କେନ୍ଦ୍ରକୁ ମିଳିବ ଅତିରିକ୍ତ ୩୦ ହଜାର କୋଟି ଟିକସ

ନୂଆଦିଲ୍ଲୀ,୮-୭: ସାଧାରଣ ବଜେଟରେ ଅତି ଧନୀଙ୍କ ବ୍ୟକ୍ତିଗତ ଆୟକର ଏବଂ ପେଟ୍ରୋଲ-ଡିଜେଲ ଉପରେ ଶୁଳ୍କ ବୃଦ୍ଧି ଯୋଗୁ ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ରେ କେନ୍ଦ୍ର ସରକାରଙ୍କୁ ବାର୍ଷିକ…

ଆଜି ଆର୍‌ବିଆଇ ବୋର୍ଡକୁ ଉଦ୍‌ବୋଧନ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୮-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ଏଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୋର୍ଡ ବୈଠକରେ ଉଦ୍‌ବୋଧନ ଦେବେ। ବଜେଟ ଉପସ୍ଥାପନ ପରେ ଆର୍‌ବିଆଇ ସହ କେନ୍ଦ୍ର…

‘ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ’

ଭୁବନେଶ୍ୱର/ସମ୍ବଲପୁର/,୮।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ଟି ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସୁନ୍ଦରଗଡ଼, ପୁରୀ ଓ ତାଳଚେରରେ ମେଡିକାଲ କଲେଜ ସ୍ଥାପନ କରିବାକୁ ରାଜ୍ୟ ସରକାର ସ୍ଥିର…

ଏୟାର ଇଣ୍ଡିଆ ସମ୍ପୂର୍ଣ୍ଣ ବିକ୍ରି ହେବ

ନୂଆଦିଲ୍ଲୀ,୮-୭: କେନ୍ଦ୍ର ସରକାର କ୍ଷତିରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆକୁ ବିକ୍ରି କରିଦେବା ଲାଗି ନୂତନ ଭାବେ ବିଚାର କରୁଛନ୍ତି। ନୂଆ ଯୋଜନାନୁଯାୟୀ,…

ଭାଜପା ଏମ୍‌ପିଙ୍କ ବିମାନରେ ମୁମ୍ବାଇ ଯାଇଛନ୍ତି ଅସନ୍ତୁଷ୍ଟ ବିଧାୟକ

ବେଙ୍ଗାଲୁରୁ,୮ା୭(ପି.ଟି.): କର୍ନାଟକର ଅସନ୍ତୁଷ୍ଟ କଂଗ୍ରେସ ଏବଂ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେବା ପରେ ଯେଉଁ ଚାର୍ଟାର୍ଡ ବିମାନରେ ମୁମ୍ବାଇ ଯାଇଛନ୍ତି, ତାହା ଭାଜପାର ରାଜ୍ୟ ସଭା ସଦସ୍ୟ…

ପିତବାସପୁରରେ ବହପୁଛେ କିଡ଼୍‌ନୀ ରୋଗ୍‌: ଚେତି ଶୁଇଛେ ସୁଆସ୍‌ତିଅ ବିଭାଗ

କୋକସରା, ୮ା୭( ଡି.ଏନ୍‌.ଏ):  କୋକସରା ବ୍ଲକ ଲଡ଼ୁଗାଁ ପଁଚେତ୍‌ ପିତବାସପୁର ଗାଁରେ କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। ଇ ରୋଗ୍‌ରେ ବଛ୍‌ରେ ଭିତରେ ଝନ୍‌କର ମୁରତୁ ହେଇଥିଲାବେଲେ…

ଭୟରେ ଛତ୍ରଭଙ୍ଗ

ନୂଆଦିଲ୍ଲୀ,୮ା୭(ପି.ଟି.): ପୁଲ୍‌ଓ୍ବାମାରେ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଭାରତୀୟ ବାୟୁସେନା ଫେବୃୟାରୀ ୨୬ରେ ବାଲାକୋଟରେ ଥିତ୍ବା…

ଅନୁଭବୀ ଲୋକ ସଫଳ ନେତୃତ୍ୱ ନେଇପାରିବେ

ସୋନପୁର, ୮।୭(ନି.ପ୍ର) ପଶ୍ଚିମ ଓଡିଶା ବରିଷ୍ଠ ନାଗରିକଙ୍କ ସମାବେଶ ସୁବର୍ଣ୍ଣପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଆୟୋଜିତ ଏହି…

ବୁରୁଧ୍‌ ଉପରେ ୨ ଦିବ୍ୟାଙ୍ଗ ଝି’ର ବୋଝ୍‌

ଲୋଇସିଂହା, ୮।୭(ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗାଁର ବୁରୁଧ୍‌ ଅମର ଭୋଇ(୯୦)। ମାଏକିନାର ମୁରତୁ ଉତାରୁ ଦୁଇ ଦିବ୍ୟାଙ୍ଗ ଝି’କେ ନେଇ ତାକର ସଁସାର।…

ପଦରୁ ଇସ୍ତଫା ଦେଲେ ମିଲିନ୍ଦ, ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୮ା୭(ପି.ଟି.): କଂଗ୍ରେସ ଦଳରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ରବିବାର ମିଲିନ୍ଦ ଦେଓରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ସାଂଗଠନିକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇ କଂଗ୍ରେସ ସଭାପତି ପଦରୁ…