କର୍ପୋରେଟ ଟିକସ ହ୍ରାସକୁ ଶିଳ୍ପ ବିଶେଷଜ୍ଞଙ୍କ ସ୍ବାଗତ

ଭୁବନେଶ୍ୱର,୭-୭(ବ୍ୟୁରୋ): ୨୦୧୯-୨୦ ଆର୍ଥତ୍କ ବର୍ଷ ବଜେଟରେ କର୍ପୋରେଟ ଟିକସ ହ୍ରାସ ଘୋଷଣାକୁ ଶିଳ୍ପ ବିଶେଷଜ୍ଞମାନେ ସ୍ବାଗତ ଜଣାଇଛନ୍ତି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ପୁଞ୍ଜି ଯୋଗାଣ, କ୍ଷୁଦ୍ର ବ୍ୟବସାୟୀଙ୍କ ଲାଗି…

ଖରସ୍ରୋତା ନଦୀବନ୍ଧ ରାସ୍ତା ଶୋଚନୀୟ: ଯାତାୟାତରେ ଅସୁବିଧା

ବିଞ୍ଝାରପୁର,୭।୭(ଡି.ଏନ.ଏ)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଖରସ୍ରୋତା ନଦୀବନ୍ଧ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇଛି। ନଦୀରୁ ବାଲି ଉଠାଇ ଟ୍ରାକ୍ଟର ଓ ଟ୍ରକ୍‌ଗୁଡିକ ଏହି ରାସ୍ତାଦେଇ ଯାତାୟାତ…

ଭାଜପା ସଦସ୍ୟ ସଂଗ୍ରହ ଅଭିଯାନ: ‘ସମାଲୋଚକ ପେସାଦାର ନିରାଶାବାଦୀ’

ବାରାଣସୀ,୭ା୭(ଆଇଏଏନ୍‌ଏସ୍‌); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କ ନିଜ ନିର୍ବାଚନମଣ୍ଡଳୀ ବାରାଣସୀରୁ ଶାସକ ଦଳ ଭାଜପାର ସଭ୍ୟସଂଗ୍ରହ ଅଭିଯାନ ଶୁଭାରମ୍ଭ କରିଛନ୍ତି। ସବୁ ବର୍ଗର ଲୋକଙ୍କୁ ଗୈରିକ…

୫ଲକ୍ଷ କୋଟି ଡଲାର ଅର୍ଥନୀତି ପାଇଁ ରହିଛି ବହୁ ଆହ୍ବାନ

ନୂଆଦିଲ୍ଲୀ,୭-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ଦେଶକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତି ଆଡକୁ ନେଇଯିବା ଲାଗି…

ଶାରଳା ପୀଠରେ ଅବ୍ୟବସ୍ଥା: ଖୋଲାଖୋଲି ଚାଲିଛି ଶୋଷଣ, ଶ୍ରଦ୍ଧାଳୁ ଅସନ୍ତୁଷ୍ଟ

ଜଗତ୍‌ସିଂହପୁର ଅଫିସ,୭।୭: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳା। ମା’ଙ୍କ ମନ୍ଦିର କେବଳ ଜିଲାରେ ନୁହେଁ, ସମଗ୍ର ଦେଶରେ ପ୍ରସିଦ୍ଧି ଲାଭ କରିଛି। ତେଣୁ ପ୍ରତ୍ୟହ ଏଠାକୁ…

ସ୍ବାଭାବିକ ବର୍ଷା, କୃଷି କାର୍ଯ୍ୟ ଆଗେଇଲା

ସୋନପୁର, ୭।୭(ନି.ପ୍ର.) ବିଳମ୍ବିତ ମୌସୁମୀ ଓ ସ୍ବଳ୍ପ ବୃଷ୍ଟିପାତ ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ଚଳିତ ଖରିଫ ଚାଷ ପ୍ରାରମ୍ଭିକ ଅବସ୍ଥାରେ ପ୍ରଭାବିତ ହୋଇଥିଲା। କିନ୍ତୁ କାଳବୈଶାଖୀ ଓ…

ସୁସ୍ଥ ପରିବେଶ ପାଇଁ ବୃକ୍ଷରୋପଣ ଜରୁରି

ସୋନପୁର, ୭।୭(ନି.ପ୍ର) ସୁବର୍ଣ୍ଣପୁର ଜିଲା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ମହୋତ୍ସବରେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ…

ଅଭିଯୋଗ ସତ୍ତ୍ୱେ ନୀରବ ରହିଲା ପୋଲିସ: ମରଣାନ୍ତକ ଆକ୍ରମଣକାରୀକୁ ଥାନାକୁ ଅଣାଗଲା ନାହିଁ

ବଡ଼ଗାଁ, ୭।୭ (ଡି.ଏନ.ଏ)-ବଡ଼ଗାଁ ଥାନା ପୋଲିସ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ଅଭିଯୋଗ ସତ୍ତ୍ବେ ଥାନାକୁ ନ ଆଣି ହାତବାନ୍ଧି ବସି ରହିବା ଭଳି ଘଟଣା…

୮ରେ ହିଙ୍ଗୁଳା ମନ୍ଦିର ରତ୍ନମୁଦ

ତାଳଚେର, ୭ା୭(ନି.ପ୍ର.) - ମା’ ହିଙ୍ଗୁଳାଙ୍କ ନୂତନ ଭବ୍ୟ ମନ୍ଦିରର ପବିତ୍ର ରନତ୍ମୁଦ ଉତ୍ସବ ଆସନ୍ତା ୮ ତାରିଖ ହେରା ପଞ୍ଚମୀ ଦିନ ତାଳଚେର ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା…

ମଦ ଭାଟି ମ୍ୟାନେଜରଙ୍କଠାରୁ ୫ ଲକ୍ଷ ଲୁଟ୍‌ ଘଟଣା : ଡକାୟତି ଗ୍ୟାଙ୍ଗର ୪ ଗିରଫ, ୩ ଫେରାର

ବଅଁରପାଳ, ୭।୭ (ଡି.ଏନ୍‌.ଏ) - ହିନ୍ଦୋଳ ମଦଭାଟି ମ୍ୟାନେଜର ସୌରଭ ଯାଦବଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ସମ୍ପୃକ୍ତ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍‌ଙ୍କ ସମେତ ୪ଜଣଙ୍କୁ…