ଏକ ସପ୍ତାହରେ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଲେ ହିମା

ନୂଆଦିଲ୍ଲୀ, ୮।୭(ପି.ଟି.)- ଭାରତୀୟ ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ଚଳିତ ସପ୍ତାହରେ ଦ୍ୱିତୀୟ ଅନ୍ତର୍ଜାତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପୋଲାଣ୍ଡଠାରେ ଚାଲିଥିବା କୁଟ୍‌ନୋ ଆଥ୍‌ଲେଟିକ୍ସ ମିଟ୍‌ର ମହିଳା…

୪୨ ପିଏସ୍‌ୟୁରେ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ତୃଣମୂଳ ଏମ୍‌ପିଙ୍କ ଧାରଣା

ନୂଆଦିଲ୍ଲୀ,୮।୭: ଦେଶର ୪୨ଟି ପିଏସ୍‌ୟୁ(ପବ୍ଲିକ୍‌ ସେକ୍ଟର ଅଣ୍ଡରଟେକିଂ)ରେ ପୁଞ୍ଜିପ୍ରତ୍ୟାହାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାକୁ ବିରୋଧ କରି ସୋମବାର ତୃଣମୂଳ…

ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ମାତାପିତା, ୟୁପିଏସସି ପରୀକ୍ଷାରେ ଝିଅ ହାସଲ କଲେ ୮୩ ର଼୍ୟାଙ୍କ୍‌

ବାରମ୍ବାର ୟୁପିଏସସି ପରୀକ୍ଷାରେ ଅକୃତକାର୍ଯ୍ୟ ହେଉଥିବା ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ତାଙ୍କ ପରିବାର ଲୋକେ। ଏଥିପାଇଁ ତାଗିଦ୍‌ ମଧ୍ୟ କରିଥିଲେ, ଯଦି ଏଥର ପରୀକ୍ଷାରେ କୃତକାର୍ଯ୍ୟ…

ବ୍ରାଜିଲକୁ କୋପା ଆମେରିକା ଟ୍ରଫି

ରିଓ ଡି’ଜାନିରୋ,୮।୭- ଆୟୋଜକ ବ୍ରାଜିଲ ଚଳିତ କୋପା ଆମେରିକା ଟୁର୍ନାମେଣ୍ଟ ଟ୍ରଫି ହାତେଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ୧୦ଜଣିଆ ବ୍ରାଜିଲ ଦଳ ୩-୧ ଗୋଲରେ ପେରୁକୁ ହରାଇ…

କୁପଓ୍ବାରାରେ ବିସ୍ଫୋରଣ: ଜଣେ ଯବାନ ଆହତ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀର କୁପଓ୍ବାରାରେ ସୋମବାର ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ସେନା ଯବାନ ଆହତ ହୋଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପିମ୍ପଲ ପୋଷ୍ଟ ନିକଟରେ…

ଡାକ୍ତରଙ୍କୁ ମାଡ଼ ଘଟଣାରେ ଦିଲ୍ଲୀର ୫ହସ୍ପିଟାଲରେ ଧର୍ମଘଟ

ନୂଆଦିଲ୍ଲୀ,୮।୭: ଦିଲ୍ଲୀର ମୌଲାନା ଆଜାଦ୍‌ ମେଡିକାଲ କଲେଜରେ ରବିବାର ଡାକ୍ତରଙ୍କ ସହ ହୋଇଥିବା ମାଡ଼ପିଟ୍‌ ଘଟଣାକୁ ବିରୋଧ କରି ଡାକ୍ତର ସଂଘ ଧର୍ମଘଟ ଡାକରା ଦେଇଛି। ଡାକ୍ତରଙ୍କ…

ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭…

କଟକ ଆର୍‌ଟିଓ ଅଫିସରେ ଅଗ୍ନିକାଣ୍ଡ

କଟକ ଅଫିସ, ୮ା୭: କଟକ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) କାର୍ଯ୍ୟାଳୟରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ବିଦ୍ୟୁତ୍‌ ସରବରାହ ପାଇଁ ଲାଗିଥିବା ମେନ୍‌ ସୁଇଜ୍‌ ପୋଡ଼ି ପାଉଁଶ…

୨୦ରେ ପାଟକୁରା ନିର୍ବାଚନ: ନବୀନ ନିବାସରେ ନେତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ପ୍ରଚାର କାର୍ଯ୍ୟ ବିଷୟରେ ପଚାରି ବୁଝିଲେ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନବୀନ ନିବାସରେ ବୈଠକ କରିଛନ୍ତି। ଏଥିରେ ସେ ନିର୍ବାଚନ ଦାୟିତ୍ୱରେ ଥିବା…

ଅବୁଝମାଡ୍‌ ଅଞ୍ଚଳରେ ରହିଛି କେତେ ଗାଁ ତାହା ସରକାରଙ୍କୁ ନାହିଁ ଜଣା

ରାୟପୁର,୮।୭: ଛତିଶଗଡ଼ର ମାଓବାଦୀ ପ୍ରବଣ ଅଞ୍ଚଳ ଅବୁଝମାଡ୍‌ରେ କେତେ ଗାଁ ରହିଛି ସେ ନେଇ କୌଣସି ତଥ୍ୟ ସରକାରଙ୍କ ପାଖରେ ନାହିଁ। ଘନ ଜଙ୍ଗଲ ଦ୍ୱାରା ପରିବେଷ୍ଟିତ…