ତୈଳ କମ୍ପାନୀ ମିଶ୍ରଣ ଯୋଜନା ନାହିଁ

ନୂଆଦିଲ୍ଲୀ,୯-୭: ଦେଶର ରାଷ୍ଟ୍ରାୟତ୍ତ ତୈଳ ଏବଂ ଗ୍ୟାସ କମ୍ପାନୀଗୁଡିକୁ ମିଶ୍ରଣ ନେଇ କୌଣସି ଯୋଜନା ବର୍ତ୍ତମାନ ନାହିଁ। ଏ ସଂକ୍ରାନ୍ତ କୌଣସି ପ୍ରସ୍ତାବ ଉପରେ ପେଟ୍ରୋଲିୟମ ମନ୍ତ୍ରଣାଳୟ…

ଧାମରା ଏଲ୍‌ଏନ୍‌ଜି ପ୍ରକଳ୍ପରେ ଗେଲ୍‌, ଆଇଓସିଏଲ୍‌ ଅଂଶଧନ ଗ୍ରହଣ ସ୍ଥିତି ଅସ୍ପଷ୍ଟ

ନୂଆଦିଲ୍ଲୀ,୯-୭: ଓଡିଶାର ଧାମରାଠାରେ ଆଦାନୀ ଗ୍ରୁପ ପକ୍ଷରୁ ପ୍ରସ୍ତାବିତ ଏଲ୍‌ଏନ୍‌ଜି ପ୍ରକଳ୍ପରେ ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଅଏଲ କର୍ପୋରେଶନ (ଆଇଓସିଏଲ୍‌) ଏବଂ ଗ୍ୟାସ ଅଥରିଟି ଇଣ୍ଡିଆ ଲିମିଟେଡ(ଗେଲ୍‌) କୌଣସି…

ତେଜସ୍‌ ହେବ ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ୍‌

ନୂଆଦିଲ୍ଲୀ, ୯-୭: ଦେଶରେ ଦୌଡ଼ିବ ପ୍ରଥମ ପ୍ରାଇଭେଟ ଟ୍ରେନ। ଦିଲ୍ଲୀ ଓ ଲକ୍ଷ୍ନୌ ମଧ୍ୟରେ ଚାଲିବାକୁ ଥିବା ତେଜସ୍‌ ଏକ୍ସପ୍ରେସକୁ ଘରୋଇ କମ୍ପାନୀ ହାତକୁ ଟେକି ଦିଆଯିବ।…

ପାର୍ଲାମେଣ୍ଟରେ କର୍ନାଟକ ତାତି:କେନ୍ଦ୍ରକୁ ଦାୟୀ କଲା କଂଗ୍ରେସ

ନୂଆଦିଲ୍ଲୀ,୯ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ଲାଗି ରହିଥିବାବେଳେ ଏହାକୁ ନେଇ ସୋମବାର ଲୋକ ସଭାରେ ଝଡ଼ ସୃଷ୍ଟି ହୋଇଥିଲା। କର୍ନାଟକ ସ୍ଥିତି ସହ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ…

ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି

ବୋଲଗଡ଼,୯ା୭(ଡି.ଏନ.ଏ.)-ବୋଲଗଡ଼ ବ୍ଲକ କାର୍ଯ୍ୟାଳୟସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଗୃହର ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲାପାଳ ସୀତାଂଶୁୁ କୁମାର…

କହ୍ନେଇପୁରରେ ଉଗ୍ର ଗୋଷ୍ଠୀକନ୍ଦଳ: ବୋମାମାଡ଼ରେ ୧୧ ଆହତ

କୃଷ୍ଣପ୍ରସାଦ,୯ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କହ୍ନେଇପୁର ଗାଁ’ରେ ୨ ପକ୍ଷରୁ ଗୋଷ୍ଠୀ କନ୍ଦଳ ସୋମବାର ଉଗ୍ରରୂପ ଧାରଣ କରି ଗଣ୍ଡଗୋଳ ଘଟିଛିି ା ଫଳରେ ଉଭୟ ଗୋଷ୍ଠୀ…

ଇରାନରେ ‘ର’ ଅଧିକାରୀଙ୍କୁ ବିପଦରେ ପକାଇଥିଲେ ଅନସାରୀ

ନୂଆଦିଲ୍ଲୀ,୯ା୭: ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀଙ୍କ ବିରୋଧରେ ରିସର୍ଚ୍ଚ ଆଣ୍ଡ୍‌ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର)ର ଜନୈକ ପୂର୍ବତନ ଅଧିକାରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଇରାନରେ ଅନସାରୀ ‘ର’…

କୁଜଙ୍ଗରେ ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି : ପ୍ରସ୍ତାବିତ ଟ୍ରକ୍‌ ଟର୍ମିନାଲ ସ୍ଥାନାନ୍ତର କରିବାକୁ ଦାବି

କୁଜଙ୍ଗ,୯ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକରେ ସୋମବାର ନୂତନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ପ୍ରଥମ ଜନଶୁଣାଣି ସ୍ଥାନୀୟ ସୂଚନା କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୧୭୪ଟି…

ପାରାଦୀପ ପୌର ପାଳିକାର ବାର୍ଷିକ ବଜେଟ : ୫୭ କୋଟି ୮୨ଲକ୍ଷର ବ୍ୟୟ ଅଟକଳ

ପାରାଦୀପ,୯ା୭(ସ୍ବ.ପ୍ର.): ଆଉ ୭ ମାସ ପରେ ପୌର ନିର୍ବାଚନ ହେବାର ସମ୍ଭାବନା ଥିବାବେଳେ ସୋମବାର ପାରାଦୀପ ପୌର ପାଳିକା ପକ୍ଷରୁ ୨୦୧୯-୨୦ ଆର୍ଥତ୍କ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ…

କୟର ଇଣ୍ଡିଆର ନୂଆ ଶୋ’ରୁମ

ଭୁବନେଶ୍ୱର,୯-୭(ବ୍ୟୁରୋ): କୟର ଇଣ୍ଡିଆର ନୂଆ ଷ୍ଟୋର ସ୍ଥାନୀୟ ଖାରବେଳ ନଗରଠାରେ ସୋମବାର ଶୁଭାରମ୍ଭ ହୋଇଛି। ଏହାକୁ ଷ୍ଟୋରର ସ୍ବତ୍ତ୍ୱାଧିକାରୀ ରଶ୍ମିରଞ୍ଜନ ପାତ୍ର,ଓ୍ବେଲସ୍ପନ ଫ୍ଲୋରିଂ ଗ୍ଲୋବାଲ ବ୍ରାଣ୍ଡସ ଲିମିଟେଡର…