ଅର୍ଦ୍ଧାହାରରେ ରହିଲେ ୮ଶହ ହରିଣ ଜାତୀୟ ପ୍ରାଣୀ

ବାରଙ୍ଗ,୭।୭(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶନିବାର ତୃଣଭୋଜି ସଫାରିରେ ଥିବା ହରିଣଜାତୀୟ ପ୍ରାଣୀମାନେ ଅର୍ଦ୍ଧାହାରରେ ରହିଥିବାର ଜଣାପଡିଛି। ଆବଶ୍ୟକତାଠାରୁ କମ୍‌ ପରିମାଣର ଦାନା ଷ୍ଟୋରରେ ଥିବା ଯୋଗୁ ଏଭଳି…

ଜଗତ୍‌ସିଂହପୁର ଜିଲା ଚିଠି: କାଗଜପତ୍ରରେ କଟକଣା, ଟ୍ରାଫିକ ସମସ୍ୟା ଜଟିଳ

ଜଗତ୍‌ସିଂହପୁର ଜିଲାରେ ଟ୍ରାଫିକ ସମସ୍ୟା ଜଟିଳ ହୋଇପଡିଛି। ପ୍ରତ୍ୟହ କେଉଁଠି ନା କେଉଁଠି ଦୁର୍ଘଟଣାରେ ଧନଜୀବନ ହାନି ଘଟୁଛି। ଏହାର ପ୍ରତିକାର ପାଇଁ ଯଦିଓ ଜିଲା ପ୍ରଶାସନ…

କର୍ନାଟକ ଷଡ଼ଯନ୍ତ୍ର ପଛରେ ମୋଦି ସରକାର: କଂଗ୍ରେସର ଅଭିଯୋଗ

ନୂଆଦିଲ୍ଲୀ,୭ା୭(ଆଇଏଏନ୍‌ଏସ୍‌): କର୍ନାଟକ ଶାସକ ମେଣ୍ଟରୁ ୧୪ ବିଧାୟକ ଇସ୍ତଫା ଦେବା ଘଟଣାରେ କଂଗ୍ରେସ ଭାଜପାକୁ ଦୋଷାରୋପ କରିଛି। ଦଳବଦଳ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଷଡ଼ଯନ୍ତ୍ର…

ଟୋଲ୍‌ ପ୍ଲାଜା କର୍ମଚାରୀଙ୍କୁ ମାଡ଼ ମାରିଲେ ଭାଜପା ଏମ୍‌ପିଙ୍କ ଅଙ୍ଗରକ୍ଷୀ

ଆଗ୍ରା,୭ା୭: ଭାଜପା ନେତାମାନଙ୍କ ହିଂସାକାଣ୍ଡକୁ ବରଦାସ୍ତ କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେତାବନୀ ଦେବାର ୩ ଦିନ ପରେ ଦଳର ଜଣେ ଏମ୍‌ପିଙ୍କ ଉପସ୍ଥିତିରେ…

ମୁଖ୍ୟମନ୍ତ୍ରୀଙ୍କୁ ସମୀକ୍ଷା ରିପୋର୍ଟ ଦେଲେ ସବୁ ମନ୍ତ୍ରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ସମସ୍ତ ମନ୍ତ୍ରୀଙ୍କୁ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିବାକୁ…

ଅମର୍ତ୍ତ୍ୟ ସେନ୍‌ଙ୍କୁ ଭାଜପାର ସମାଲୋଚନା

କୋଲକାତା,୭ା୭: ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ ‘ଜୟ ଶ୍ରୀରାମ’ ପଶ୍ଚିମବଙ୍ଗର ସଂସ୍କୃତି ନୁହେଁ, ଏହା ଲୋକଙ୍କୁ ପିଟିବା ଲାଗି ଉଦ୍ଦିଷ୍ଟ ବୋଲି…

ଅରୁଣ ବୋଥ୍ରା ହେଲେ ‘କ୍ରୁଟ’ ପରିଚାଳନା ନିର୍ଦ୍ଦେଶକ

ଭୁବନେଶ୍ୱର, ୭।୭(ବ୍ୟୁରୋ): ଓଡ଼ିଶା ପୋଲିସ ତଥା ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ (ସିଆଇଡି), କ୍ରାଇମ୍‌ ବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଶନିବାର ଅତିରିକ୍ତ ଦାୟିତ୍ୱ ମିଳିଛି। ଏବେଠାରୁ ତାଙ୍କୁ…

ପାଟକୁରାରେ ଭାଜପା ନିଜସ୍ବ ଢଙ୍ଗରେ ଲଢ଼ି ଜିତିବ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୭।୭(ବ୍ୟୁରୋ): ପାଟକୁରା ନିର୍ବାଚନ ତାରିଖ ଘୋଷଣା ହେବାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିଜେଡି ରଣନୀତି ଅନୁଯାୟୀ ପ୍ରଚାର କାର୍ଯ୍ୟକ୍ରମ…

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ମାମଲା: ଭାଜପାର ପୂର୍ବତନ ଏମ୍‌ପିଙ୍କ ସମେତ ୭ ଦୋଷୀ

ଅହମଦାବାଦ,୭ା୭(ପି.ଟି.): ୨୦୧୦ରେ ସୂଚନା ଅଧିକାର କର୍ମୀ ଅମିତ ଜେଠଓ୍ବାଙ୍କୁ ଗୁଳିକରି ହତ୍ୟା କରାଯିବା ଘଟଣାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଶନିବାର ଭାଜପାର ପୂର୍ବତନ ଏମ୍‌ପି ଦିନୁ ସୋଲାଙ୍କି…

ନୀରବଙ୍କଠୁ ୭୨୦୦ କୋଟି ଅସୁଲ କରିବ ବ୍ୟାଙ୍କ

ନୂଆଦିଲ୍ଲୀ,୬-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)କୁ ଶନିବାର ଭଲ ଖବର ମିଳିଛି। ଡେଟ୍‌ ରିକଭରୀ ଟ୍ରିବ୍ୟୁନାଲ(ଡିଆର୍‌ଟି) ତାଙ୍କର ଅନ୍ତିମ ରାୟ ଶୁଣାଇଛନ୍ତି। ପିଏନ୍‌ବି ମହାଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ହୀରା…