କମଲନାଥ ଆରମ୍ଭ କଲେ ସ୍କୁଲ୍‌ ଚଲୋ ଅଭିଯାନ

ଭୋପାଳ,୭।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ରବିବାର ସ୍କୁଲ ଚଲୋ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଛିନ୍ଦ୍‌ଓ୍ବାଡାରେ ଏହି ଅଭିଯାନର ଆରମ୍ଭ କରାଯାଇଛି। ଶିଶୁଙ୍କୁ ଶିକ୍ଷାଦାନ ଅଧିକାରରୁ ବଞ୍ଚିତ…

ତାହିର, ଡୁମିନିଙ୍କ ଅବସର

ମାଞ୍ଚେଷ୍ଟର,୭।୭- ଭେଟେରାନ ସ୍ପିନର ଇମ୍ରାନ ତାହିର ଓ ଜେପି ଡୁମିନି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି। ଏଠାରେ ଖେଳାଯାଇଥିବା ଚଳିତ ବିଶ୍ୱକପ୍‌ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ…

ଲୋପ ପାଇବାକୁ ବସିଲେଣି ଘରଚଟିଆ,ଚିନ୍ତାରେ ପରିବେଶବିତ୍‌

ଭବାନୀପାଟଣା,୭।୭(ଡି.ଏନ୍‌.ଏ.): ପ୍ରତ୍ୟେକ ଦିନ ଆମ ଚତୁଃପାର୍ଶ୍ୱରେ ଭିନ୍ନ ଭିନ୍ନ ପ୍ରକାର ପକ୍ଷୀ ଦେଖିଥାଉ। ଘରଚଟିଆ ସେଥିମଧ୍ୟରୁ ଅନ୍ୟତମ। ଏବେ ଘରଚଟିଆ ଧୀରେ ଧୀରେ କଳାହାଣ୍ଡି ଜିଲାର ବିଭିନ୍ନ…

୬ ମାସରେ ୨୦ ଦେଶରେ ୩୮ ଖବରଦାତାଙ୍କୁ ହତ୍ୟା; ଲାଟିନ୍‌ ଆମେରିକାରେ ସର୍ବାଧିକ

ଜେନେଭା,୭।୭: ଚଳିତ ବର୍ଷ ଜାନୁୟାରୀଠାରୁ ଜୁନ୍‌ ମଧ୍ୟରେ ଗତ ୬ ମାସରେ ୨୦ ଦେଶରେ ୩୮ ଜଣ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଜେନେଭା ସ୍ଥିତ ପ୍ରେସ୍‌ ଏମ୍ବଲେମ୍‌…

୩୮ ବର୍ଷରେ ପାଦ ଦେଲେ ଧୋନୀ

ଲିଡ୍ସ,୭।୭- ଭେଟେରାନ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ରବିବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ…

ଦୁଇ ଗୋରୁ ବୋଝେଇ କଣ୍ଟେନର ଜବତ, ୧୦୭ ଗୋରୁ ଉଦ୍ଧାର, ୩ ଗିରଫ

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ପୋଲିସ ପକ୍ଷରୁ ରବିବାର ବେଆଇନ ଗୋରୁ ବୋଝେଇ ଗାଡ଼ି ଉପରେ ଚଢ଼ାଉ କରାଯାଇ ଦୁଇଟି କଣ୍ଟେନର ଜବତ ସହ ୧୦୭ ଗୋରୁଙ୍କୁ…

୧୨୫ ବର୍ଷ ଧରି ଏହି ଗାଁରେ ଅନୁଷ୍ଠିତ ହୋଇଆସୁଛି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ

ଭୋପାଳ,୭।୭: ମଧ୍ୟପ୍ରଦେଶ ଦମୋହ ଜିଲାରେ ଗତ ୧୨୫ ବର୍ଷ ଧରି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଅନୁଷ୍ଠିତ ହୋଇଆସୁଛି। ସ୍ଥାନୀୟ ବକାୟନ ଗାଁରେ ଏହି ଉତ୍ସବ ପ୍ରତିବର୍ଷ ଆୟୋଜିତ…

ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କର୍ଣ୍ଣପାଳ ଗ୍ରାମ କଦମ୍ବଘାଟ ସାହିର ନୂଆଦେଇ ମାଝି (୬୧) ରବିବାର ସକାଳେ ଘରଠାରୁ ୫୦୦ମିଟର ଦୂର ଆଉଁଳି ନଦୀରୁ ଗାଧୋଇ…

୧୪ ବର୍ଷରେ ୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ; ୨୮ ଶହ କୋଟି ଖର୍ଚ୍ଚ ପରେ ବି ମାୟାନଗରୀ ବର୍ଷାରେ ହେଉଛି ଉବୁଟୁବୁ

ମୁମ୍ବାଇ,୭।୭: ମୌସୁମୀକୁ ଦେଶସାରା ଅପେକ୍ଷା କରୁଥିବାବେଳେ ଏହାକୁ ନେଇ ମାୟାନଗରୀ ମୁମ୍ବାଇର ଲୋକେ ଭୟ କରିଥାନ୍ତି। ପ୍ରତିବର୍ଷ ବର୍ଷା ଋତୁରେ ପାଣିରେ ଏହି ସହର ଉବୁଟୁବୁ ହୋଇଥାଏ।…

ଇସ୍ରାଏଲ୍‌ ସମୁଦ୍ର କୂଳରେ ଶହ ଶହ ଜେଲି ଫିଶ୍‌: ସରକାର ଜାରି କଲେ ସତର୍କ ସୂଚନା

ଜେରୁଜେଲମ୍‌,୭।୭: ଇସ୍ରାଏଲ୍‌ ସମୁଦ୍ର କୂଳରେ ଶହ ଶହ ଜେଲି ଫିଶ୍‌ ଜମା ହେବାରେ ଲାଗିଛନ୍ତି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ…