ବାଇଗିଣିଆରେ ହାତୀ ଉପଦ୍ରବ:ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୯।୭(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ, କଦଳୀ…

କାନପୁରା ହାଇସ୍କୁଲରେ ‘ଅଟଳ ଟିଙ୍କରିଙ୍ଗ’ ଲ୍ୟାବ୍‌ ଉଦ୍‌ଘାଟିତ:ପିଲାଙ୍କୁ ମିଳିବ ଗୁଣାତ୍ମକ ଶିକ୍ଷା ପ୍ରଶିକ୍ଷଣ

କାମାକ୍ଷାନଗର, ୯।୭(ଡି.ଏନ୍‌.ଏ.) ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ ଲକ୍ଷ୍ୟରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରସ୍ଥିତ ପଞ୍ଚାୟତିରାଜ ହାଇସ୍କୁଲରେ ସୋମବାର ଉଦ୍‌ଘାଟିତ ହୋଇଛି ‘ଅଟଳ…

ଭାଗବତ ଟୁଙ୍ଗି ନିର୍ମାଣ କଲେ ମହିଳା

ବନ୍ତଳା, ୯।୭ (ଡି.ଏନ୍‌.ଏ.) ଅନୁଗୋଳ ବ୍ଲକ ବଡ଼କେରା ପଞ୍ଚାୟତ ପାଞ୍ଜିଆସାହି ଗ୍ରାମବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ସାକାର ହୋଇଛି। ଗ୍ରାମ୍ୟ ମହିଳା ପରିଚାଳନା କମିଟି ସଦସ୍ୟାମାନେ ଗ୍ରାମରେ…

ଅନୁଗୋଳ କଲେଜ ଛାତ୍ରଙ୍କ ସାହିତ୍ୟ କୃତି:ପ୍ରକାଶ କଲେ ୨୨୪ ପୃଷ୍ଠାର ଉପନ୍ୟାସ

ଅନୁଗୋଳ ଅଫିସ, ୯।୭ ମାତ୍ର ୨୦ ବର୍ଷ ବୟସରେ ୨୨୪ ପୃଷ୍ଠାର ଉପନ୍ୟାସ ଲେଖିଛନ୍ତି ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ର ପ୍ରଭୁ କଲ୍ୟାଣ ସିଂ। ସେ…

ଅନ୍ତୁଳିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନାହାନ୍ତି ଆବଶ୍ୟକ ଶିକ୍ଷକ:ପ୍ରଶାସନକୁ ୭ ଦିନ ସମୟ ଦେଲେ ଗ୍ରାମବାସୀ

ଅନୁଗୋଳ ଅଫିସ, ୯।୭ ଅନୁଗୋଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ଆସୁଥିବା ଅନ୍ତୁଳିଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନାହାନ୍ତି। ଏ…

ଟ୍ରାଫିକ୍‌ ଜଗିବ ୪୮ କ୍ୟାମେରା, ଖୁବ୍‌ଶୀଘ୍ର ଉଦ୍‌ଘାଟନ

ଅନୁଗୋଳ ଅଫିସ, ୯।୭ ଅନୁଗୋଳର ଅସଜଡ଼ା ଟ୍ରାଫିକ୍‌ ବ୍ୟବସ୍ଥା ସୁଧାରିବା ପାଇଁ ପୋଲିସ ପକ୍ଷରୁ ସହରର ବିଭିନ୍ନ ଛକରେ କ୍ୟାମେରା ଲଗାଯାଉଛି। ଏହି କ୍ୟାମେରା ଟ୍ରାଫିକ ବ୍ୟବସ୍ଥା…

ଶହେ ପରତିଶତ ଅକ୍ଷମ ଯୋଗେଶ୍ୱର:ଭତାରେ ସୀମିତ ସରକାରୀ ସାହାଯ୍‌

ଡୁଙ୍ଗୁରିପାଲି, ୯ । ୭ (ଡି.ଏନ୍‌.ଏ.): ଦିବ୍ୟାଙ୍ଗମାନେ କେନ୍‌ଥେଇ ସମାଜର ମୁଖିଆ ଧାରରେ ସାମିଲ ହେଇପାରବେ ସେଥିରଲାଗି ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଯୋଜନା ଉପରେ…

କିଡ଼୍‌ନୀ ରୋଗ୍‌ ବହପିବାର ଘଟନା:ପିତବାସପୁରରେ ପୁହୁଁଚିଲା ଡାକ୍‌ତରି ଦଲ

କୋକସରା, ୯ା୭ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍‌ ପିତବାସପୁରରେ ଗଲା ବଛ୍‌ରେ ହେଲା କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। କିଡ଼୍‌ନୀ ରୋଗ୍‌ରେ ଗଁାର…

ବିପଦ ଅବସ୍‌ତାରେ ଅଙ୍ଗନଓ୍ବାଡି କେନ୍ଦ୍ର

  ତଳଗଁ।,୯ା.୭ (ଡି.ଏନ୍‌.ଏ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗଁ। ପଁଚେତ୍‌ର ଗଣ୍ଡାପାଜୁ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦ୍‌ ଅବସ୍‌ତାରେ ରହିଛେ। ଦୁଇ ବଛର ହେଲା ଇ ଅଙ୍ଗନଓ୍ବାଡି…

ଗଁ। ବାସୀକୁ ଘାରୁଛେ ମ୍ୟାଲେରିଆ ଭଏ

ଲୋଇସିଂହା,୯।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କର୍ଲିପାଟ ଗଁା ଖୁଲି ଅଲପ ବରଷାରେ ବି କାଦୋ ହେଇଯାଉଛେ। ଏନ୍‌ତାଥି ଗଁାବାସୀ ଯିବାଆଏବାରେ ବଡ଼ଭାରି ଅସବିଧାର ସାମନା କରୁଛନ୍‌।…