ହୋଟେଲରେ ହାଇଡ୍ରାମା: ୧୪୪ ଧାରା

ବେଙ୍ଗାଲୁରୁ/ମୁମ୍ବାଇ,୧୧ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନେ ରହିଥିବା ମୁମ୍ବାଇର ଏକ ବିଳାସପୂର୍ଣ୍ଣ ହୋଟେଲ ବାହାରେ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି। ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ବିଧାୟକଙ୍କ ସହ ସାକ୍ଷାତ୍‌…

ଜନଧନ ଜମା ୧ ଲକ୍ଷ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧୧-୭: ଜନଧନ ଯୋଜନାରେ ଖୋଲାଯାଇଥିବା ଆକାଉଣ୍ଟଗୁଡିକରେ ଜମା ପରିମାଣ ୧ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି ଯୋଜନା ୫ ବର୍ଷ ତଳେ ଆରମ୍ଭ କରାଯାଇଥିଲା। ଅର୍ଥମନ୍ତ୍ରଣାଳୟ…

ପୋଲିସ, ଜନସାଧାରଣ ମଧ୍ୟରେ ବଢୁଛି ଦୂରତା: ଗାଁ ଗାଁରେ ହେଉଛି କଙ୍ଗାରୁ କୋର୍ଟ

ନୂଆଗାଁ,୧୧ା୭ (ଡି.ଏନ.ଏ.): ନୟାଗଡ଼ ଜିଲାର ବିଭିନ୍ନ ଗ୍ରାମରେ କଙ୍ଗାରୁ କୋର୍ଟ ଭଳି ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏହା ଦ୍ୱାରା ସାଧାରଣ ନିରୀହ ଲୋକେ ହଇରାଣ…

ସେପ୍ଟେମ୍ବରରୁ ମିଳିବ ସବୁ ଭାରତୀୟଙ୍କ ସ୍ବିସବ୍ୟାଙ୍କ ତଥ୍ୟ

ନୂଆଦିଲ୍ଲୀ,୧୧-୭: କଳାଟଙ୍କା ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଭାରତ ବିଭିନ୍ନ ପଦକ୍ଷେପ ନେଉଛି। ଏହି ଧାରାରେ ସ୍ବିସ ବ୍ୟାଙ୍କରେ ଜମା କରିଥିବା ସବୁ ଭାରତୀୟଙ୍କ ପ୍ରଥମ…

ଶ୍ରୀଜୀଉଙ୍କ ଆଳତି ଦର୍ଶନ ପାଇଁ ଭିଡ଼

ଖଣ୍ଡପଡ଼ା,୧୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରସ୍ଥିତ ଗୁଣ୍ଡିଚା ମନ୍ଦିରରେ ଏକକ ଜଗନ୍ନାଥ(ପତିତପାବନ) ଓ ମହିମାମେରୁ(ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା)ଙ୍କ ସନ୍ଧ୍ୟା ଆଳତି ଦର୍ଶନ ନିମନ୍ତେ ବୁଧବାର ବହୁ ଶ୍ରଦ୍ଧାଳୁଙ୍କ…

ରେଲଓ୍ବେର ହେବନି ଘରୋଇ କରଣ

ନୂଆଦିଲ୍ଲୀ,୧୧-୭: ଭାରତୀୟ ରେଲଓ୍ବେର ଘରୋଇକରଣ ହେବ ନାହିଁ। ଏ ନେଇ କୌଣସି ପ୍ରସ୍ତାବ ନାହିଁ। ଘରୋଇ ଅପରେଟରଙ୍କ ହାତରେ ଦୁଇ ଟ୍ରେନ ଦେବା ଲାଗି ରହିଥିବା ପ୍ରସ୍ତାବ…

ଗୋଆରେ କଂଗ୍ରେସକୁ ଝଟକା

ପଣଜୀ,୧୧ା୭: ଜାତୀୟସ୍ତରରେ ନେତୃତ୍ୱ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସ ଆକାଶରେ ଯେମିତି କଳାବାଦଲ ଘୋଟି ଆସିଛି। କର୍ନାଟକ କଂଗ୍ରେସ ବିଧାୟକମାନେ ଇସ୍ତଫା ଦେଇ କୁମାରସ୍ବାମୀ ସରକାରଙ୍କ…

ବିଦ୍ୟାଳୟ ନିକଟ ରାସ୍ତା କର୍ଦ୍ଦମାକ୍ତ, ମରାମତି ଦାବି

ବୋଲଗଡ଼,୧୧ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ବଡ଼କୁମାରୀ ପଞ୍ଚାୟତ ଅନ୍ତର୍ଗତ ହାଟବସ୍ତସ୍ଥିତ ମା’ ଯୋଗମାୟା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟକୁ ଯାଇଥିବା ରାସ୍ତାଟି ବର୍ଷା ଯୋଗୁ ଅତି କର୍ଦ୍ଦମାକ୍ତ ଅବସ୍ଥାରେ ରହିଛି। ବିଦ୍ୟାଳୟଟି…

ଭୂଷଣ ମାମଲାରେ ୨୮୪ଜଣଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୧-୭: ଭୂଷଣ ଷ୍ଟିଲ ବେଆଇନ୍‌ ଋଣ କାରବାର ମାମଲାରେ ସିରିୟସ ଫ୍ରଡ ଇନଭେଷ୍ଟିଗେଶନ ଅଫିସ(ଏସ୍‌ଏଫ୍‌ଆଇଓ) ପକ୍ଷରୁ ୨୮୪ ବ୍ୟକ୍ତି ଏବଂ ସଂସ୍ଥାଙ୍କ ବିରୋଧରେ ଚାର୍ଜଶିଟ ଦାଏର ହୋଇଛି।…

ଫନୀକୁ ବିତିଲା ୨ ମାସ, ଭଙ୍ଗାରୁଜା ଅବସ୍ଥାରେ ସ୍କୁଲ୍‌ଗୃହ : ଗ୍ରୀଷ୍ମଛୁଟି ପରେ ବି ହେଉନି ମରାମତି

ରଣପୁର,୧୧ା୭(ସ୍ବ.ପ୍ର.)-ଫନୀ ବାତ୍ୟା ଘଟିବାର ଇତି ମଧ୍ୟରେ ୨ ମାସ ବିତିଯାଇଛି। ହେଲେ ଏ ପର୍ଯ୍ୟନ୍ତ ସ୍କୁଲ ଗୃହଗୁଡ଼ିକ ଭଙ୍ଗାରୁଜା ଅବସ୍ଥାରେ ପଡ଼ି ରହିଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ଓ…