ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା

ବାହାନଗା,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ…

ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର

ସଜନାଗଡ଼, ୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍‌ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା ଶ୍ରମିକଙ୍କ…

ଫଳକ ଲଗା କାନ୍ଥ ଭୁଶୁଡ଼ିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ମୃତ

ପୁରୁଷୋତ୍ତମପୁର, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଙ୍ଗୁ ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଇଟା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଷଷ୍ଠ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୁର୍ଲା ଭୀମସାର ମେଡିକାଲ କଲେଜ ପରିଦର୍ଶନ

ସମ୍ବଲପୁର, ୧୦।୭ (ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବୁଧବାର ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲ କଲେଜ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ବିଭିନ୍ନ ୱାର୍ଡ ବୁଲି…

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ ବିଧାନସଭାରେ…

ରୋହିତଙ୍କ ପ୍ରଶଂସାରେ ପାକିସ୍ତାନ କ୍ରିକେଟର: କହିଲେ, ମୋ ଭାଇଙ୍କଠାରୁ ସେ ଭଲ ଖେଳୁଛନ୍ତି

ଇସଲମାବାଦ, ୧୦।୭: ଭାରତୀୟ ଓପନର ରୋହିତ ଶର୍ମା ବିଶ୍ୱକପରେ ଗୋଟିଏ ପରେ ଗୋଟିଏ ଶତକୀୟ ଇଂନିସ ଖେଳିବା ପରେ ତାଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଛନ୍ତି ପାକିସ୍ତାନ କ୍ରିକେଟର…

୩ହଜାର ୩ଶହ ୫୦ କୋର୍ଟରେ ଲାଗିବ ନ୍ୟାୟିକ ଘଣ୍ଟା: ଖର୍ଚ୍ଚ ହେବ ୪ଶହ ୩୬ କୋଟି

ନୂଆଦିଲ୍ଲୀ,୧୦।୭: ଦେଶର ୩ହଜାର ୩ଶହ ୫୦ କୋର୍ଟରେ ନ୍ୟାୟିକ ଘଣ୍ଟା ଲାଗିବ ବୋଲି କେନ୍ଦ୍ର ସରକାର ଯୋଜନା କରିଛନ୍ତି। ଏସମ୍ପର୍କିତ ପ୍ରସ୍ତାବ ୧୫ତମ ଅର୍ଥ କମିଶନଙ୍କ ନିକଟରେ…

କର୍ନାଟକ ବାଚସ୍ପତିଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ୧୦ ବିଧାୟକ

ବେଙ୍ଗାଲୁରୁ, ୧୦।୭: କର୍ନାଟକ କ୍ଷମତା ରାଜନୀତି ଦିନକୁଦିନ ଉଗ୍ର ରୂପ ଧାରଣ କରିଛି। ପ୍ରଥମେ କଂଗ୍ରେସ-ଜେଡିଏସ ମେଣ୍ଟର ୧୩ ଜଣ ବିଧାୟକଙ୍କ ଇସ୍ତଫାପତ୍ର ଦେବା ପରେ ବାଚସ୍ପତି…

୨୬ ଯାତ୍ରୀଙ୍କୁ ବିମାନରୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ କହିଲା ଏୟାର ଫ୍ରାନ୍ସ୍‌

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀରୁ ଫ୍ରାନ୍ସ୍‌ ଯାଉଥିବା ଏୟାର ଫ୍ରାନ୍ସ୍‌ର ବିମାନ ଏଫ୍‌-୨୨୫ରୁ ୨୬ଜଣ ଯାତ୍ରୀଙ୍କୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ ବୁଧବାର ସକାଳେ ଅନୁରୋଧ କରାଯାଇଛି। ଯାତ୍ରୀଙ୍କ ଲଗେଜ୍‌…

ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କଲେ ପିତା

ଲକ୍ଷ୍ନୌ, ୧୦।୭: ଉତ୍ତରପ୍ରଦେଶର ଅମରୋହା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କରିଦେଇଛନ୍ତି ପିତା। କ୍ରୋଧରେ ହତ୍ୟା କରିଥିବା…