ବିନା ବାଜାରେ ଗଲେ ବର : ୭ ଡିଜେ, ୫ ଜେନେରେଟର ଜବତ

ପୁରୁଣା ଭୁବନେଶ୍ୱର,୮।୭(ଡି.ଏନ.ଏ.): ରାଜଧାନୀରେ ବିନା ବାଜାରେ ରବିବାର ରାତିରେ ବର ଯାଇଥିବା ଦେଖିବାକୁ ମିଳିଛି। ସହରାଞ୍ଚଳରେ ରାତି ୧୦ଟା ପରେ ଡିଜେ ବାଜିବାକୁ ବାରଣ ରହିଛି। ହେଲେ…

ସିନ୍ଦୂର ପିନ୍ଧାଇ ବଳାତ୍କାର କରିବା ଘଟଣାର ଭିନ୍ନମୋଡ଼ : ଟଙ୍କା ପାଇଁ ବ୍ଲାକ୍‌ମେଲ୍‌ କରୁଛନ୍ତି ଯୁବତୀ

ଭୁୁବନେଶ୍ୱର,୮।୭(ବ୍ୟୁରୋ) : ଜଣେ ଯୁବତୀଙ୍କୁ ମଥାରେ ସିନ୍ଦୂର ଦେଇ ବଳାତ୍କାର ହୋଇଥିବା ନେଇ ଭୁବନେଶ୍ୱର ମହିଳା ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ…

ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୮।୭: ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ସୋମବାର ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଦସ୍ୟ ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ପାଇଁ ଯୋଜନା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା…

ଭୁବନେଶ୍ୱରରେ ଲାଗିବ ୫୦୦ ୱାଇ-ଫାଇ ହଟ୍‌ସ୍ପଟ୍‌

ଭୁବନେଶ୍ୱର,୮।୭(ବ୍ୟୁରୋ) : ଭୁବନେଶ୍ୱର ସହର ଅଳ୍ପ କିଛି ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଓ୍ବାଇ-ଫାଇ ସହର ହେବ। ସହରର ବିଭିନ୍ନ ସ୍ଥାନରେ ୫୦୦ରୁ ଅଧିକ ଓ୍ବାଇ-ଫାଇ ହଟ୍‌ସ୍ପଟ ଲଗାଯିବା…

ଶ୍ରୀମନ୍ଦିରରେ ଭକ୍ତଙ୍କଠାରୁ ଚୋରି, ୪ଗିରଫ

ପୁରୀ ଅଫିସ,୮।୭ : ଶ୍ରୀମନ୍ଦିରରେ ଭକ୍ତଙ୍କ ଠାରୁ ଚୋରି ଅଭିଯୋଗରେ ସିଂହଦ୍ୱାର ପୋଲିସ ରବିବାର ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ବାଲେଶ୍ୱରର ସତ୍ୟାନନ୍ଦ…

ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା : ୧୨୨ କେନ୍ଦ୍ରରେ ୨୭ ହଜାର ୬୧୬ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା

କଟକ ଅଫିସ,୮।୭: ସୋମବାର ସକାଳ ୯ଟାରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇଛି। ଏହା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ ୧୨୨ଟି କେନ୍ଦ୍ରରେ ମୋଟ ୨୭…

ଜେଲ ଗଲେ ୪ ଇଞ୍ଜିନିୟରିଂ ଛାତ୍ର

ଭୁବନେଶ୍ୱର/ଜଟଣୀ/ଯାଁଳା, ୮।୭(ବ୍ୟୁରୋ/ଡି.ଏନ୍‌.ଏ.) : ଇଞ୍ଜିନିୟରିଂ ପାଠ ପଢି ହାଇଟେକ ଉପାୟରେ ଲୁଟ କରୁଥିଲେ। ଏଭଳି ଏକ ଲୁଟେରା ଗ୍ୟାଙ୍ଗର ସଦସ୍ୟଙ୍କୁ ଧରିବାରେ ସଫଳ ହୋଇଛି ଜଟଣୀ ଥାନା…

ଶିଶୁଜନ୍ମ ହେବା ପରେ ଗଛ ନ ଲଗାଇଲେ ପଞ୍ଚାୟତରେ ହେବ ନାହିଁ ନାମ ପଞ୍ଜିକରଣ

ସୋଲମ,୮।୭: ହିମାଚଳ ସୋଲମ ଜିଲା ଝାହମାଜରିରେ ଥିବା ଭଟୋଲିକଲାଙ୍ଗ ପଞ୍ଚାୟତରେ ପରିବେଶକୁ ବଞ୍ଚାଇବା ଲାଗି ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଆୟୋଜିତ ଏକ ବିଶେଷ…

୧୨୭ତମ ଏକାମ୍ର ଐତିହ୍ୟ ପଦଯାତ୍ରା : ମନ୍ଦିର ଗାଥା ଶୁଣିଲେ ଅଷ୍ଟ୍ରେଲିଆ ଛାତ୍ରୀଛାତ୍ର

ଭୁବନେଶ୍ୱର,୮।୭(ବ୍ୟୁରୋ): ପୁରୁଣା ଭୁବନେଶ୍ୱରରେ ଖ୍ରୀଷ୍ଟପୂର୍ବ ୧୦ମ ଶତାବ୍ଦୀରେ ନିର୍ମିତ ଶୈବାଳୟ ମୁକ୍ତେଶ୍ୱର ମନ୍ଦିରରୁ ୧୨୭ତମ ଏକାମ୍ର ଐତିହ୍ୟ ପଦଯାତ୍ରା ରବିବାର ଆରମ୍ଭ ହୋଇଥିଲା। ୨୭ଜଣ ପର୍ଯ୍ୟଟକଙ୍କୁ ନେଇ…

କାଦୁଅ ରାସ୍ତାରେ ଧାନ ରୋଇଲେ ଗ୍ରାମବାସୀ

ମାଲକାନଗିର,୮।୭ (ଡି.ଏନ୍‌.ଏ): କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତି ଗ୍ରାମକୁ ପକ୍କା ରାସ୍ତା ଏବଂ ଗ୍ରାମ ଭିତରେ ସିମେଣ୍ଟ କଙ୍କ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ଅର୍ଥ ବ୍ୟୟ…