ମଣ୍ଡିରୁ ଧାନ ଉଠାଣ ଦାବି, ଗଜା ଧାନ ଧରି ଚାଷୀଙ୍କ ବିକ୍ଷୋଭ: ୮ ଘଣ୍ଟା ଚାଷୀଙ୍କ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୧୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ନିକଟସ୍ଥ ଝାରକୁଣ୍ଡାମାଲ ଛକଠାରେ ବୁଧବାର ମଣ୍ଡିରୁ ଧାନ ଉଠାଣ ଦାବିରେ ଚାରବାହାଲ ଓ ବେଲଗୁଡା ମଣ୍ଡିର ଚାଷୀମାନେ ୨୬…

କଂଗ୍ରେସର ଆଉ ୨ ବିଧାୟକ ଦେଲେ ଇସ୍ତଫା

ବେଙ୍ଗାଲୁର,୧୦।୭: କର୍ନାଟକରେ କଂଗ୍ରେସ ଓ ଜେଡି(ଏସ୍‌) ମେଣ୍ଟ ସରକାରକୁ ପୁଣି ଥରେ ଝଟକା ଲାଗିଛି। ବୁଧବାର କଂଗ୍ରେସର ଆଉ ୨ ଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ବିଧାୟକ…

ବିଶ୍ୱର ସବୁଠୁ ବଡ଼ ସମାଧିସ୍ଥଳ

ଦୁନିଆରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠାରେ ବିଶ୍ୱର ସବୁଠୁ ବଡ଼ ସାମୂହିକ ସମାଧିସ୍ଥଳର ସନ୍ଧାନ ମିଳିଛି। ଏକସଙ୍ଗେ ପ୍ରାୟ ୨୩୦ଟି କଙ୍କାଳ ବରାମଦ୍‌ ହୋଇଛି ଏଠାରୁ।…

ପୋଲିସ ହେପାଜତରେ କର୍ନାଟକ ମନ୍ତ୍ରୀ

ମୁମ୍ବାଇ,୧୦।୭: କର୍ନାଟକରେ ରାଜନୈତିକ ସଙ୍କଟ ଥମିବାର ନାଁ ଧରୁନି। ବିଦ୍ରୋହୀ ବିଧାୟକଙ୍କୁ ମନାଇବାକୁ ମୁମ୍ବାଇରେ ପହଞ୍ଚିଥିବା ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପୋଲିସ…

ସ୍ମରଣ ଶକ୍ତି ବୃଦ୍ଧି ପାଇଁ କମଳା ଜୁସ୍‌

ବୟସ ବଢ଼ିବା ସହ ସ୍ମରଣଶକ୍ତି ଦୁର୍ବଳ ହେବା ସାଧାରଣ କଥା। ଏ ସମୟରେ ଛୋଟ ଛୋଟ କଥା ଭୁଲିବା ସମସ୍ୟା ଦେଖାଦେଇଥାଏ, ଯାହା ଅତ୍ୟନ୍ତ ବିପଜ୍ଜନକ ସାବ୍ୟସ୍ତ…

ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କଲେ ବିରାଟ

ମାଞ୍ଚେଷ୍ଟର,୧୦।୭(ପିଟି)- ଶୀର୍ଷ ର଼୍ୟାଙ୍କ୍‌ଧାରୀ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ବୁଧବାର ନଂ.୧ ବୋଲର ଯଶ୍‌ପ୍ରୀତ ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କରିବାକୁ ଉଦ୍ୟମ କରିଛନ୍ତି। ନ୍ୟୁଜିଲାଣ୍ଡ ଇନିଂସ୍‌ର…

୭୦ ବର୍ଷରେ ଗାଭାସ୍କର

ନୂଆଦିଲ୍ଲୀ,୧୦।୭- ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ବୁଧବାର ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ କ୍ରିକେଟର ଓ ପ୍ରଶଂସକଙ୍କ ଶୁଭେଚ୍ଛାର…

କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା ବ୍ୟୟବରାଦ…

ବିରଳ ଅହିରାଜକୁ ଗୁଳି କରି ଶିକାର

ବନ୍ତଳା,୧୦।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆ ପାଣ୍ଡୁରୀଶୁଣି ପାହାଡ଼ରେ ବୁଧବାର ସକାଳେ ଏକ ବିରଳ ପ୍ରଜାତିର ଅହିରାଜକୁ ଗୁଳି କରି ଶିକାର କରିଛନ୍ତି ଶିକାରୀ। ଅହିରାଜର…

ଡ୍ୟାନ୍ସର ହେବା ପାଇଁ ଗୋଡ଼ କାଟିଦେଲେ ଯୁବତୀ, ଜାଣନ୍ତୁ ତା’ ପରେ କ’ଣ ହେଲା…

ବ୍ରିଟେନ୍‌ରେ ରହୁଥିବା ଜଣେ ମଡେଲ ସୁନ୍ଦରୀ , ଡ୍ୟାନ୍ସର ତଥା  ଭିକ୍ଟୋରିଆ ସିଙ୍ଗର  ମଡେଷ୍ଟା ଆଜି ଚର୍ଚ୍ଚାରେ। ଚର୍ଚ୍ଚା ପଛରେ ଏକ ବଡ଼ କାରଣ ମଧ୍ୟ ରହିଛି।…