ଜ୍ୟୋତିରାଦିତ୍ୟଙ୍କୁ କଂଗ୍ରେସ ସଭାପତି କରିବାକୁ ପୋଷ୍ଟର ମାଧ୍ୟମରେ ଅନୁରୋଧ

ଭୋପାଳ,୮।୭: କଂଗ୍ରେସ ଦଳରେ ଏବେ ଏକ ପ୍ରକାର ଅସ୍ଥିରାବସ୍ଥା ଦେଖାଯାଇଥିବା ବେଳେ ଏଠାରେ ଇସ୍ତଫା ପତ୍ରର ଲାଇନ୍‌ ଲାଗିଛି। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା…

ଫିଟ୍‌ନେସ୍‌ ନ ଥିବା ସ୍କୁଲ୍‌ ବସ୍‌ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର,୮।୭(ବ୍ୟୁରୋ) : କୋମଳମତି ପିଲାଙ୍କ ଜୀବନ ସହ ଖେଳ ଖେଳୁଛନ୍ତି ଘରୋଇ ସ୍କୁଲ୍‌ କର୍ତ୍ତୃପକ୍ଷ। ସ୍କୁଲ୍‌ ବସ୍‌ଗୁଡ଼ିକରେ ପିଲାଙ୍କୁ ଅତି ବିପଜ୍ଜନକ ଅବସ୍ଥାରେ ନେବା ଆଣିବା କରାଯାଉଛି।…

୧୭ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ : ତାଲିକାରେ ଓଡ଼ିଶାର ନାହିଁ ସ୍ଥାନ

ଭୁବନେଶ୍ୱର,୮।୭(ବ୍ୟୁରୋ): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଦେଶର ୧୭ଟି ପ୍ରମୁଖ କୀର୍ତ୍ତିରାଜି ତଥା ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ ବେଳେ…

ଆଜି ହେରାପଞ୍ଚମୀ : ଲକ୍ଷ୍ମୀ ଠାକୁରାଣୀ ଭାଙ୍ଗିବେ ନନ୍ଦିଘୋଷ ରଥ

ପୁରୀ ଅଫିସ,୮।୭: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ିି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ଆଣି ନ ଥିବାରୁ…

ହୋଟେଲ ମାଲିକଙ୍କୁ ଗଳାକାଟି ହତ୍ୟା

କୋରେଇ,୮।୭(ସ୍ବ.ପ୍ର.): ଯାଜପୁର ଜିଲା ଏସ୍‌ପି ଅଫିସ୍‌ଠାରୁ ମାତ୍ର ୨୦୦ ମିଟର ଦୂର ପାଣିକୋଇଲି ବଜାରରେ ଥିବା ଏକ ହୋଟେଲରୁ ପୋଲିସ ରବିବାର ସକାଳେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ…

ଯମୁନା ଏକ୍ସପ୍ରେସ୍‌ ହାଇଓ୍ବେରେ ଦୁର୍ଘଟଣା: ନାଳକୁ ଖସିଲା ଯାତ୍ରୀବାହୀ ବସ୍‌; ୨୯ ମୃତ

ଆଗ୍ରା,୮।୭: ଉତ୍ତରପ୍ରଦେଶ ଯମୁନା ଏକ୍ସପ୍ରେସ୍‌ ହାଇଓ୍ବେରେ ସୋମବାର ଭୋର୍‌ ୪ଟା ୩୦ରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗ୍ରାର ଏତ୍‌ମାଦ୍‌ପୁରସ୍ଥିତ ଝରନା ନାଳରେ ଏକ ଯାତ୍ରୀବାହୀ ବସ୍‌…

ପିଏମ୍‌ କିଷାନ ଯୋଜନା : ୧୫ ସୁଦ୍ଧା ହିତାଧିକାରୀ ତାଲିକା ଦିଅ

ଭୁବନେଶ୍ୱର,୮।୭(ବ୍ୟୁରୋ) : ଆସନ୍ତା ୧୫ ତାରିଖ ସୁଦ୍ଧା ଯୋଗ୍ୟ ପିଏମ୍‌-କିଷାନ୍‌ ଯୋଜନା ହିତାଧିକାରୀଙ୍କ ତାଲିକା ପ୍ରଦାନ କର। କେନ୍ଦ୍ର ବହୁ ଦିନ ପୂର୍ବରୁ ତାଲିକା ମାଗିଥିଲେ ବି…

ରୋଗଣା ମା’ଙ୍କୁ ଜାଳିଦେବା ଘଟଣା : ଅଭିଯୁକ୍ତ ପୁଅ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ/ ପାଟଣାଗଡ/ ବେଲପଡା, ୮।୭ (ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ରାଡବାହାଲ ଗାଁରେ ଶଯ୍ୟାଶାୟୀ ବୃଦ୍ଧା ମା’ଙ୍କ ଦେହରେ କିରୋସିନ ଢାଳି…

ଏଲିଟ୍‌ କ୍ଲବ୍‌ରେ ଶାହିଦ୍‌ କପୁର

ମୁମ୍ବାଇ: ଆମିର, ସଲମାନ୍‌ ଓ ଶାହରୁଖଙ୍କ ଭଳି ଶାହିଦ୍‌ କପୁର ଏବେ ଏଲିଟ୍‌ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ବିଶେଷକରି ‘କବିର ସିଂ’ ଫିଲ୍ମର ସଫଳତା ତାଙ୍କୁ ଏଭଳି…

ଅନିଶ୍ଚିତତାରେ ରାହୁଲଙ୍କ ଟିମ୍‌ ଭବିଷ୍ୟତ

ନୂଆଦିଲ୍ଲୀ,୮ା୭(ପି.ଟି.): ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ଏବଂ କ୍ରମାଗତ ଭାବେ ଅନେକ ନେତାଙ୍କ ଇସ୍ତଫା ପରେ ଦଳରେ ଏବେ ଭିନ୍ନ ହାଓ୍ବା ବହୁଛି। ରାହୁଲ…