ଧୋନୀଙ୍କୁ ପୁଣି ସମାଲୋଚନା କଲେ ଯୁବିଙ୍କ ବାପା

ନୂଆଦିଲ୍ଲୀ,୧୦।୭- ପ୍ରାକ୍ତନ ଅଲ୍‌ରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ ବାପା ତଥା ପୂର୍ବତନ ପେସର ଯୋଗରାଜ ପୁଣିଥରେ ମହେନ୍ଦ୍ର ସିଂ ଧୋନୀଙ୍କୁ ସମାଲୋଚନା କରିଛନ୍ତି। ଏଥର ଅମ୍ବାତି ରାୟୁଡୁଙ୍କ…

ରାଶିଫଳ: ଗୁରୁବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ ରାହୁଙ୍କ ନକ୍ଷତ୍ରରେ ଚନ୍ଦ୍ର ଥିବାରୁ ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‌ ବୁଝତ୍ପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ।…

୧୭ରେ ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କ ପାଇଁ କରିବେ ପ୍ରଚାର, ରୋଡ୍‌ ଶୋ’

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆସନ୍ତା ୨୦ରେ ବହୁ ପ୍ରତିକ୍ଷିତ ପାଟକୁରା ନିର୍ବାଚନ। ଏହାକୁ ମାତ୍ର ଦଶ ଦିନ ଥିବାବେଳେ ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜେଡି, ବିରୋଧୀ ଭାଜପା…

ଶ୍ରେଣୀଗୃହ ନାହିଁ, ବାରଣ୍ଡାରେ ଚାଲିଛି ପାଠପଢ଼ା

ଝରିଗାଁ,୧୦।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ ଗୋମିଓଡ଼ା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନ ଥିବାରୁ ବାରଣ୍ଡାରେ ପିଲାମାନେ ପାଠ ପଢୁଛନ୍ତି। ୧୯୮୦ ମସିହାରେ ଗୋମିଓଡ଼ା…

ବସ୍‌ରେ ଲାଗିଲା ବିଦ୍ୟୁତ୍‌ ତାର, ଅଳ୍ପକେ ବର୍ତ୍ତିଲେ ତୀର୍ଥଯାତ୍ରୀ

ସାକ୍ଷୀଗୋପାଳ,୧୦।୭(ଡି.ଏନ୍‌.ଏ.)- ସାକ୍ଷୀଗୋପାଳଙ୍କ ଦର୍ଶନ ପାଇଁ ଆନ୍ଧ୍ରପ୍ରଦେଶରୁ ୫୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଆସୁଥିବା ଏକ ବସ୍‌ ବୁଧବାର ସାକ୍ଷୀଗୋପାଳ ବଜାରରେ ଝୁଲି ରହିଥିବା ବିଦ୍ୟୁତ୍‌ ତାରରେ ଲାଗିଯାଇଥିଲା।…

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍‌ରୁ ଆସିଥିବା ଏଆର…

ପିଡିଏସ୍‌ ଚାଉଳ ବଣ୍ଟନକୁ ନେଇ ହଟଗୋଳ

କୋଳିମାଟି,୧୦।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତରେ ପିଡିଏସ୍‌ ଚାଉଳ ବଣ୍ଟନକୁ ନେଇ ବୁଧବାର ଅପରାହ୍ନରେ ହଟଗୋଳ ହୋଇଛି। ପ୍ରଥମ ଦିନ ଚାଉଳ ବଣ୍ଟନ କରାଯାଇଥିବାବେଳେ…

କ୍ଲବରେ ଯୋଗ କରୁଛନ୍ତି ଜେଡିଏସ ନେତା

ନୂଆଦିଲ୍ଲୀ: କର୍ନାଟକରେ ସୃଷ୍ଟି ହୋଇଥିବା କ୍ଷମତା ଯୁଦ୍ଧ ବୁଧବାର ମଧ୍ୟ ଜାରି ରହିଛି। ସରକାର ବଞ୍ଚାଇବା ପାଇଁ କଂଗ୍ରେସ ଓ ଜେଡିଏସ ପ୍ରାଣମୂର୍ଚ୍ଛା ଉଦ୍ୟମ କରୁଥିଲେ ହେଁ…

କର୍ମଚାରୀଙ୍କୁ ଆଇସିୟୁରେ ସିଟ୍‌ ମିଳିଲାନି: ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା, ଧାରଣା ଦେଲେ ଆଟେଣ୍ଡାଣ୍ଟ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆଇସିୟୁରେ ସିଟ୍‌ ଥିବା ସତ୍ତ୍ୱେ ନ ଦେବା, ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେବା, ଗୁରୁତର ରୋଗୀଙ୍କ ମୃତ୍ୟୁ ଘଟିବା ପ୍ରତିବାଦରେ କ୍ୟାପିଟାଲ ହସ୍ପିଟାଲ…

ବର୍ଷା ଅଭାବ : ଚାଷକାର୍ଯ୍ୟ ପ୍ରଭାବିତ, ଚିନ୍ତାରେ ଚାଷୀ

ହିଞ୍ଜିଳିକାଟୁ,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହଞ୍ଜିଳିକାଟୁ ବ୍ଲକ ଓ ମ୍ୟୁନିସପାଲଟି ଅଞ୍ଚଳରେ ଜୁନ୍‌ରୁ ମୌସୁମୀ ବର୍ଷା ଆଶା ଠାରୁ ଯଥେଷ୍ଟ କମ୍‌ ହୋଇଛି। ଅନିୟମିତ ବର୍ଷା ଫଳରେ ମୁଖ୍ୟତଃ…