

ବିଧାନସଭା ବାହାରେ ଭାଜପାର ବିକ୍ଷୋଭ:‘କୁମାରସ୍ବାମୀ ଗାଦି ଛାଡ଼’

ବେଙ୍ଗାଲୁରୁ,୧୧ା୭(ପି.ଟି.): କର୍ନାଟକର ଭାଜପା ସଭାପତି ବି.ଏସ୍‌. ୟେଦୁରପ୍ପାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ରାଜଭବନରେ ରାଜ୍ୟପାଳ ଭଜୁଭାଇ ଭାଲାଙ୍କୁ ସାକ୍ଷାତ୍‌ କରିଛି। ରାଜ୍ୟପାଳଙ୍କ ପରେ ଭାଜପା…

ପାର୍ଲାମେଣ୍ଟ ସରଗରମ: ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୧୧ା୭(ପି.ଟି.): କର୍ନାଟକର ରାଜନୈତିକ ଘଟଣାକ୍ରମକୁ ନେଇ କ୍ରମାଗତ ତୃତୀୟ ଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହ ସରଗରମ ହୋଇଛି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ…

ବିବାଦରେ ଧୋନୀଙ୍କ ରନ୍‌ଆଉଟ୍‌

ନୂଆଦିଲ୍ଲୀ, ୧୧।୭- ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ହାରି ପ୍ରତିଯୋଗିତାରୁ ବିଦାୟ ନେଇସାରିଛି। କିନ୍ତୁ ମ୍ୟାଚ୍‌…

୧୦୦ କୋଟିରୁ ଉର୍ଦ୍ଧ୍ୱ ଉଠାଣ କରିଛନ୍ତି ୪୪୮ ସଂସ୍ଥା

ନୂଆଦିଲ୍ଲୀ,୧୧-୭: ଗତ ଗୋଟିଏ ବର୍ଷ ମଧ୍ୟରେ ଦେଶର ୪୪୮ ସଂସ୍ଥା ପ୍ରତ୍ୟେକ ୧୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ କରିଛନ୍ତି। ଏହି ସଂସ୍ଥାଗୁଡିକ ମିଳିତ ଭାବେ ୫.୫୬…

ଆର୍ବିଟ୍ରେଶନ୍‌ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୧୧ା୭(ପି.ଟି.): ଆନୁଷ୍ଠାନିକ ଘରୋଇ ତଥା ଅନ୍ତର୍ଜାତୀୟ ମଧ୍ୟସ୍ଥତା ପାଇଁ ଏକ ସ୍ବାଧୀନ ତଥା ସ୍ବୟଂଚାଳିତ ସଂସ୍ଥା ଗଠନ ଲାଗି ଅଣାଯାଇଥିବା ବିଲ୍‌ ଲୋକ ସଭାରେ ବୁଧବାର ଗୃହୀତ…

ପାସେଞ୍ଜର ଯାନ ବିକ୍ରି ୧୮% କମିଲା

ନୂଆଦିଲ୍ଲୀ,୧୧-୭: ଚଳିତ ବର୍ଷ ଜୁନମାସରେ ପାସେଞ୍ଜର ଯାନ ବିକ୍ରି ୧୭.୫୪% ହ୍ରାସ ଘଟି ୨.୨୫ ଲକ୍ଷ ୟୁନିଟ ରହିଛି। ଏହା ଗତ ବର୍ଷ ସମାନ ସମୟରେ ୨.୭୩…