କାଳିଆପଡ଼ାଠାରେ ୩ କାର୍‌ ଦୁର୍ଘଟଣାଗ୍ରସ୍ତ: ୭ ଗୁରୁତର

ନୟାଗଡ଼ ଅଫିସ, ୮ା୭: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ଆଡ଼କଟା କାଳିଆପଡ଼ାଠାରେ ସୋମବାର ସକାଳେ ୨ଟି ବରଯାତ୍ରୀ କାର୍‌ ସହ ଅନ୍ୟ ଏକ କାର୍‌ ମୁହାଁମୁହିଁ…

ଫିରୋଜାବାଦ୍‌ରୁ ଦିଲ୍ଲୀ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ: ବାପ-ପୁଅ ଗିରଫ; ୧୨୫୦ ଜୀବନ୍ତ ଗୁଳି ଜବତ

ନୂଆଦିଲ୍ଲୀ,୮।୭: ଦିଲ୍ଲୀ ପୋଲିସ ଏକ ଚୋରା ଅସ୍ତ୍ରଶସ୍ତ୍ର କାରବାରର ପର୍ଦ୍ଦାଫାଶ୍‌ କରିଛି। ଫିରୋଜାବାଦ୍‌ରୁ ଦିଲ୍ଲୀ ଚାଲାଣ ହେଉଥିବା ଅସ୍ତ୍ରଶସ୍ତ୍ରକୁ ପୋଲିସ ଜବତ କରିଛି। ଏକ କାରରେ ଏହି…

ପୁଣି ବୁଡିଲା ମାୟାନଗରୀ

ମୁମ୍ବାଇ,୮।୭: ଲଗାଣ ବର୍ଷାରେ ବେହାଲ ହୋଇଥିବା ମୁମ୍ବାଇ ସହର ମାତ୍ର ଦିନେ ଦୁଇ ଦିନର ଆଶ୍ୱସ୍ତି ପରେ ପୁଣି ସୋମବାରଠାରୁ ଏଠାରେ ପରିସ୍ଥିତି ଜଟିଳ ହୋଇପଡିଛି। ସୋମବାର…

ନକଲି କାଗଜପତ୍ରରେ ଋଣ, ୨୯ ଲକ୍ଷ ୪୦ ହଜାର ଟଙ୍କା ହଡ଼ପ : ଫାଇନାନ୍ସ କମ୍ପାନୀର ୨ କର୍ମଚାରୀ ଗିରଫ

ସମ୍ବଲପୁର,୮।୭(ବ୍ୟୁରୋ) : ସ୍ପନ୍ଦନ ନାମକ ଫାଇନାନ୍ସ କମ୍ପାନୀର ୨ଜଣ ଅଧିକାରୀ କମ୍ପାନୀର ୨୯ ଲକ୍ଷ ୪୦ ହଜାର ୬୫ ଟଙ୍କା ଠକେଇ କରିଛନ୍ତି। ସେମାନେ ହେଲେ ଝାରସୁଗୁଡ଼ା…

ମୟୂରଭଞ୍ଜ ଏମ୍‌ପିଙ୍କୁ ରଥ କର୍ଡନକୁ ନ ଛାଡ଼ିବା ଘଟଣା : ଭିଡିଓ ଭାଇରାଲ୍‌, ତଦନ୍ତ କରିବେ ଏସ୍‌ପି

ବାରିପଦା ଅଫିସ,୮।୭ : ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଘନ ଘନ ବୈଠକ…

ଭାରତୀୟ ବିଜୟରେ ପିନ୍ଧିଥିବା ଶାର୍ଟ ଖୋଲି ଦେଇଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଆଜି ୪୭ତମ ଜନ୍ମଦିନ। ଭାରତୀୟ କ୍ରିକେଟ ଦରବାରରେ ପହଞ୍ଚାଇବାରେ ଗାଙ୍ଗୁଲିଙ୍କ ଅବଦାନ ଅତୁଳନୀୟ। ସେହିପରି ବିରେନ୍ଦ୍ର ସେହଓ୍ବାଗ…

ଦରକାର ପଡିଲେ ସବୁ କଂଗ୍ରେସ ବିଧାୟକ ଇସ୍ତଫା ଦେବେ: ପରମେଶ୍ୱର

ବେଙ୍ଗାଲୁରୁ,୮।୭: କର୍ନାଟକରେ ଜେଡିଏସ୍‌ ଓ କଂଗ୍ରେସର ୧୪ ବିଧାୟକ ଇସ୍ତଫା ଦେବା ପରେ ଏବେ ଘୋର ସଙ୍କଟରେ କର୍ନାଟକ ସରକାର। ତେବେ ସରକାରଙ୍କୁ ବଞ୍ଚାଇବାକୁ ଦରକାର ପଡିଲେ…

୧୦ ମାସରେ ଜବତ ହୋଇଛି ୧୦ ମୃତଦେହ : ମୃତକଙ୍କ ପରିଚୟ ପାଉନି ପୋଲିସ

କଟକ ଅଫିସ,୮।୭ : ଗତ ୧୦ ମାସ ମଧ୍ୟରେ କଟକରେ ୧୦ରୁ ଊର୍ଦ୍ଧ୍ୱ ମୃତଦେହ ଜବତ କରିଛି ପୋଲିସ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ହତ୍ୟା କରି…

ସୁରକ୍ଷିତ ନୁହେଁ ଜଙ୍ଗଲ ରାଜା: ୭ ବର୍ଷରେ ଶିକାରୀ ଗୁଳିରେ ୨ ଶହ ୨୨ ମୃତ; ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ,୮।୭: ଜଙ୍ଗଲର ରାଜା ବାଘକୁ ସୁରକ୍ଷା ମିଳିପାରୁନି। ୨୦୧୨ରୁ ୨୦୧୮ ମଧ୍ୟରେ ଗତ ୭ ବର୍ଷରେ ଦେଶରେ ମୋଟ ୬ ଶହ ୫୭ ବାଘଙ୍କ ମୃତ୍ୟୁ ହୋଇଛି।…

ପାକିସ୍ତାନ ବିଶ୍ୱକପରୁ ବିଦା ହେବାପରେ ଏହି ଦଳ ବିଶ୍ୱକପ ଜିତୁ ବୋଲି ଚାହୁଁଛନ୍ତି ସୋଏବ ଅଖତର

ଇସଲମାବାଦ, ୮।୭:ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୋଏବ ଅଖତର ଏଥର ବିଶ୍ୱକପ୍‌ ଉପମହାଦେଶୀୟ ଦଳ ଭାରତ ଜିତୁ ବୋଲି ପ୍ରାର୍ଥନା କରୁଛନ୍ତି। ନିଜ ୟୁଟ୍ୟୁବ ଚ୍ୟାନେଲରେ…