ସରିଲା ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ସାଆନ୍ତାଣୀ

ପୁରୀ ଅଫିସ, ୯।୭: ଆଡ଼ପ ମଣ୍ଡପରେ ଅବସ୍ଥାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଗୁଣ୍ଡିଚା ମନ୍ଦିରରେ ଲାଗୁଛି ଭକ୍ତଙ୍କ ଗହଳି। ଜନ୍ମବେଦିରେ ଲୀଳାଖେଳା କରୁଛନ୍ତି ଦାରୁବିଗ୍ରହ। ମହାପ୍ରଭୁଙ୍କ ମାନବୀୟ ଲୀଳାର…

‘ଓପନ’ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ରେ ଯୋଗ ନ ଦେବାକୁ ସେନା ଜାରି କଲା ସତର୍କ ସୂଚନା

ନୂଆଦିଲ୍ଲୀ,୯।୭: ଭାରତୀୟ ସେନା ପକ୍ଷରୁ ଏହାର ଯବାନ ଏବଂ ଅଫିସରଙ୍କ ପାଇଁ ଏକ ସତର୍କ ସୂଚନା ଜାରି ହୋଇଛି। ‘ଓପନ’ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ରେ ଯୋଗ ନ ଦେବାକୁ…

ଆକର୍ଷଣୀୟ ଐତିହ୍ୟସ୍ଥଳ ତାଲିକା:କୋଣାର୍କ, ପୁରୀକୁ ସ୍ଥାନିତ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର, ୯।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତ ୧୭ଟି ଆକର୍ଷଣୀୟ ଐତିହ୍ୟସ୍ଥଳ ତାଲିକାରେ ଓଡ଼ିଶାର ପ୍ରସିଦ୍ଧ କୋଣାର୍କ ମନ୍ଦିର ଓ ଶ୍ରୀଜଗନ୍ନାଥ ଧାମ ପୁରୀକୁ…

ନାବାଳିକାଙ୍କୁ ତିନିଦିନ ଧରି ଗଣବଳାତ୍କାର

ଗୋପ,୯।୭(ଡି.ଏନ୍‌.ଏ.): ଗୋପ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତିନିଜଣ ଯୁବକ ଗୋଟିଏ ଘରେ ରଖି ଗଣବଳାତ୍କାର କରିଥିବା ଘଟଣା ଏବେ ପଦାକୁ ଆସିଛି। ପ୍ରାୟ ମାସେ ପରେ…

କିରୋସିନ କୋଟା: ଅଗଷ୍ଟରୁ କଟିବ ୨୩%, ଫାଇଦା ଉଠାଇବେ କଳାବଜାରକାରୀ

କଟକ ଅଫିସ, ୯।୭: କଟକରେ କିରୋସିନ ଲିଟର ୧୦୦ ଟଙ୍କା। ଚୋରାରେ ବିକ୍ରି କରୁଥିବା ତେଜରାତି ଦୋକାନୀମାନେ କିରୋସିନ ଦେବା ପାଇଁ ଆଗରୁ ଅଗ୍ରିମ ନେଉଛନ୍ତି। ତେଜରାତି…

ଫେବୃୟାରୀରେ ବାୟୁସେନାକୁ ମିଳିବ ୪ ଚିନୁକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୯।୭: ଫେବୃୟାରୀରେ ଭାରତୀୟ ବାୟୁସେନାକୁ ୪ ଶକ୍ତିଶାଳୀ ସିଏଚ୍‌-୪୭ ଚିନୁକ୍‌ ହେଲିକପ୍ଟର ମିଳିବ। ଏନେଇ ଆମେରିକା ପକ୍ଷରୁ ସୂଚନା ଦିଆଯାଇଛି। ଏହା ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିବ।…

ଝିଆରୀଙ୍କୁ ଦାଦା ଗର୍ଭବତୀ କରିବା ଘଟଣା: ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୯।୭ (ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଝିଆରୀଙ୍କୁ ଦାଦା ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରି ଗତ ମାସରେ ଫେରାର ହୋଇଯାଇଥିଲେ। ଏ…

ଗରିବ ପଦ୍ମଶ୍ରୀଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର, ୯।୭ (ବ୍ୟୁରୋ): ପଦ୍ମଶ୍ରୀ ସମ୍ମାନ ପାଇଥିବା ରାଜ୍ୟର ଗରିବ ବ୍ୟକ୍ତିମାନଙ୍କୁ ମାସିକ ୧୦ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର। ସଂସ୍କୃତି ବିଭାଗର…

ପ୍ରାକୃତିକ ବିପର୍ଯ୍ୟୟଠାରୁ ବଳିଯାଉଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର, ୯।୭ (ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାର କାରଣ ହୋଇଛି। ପ୍ରତିବର୍ଷ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏପରି କି ଏହା ପ୍ରାକୃତିକ ବିପର୍ଯ୍ୟୟ…

ସ୍କିଲ୍‌ ଗ୍ୟାପ୍‌ ହ୍ରାସ କରିବା ଉପରେ ଗୁରୁତ୍ୱ’

ଭୁବନେଶ୍ୱର,୯।୭(ବ୍ୟୁରୋ): ସ୍କିଲ ଗ୍ୟାପ ହ୍ରାସ ସହ ଦକ୍ଷତା ସମ୍ପନ୍ନ ଏବଂ ଉତ୍ପାଦକ କାର୍ଯ୍ୟବଳ ତିଆରି ହେଲେ ଏହା ଭାରତକୁ ୫ ଟ୍ରିଲିୟନ ଅର୍ଥନୀତି କରିବାରେ ସହାୟକ ହେବ।…