ପାରାଦୀପରେ ଅଲ୍‌ ଓଡ଼ିଶା ଶ୍ରମିକ ସମାବେଶ

ପାରାଦୀପ,୮।୭(ସ୍ବ.ପ୍ର.): ପାରାଦୀପର ଜୟଦେବ ସଦନ ସମ୍ମୁଖ ପଡ଼ିଆରେ ରବିବାର ସନ୍ଧ୍ୟାରେ ଅଲ୍‌ ଓଡ଼ିଶା ଶ୍ରମିକ ସମାବେଶ ଅନୁଷ୍ଠିତ ହୋଇଛି। ଏଫ୍‌ସିଆଇ (ଫୁଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ), ପାରାଦୀପ…

ସୁନାନଦୀର ସୁରକ୍ଷା ପାଇଁ ଜଳମାନବଙ୍କ ଯୋଡ଼ା ଗସ୍ତ: ଟାଟା କମ୍ପାନୀକୁ ଦେଲେ ଚେତାବନୀ

ଯୋଡ଼ା, ୮।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଜୀବନରେଖା ସୁନାନଦୀ। ଏଥିରେ ବେଆଇନ୍‌ ବନ୍ଧ ନିର୍ମାଣ ଉପରେ ସମୀକ୍ଷା କରିବା ପାଇଁ ରମନ ମାଗସେସ୍‌ ପୁରସ୍କାରପ୍ରାପ୍ତ ଜଳମାନବ ଡ.…

ନିଖୋଜ ୮ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କଲା କୋଷ୍ଟଗାର୍ଡ

ପାରାଦୀପ,୮ା୭(ସ୍ବ.ପ୍ର.): ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ଦୀର୍ଘ ୧୧ ଦିନ ଧରି ସମୁଦ୍ରରେ ନିଖୋଜ ଥିବା ୮ ମତ୍ସ୍ୟଜୀବୀଙ୍କ ସହ ଏକ ମାଛଧରା ବୋଟକୁ ଉଦ୍ଧାର କରିଛି।…

ପାହାଡ଼ ଉପରେ ହେମଘର ଶୈବପୀଠ

କେନ୍ଦୁଝର, ୮ା୭ (ସ୍ବ.ପ୍ର.)-ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚୟତର କାଦଗଡ ଗ୍ରାମ ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟମୟ ପରିବେଶ ମଧ୍ୟରେ ହେମଘର ପାହାଡ଼। ଜଙ୍ଗଲ ଓ ପାହାଡ ପରିବେଶରେ…

ଗଛମୂଳେ ଚାଲିଛି ମଧ୍ୟାହ୍ନଭୋଜନ

ଚମ୍ପୁଆ, ୮ା୭(ଡି.ଏନ୍‌.ଏ): ସମସ୍ତେ ପଢ଼ିବେ ସମସ୍ତେ ବଢ଼ିବେ ଆଧାରରେ ସରକାର ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ଶିକ୍ଷାର ଉନ୍ନତି ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଥମରୁ ୮ମ…

ସମସ୍ୟା ଘେରରେ କଣ୍ଟିଲୋ ମହାବିଦ୍ୟାଳୟ : ପାଚେରି ନିର୍ମାଣ ଓ ପାନୀୟ ଜଳ ବ୍ୟବସ୍ଥା ନେଇ ବିଧାୟକଙ୍କ ପ୍ରତିଶ୍ରୁତି

ଖଣ୍ଡପଡ଼ା,୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ଶନିବାର ବ୍ଲକସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟଅତିଥି ଭାବେ ଖଣ୍ଡପଡ଼ା ବିଧାୟକ…

ଅସୁର କୁମାରୀ ପୀଠରେ ଚାରାରୋପଣ

ରଣପୁର,୮ା୭(ସ୍ବ.ପ୍ର.): ବନ ମହୋତ୍ସବ ସପ୍ତାହର ଶେଷ ଦିବସରେ ନୟାଗଡ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟ ପଞ୍ଚାୟତସ୍ଥ ମା’ ଅସୁର କୁମାରୀ ପୀଠରେ ଖୋର୍ଦ୍ଧା ବନଖଣ୍ଡ ପକ୍ଷରୁ…

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲଛେତ୍ରୀଙ୍କ ଡବଲ ଗୋଲ ସତ୍ତ୍ୱେ ଭାରତ ପରାସ୍ତ

ଅହମ୍ମଦାବାଦ, ୮।୭-ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚରେ ଶନିବାର ଭାରତ ୨-୪ ଗୋଲ ବ୍ୟବଧାନରେ ତାଜିକ୍‌ସ୍ତାନଠାରୁ ହାରିଯାଇଛି। ମ୍ୟାଚରେ ସୁନୀଲ ଛେତ୍ରୀ ଦୁଇଟି ଗୋଲ୍‌ ସ୍କୋର…

ଶୋଚନୀୟ ଅବସ୍ଥାରେ ହାଟବସ୍ତ-ପାଟବନ୍ଧ ରାସ୍ତା : ତୁରନ୍ତ କାମ ସାରିବାକୁ ଦାବି

ବୋଲଗଡ଼,୮।୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଅନ୍ତର୍ଗତ ହାଟବସ୍ତଠାରୁ ଖଲ୍ଲିକୋଟ ମଧ୍ୟ ଦେଇ ପାଟବନ୍ଧ ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାଟି ବର୍ତ୍ତମାନ ନିର୍ମାଣ ନ ହୋଇ ଅଧାପନ୍ତରିଆ ଅବସ୍ଥାରେ…

ଜାତୀୟ ବାଳିକା ଚେସ୍‌: ସାଇନା ସାଲୋନିକାଙ୍କୁ ରୌପ୍ୟ

ଭୁବନେଶ୍ୱର, ୮।୭ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଆ ଚେସ୍‌ ପ୍ରତିଭା ତଥା ଓ୍ବିମେନ ଫିଡେ ମାଷ୍ଟର (ଡବ୍ଲ୍ୟୁଏଫ୍‌ଏମ୍‌) ସାଇନା ସାଲୋନିକା ତାଙ୍କ ଜ୍ୱାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସଫଳତାର…