ଓ୍ବାଦେ, ମାର୍ଶଙ୍କୁ ଡକାରା

ମାଞ୍ଚେଷ୍ଟର,୭।୭(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବାଦେ ଓ ମିଚେଲ ମାର୍ଶଙ୍କୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରେ ଯୋଗଦେବାକୁ ଡାକରା ଦିଆଯାଇଛି। ଏମାନେ ଅଷ୍ଟ୍ରେଲିଆ ଦଳର ଉସ୍ମାନ ଖ୍ବାଜା ଓ…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ ଅମ୍ପାୟର ଇଲିଂଓ୍ବର୍ଥ, କେଟିଲବର୍ଗ

ଲିଡ୍ସ,୭।୭(ପିଟି)- ଚଳିତ ବିଶ୍ୱକପ୍‌ର ପ୍ରବଳ ଦାବୀଦାର ଭାରତ ଓ ଗତ ଥରର ଉପବିଜେତା ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ମାଞ୍ଚେଷ୍ଟରଠାରେ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଖେଳାଯିବ।…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

କେନ୍ଦୁଝର,୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ କମଲାଙ୍ଗି ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଆହତ ହୋଇଛନ୍ତି। ରବିବାର ସକାଳେ ପାଖ ଜଙ୍ଗଲକୁ ହରେକୃଷ୍ଣ ବିଶୋୟୀ ଶୌଚ ହେବାକୁ…

କୋପା ଆମେରିକା: ଆର୍ଜେଣ୍ଟିନାକୁ ବ୍ରୋଞ୍ଜ

ରିଓ ଡେ ଜାନିରୋ,୭।୭(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ଚିଲିକୁ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି।…

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ: ଗଲାଣି ୫୦ ଜଣଙ୍କ ଜୀବନ

ଗୁଆହାଟି,୭ା୭: ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଦେଖାଦେଇଛି। ଏଥିଯୋଗୁ ୫୦ ଜଣଙ୍କ ଜୀବନ ଗଲାଣି ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ପ୍ରକାଶ କରିଛନ୍ତି। ଜୁଲାଇ ୫…

ରାଶିଫଳ: ସୋମବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଚନ୍ଦ୍ରର କେନ୍ଦ୍ରରେ ଓ ରାଶିର ନବମରେ ଶନି ଆପଣଙ୍କୁ ମାଙ୍ଗଳିକ କାର୍ଯ୍ୟରେ ନିଯୁକ୍ତ କରାଇବ। ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ…

ଏହି ଦଳର ଅଧିନାୟକଙ୍କ ଦୃଢୋକ୍ତି: ଭାରତ-ଇଂଲଣ୍ଡ ମଧ୍ୟରେ ଫାଇନାଲ ଖେଳାଯିବ

ଲଣ୍ଡନ, ୭।୭: ଆଇସିସି ବିଶ୍ୱକପର ଶେଷ ଲିଗ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ମାତ୍ର ୧୦ ରନ୍‌ରେ ପରାସ୍ତ କରି ବିଜୟର ସହ ବିଶ୍ୱକପରୁ ବିଦାୟ ନେଇଛି ଦକ୍ଷିଣ ଆଫ୍ରିକା।…

ଫାଇନାଲରେ କାଶ୍ୟପ

କାଲଗାରି,୭।୭(ପି.ଟି.)- ପୂର୍ବତନ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଏଠାରେ ଚାଲିଥିବା କାନାଡା ଓପନ ୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ୬ଷ୍ଠ ସିଡ୍‌ ଭାରତୀୟ…

ନିଜେ ଫିଟ୍‌ ଥିବା ଦର୍ଶାଇଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୭।୭: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ତାଙ୍କ ଫିଟ୍‌ନେସ୍‌ର ଅସଲ ଗୁମର ଖୋଲିଛନ୍ତି। ସେ ତାଙ୍କ ଟୁଇଟର ଆକାଉଣ୍ଟରେ ସ୍କ୍ବାସ୍‌ ଖେଳୁଥିବାର ଏକ ଫଟୋ…

ଡକାୟତି ଉଦ୍ୟମ ପଣ୍ଡ : ୫ କୋର୍ଟ ଚାଲାଣ,୩ ଫେରାର

ସୋରଡ଼ା,୭।୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଲାଠିପଡ଼ା ଅଞ୍ଚଳରେ ଡକାୟତି ଉଦ୍ୟମ କରୁଥିବା ୮ ଜଣିଆ ଡକାୟତ ଦଳ ମଧ୍ୟରୁ ୫ ଜଣଙ୍କୁ ପୋଲିସ ଗିରଫ…