ଜନ୍ମଦିନରେ କିଛି ଫଟୋ ଶେୟାର କରି ସ୍ମୃତିକୁ ତାଜା କଲେ ରଣବୀର

ଜୁଲାଇ ୬ ଅର୍ଥାତ ଆଜି ରଣବୀର ସିଂହଙ୍କ ଜନ୍ମଦିନ। ଚଳିତବର୍ଷ ରଣବୀର ୩୪ତମ ଜନ୍ମ ଦିବସ ପାଳନ କରୁଛନ୍ତି। ବ୍ୟସ୍ତତା ଭିତରେ ନିଜ ପରିବାରକୁ ରଣବୀର ସମୟ…

୧ ଲକ୍ଷ ଝିଅଙ୍କ ବିବାହ କରାଇବେ ଯୋଗୀ ସରକାର

ଲକ୍ଷ୍ନୌ,୬।୭: ସାମୁହିକ ବିବାହ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଲକ୍ଷେ ଗରିବ ଝିଅଙ୍କ ବିବାହ କରିବାକୁ ସ୍ଥିର କରିଛନ୍ତି। ତେବେ ଏହି ବିବାହକୁ ଖୁବ୍‌…

ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା। ତେବେ…

ନ୍ୟାୟ ପାଇଁ ରାଷ୍ଟ୍ରପତିଙ୍କୁ ରକ୍ତରେ ଚିଠି ଲେଖିଲେ ୨ ଯୁବତୀ

ଚଣ୍ଡିଗଡ଼,୬।୭: ନ୍ୟାୟ ପାଇଁ ପଞ୍ଜାବର ୨ ଜଣ ଯୁବତୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ରକ୍ତରେ ଚିଠି ଲେଖିଛନ୍ତି। ସ୍ଥାନୀୟ ମୋଗା ସହରରେ ବାସ କରୁଥିବା ଏହି…

କଂଗ୍ରେସକୁ ଯୁବ ଅଧ୍ୟକ୍ଷ ଦରକାର: ଅମରିନ୍ଦର

ନୂଆଦିଲ୍ଲୀ,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ନିଜ ମତ ରଖିଛନ୍ତି। କଂଗ୍ରେସର ବୁଡ଼ିଯାଉଥିବା ନୌକାକୁ…

ରାହୁଲଙ୍କୁ ମିଳିଲା ଜାମିନ

ପାଟନା,୬।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଶନିବାର ଏକ ମାନହାନି ମାମଲାରେ ଜାମିନ ମିଳିଛି। ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ରାହୁଲଙ୍କ ନାଁରେ ଗତ…

ପ୍ରଥମେ ବୋଲିଂ କରିବ ଭାରତ

ଲିଡ୍ସ,୬।୭- ଚଳିତ ବିଶ୍ୱକପ୍‌ରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବୋଲିଂ କରିବାକୁ ଆମନ୍ତ୍ରଣ ପାଇଛି। ଗ୍ରାଉଣ୍ଡରେ ପ୍ରଥମେ ବ୍ୟାଟିଂ କରିଥିବା…

ଲୋକ ସଭା, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୬।୭: ଅଲ ଇଣ୍ଡିଆ ଆନ୍ନା ଦ୍ରାଭିଡ ମୁନେତ୍ରା କାଜଗମ(ଏଆଇଏଡିଏମ୍‌କେ) ଶନିବାର ତା’ର ଲୋକ ସଭା ଓ ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜୟାଲଳିଥାଙ୍କ…

ଲିବ୍ୟା ଗୃହଯୁଦ୍ଧ: ୩ ମାସରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଲା; ସଂଘର୍ଷ ବିରାମ ପାଇଁ ଜାତିସଂଘର ଅପିଲ୍‌

ତ୍ରିପୋଲି, ୬।୭: ଲିବ୍ୟାରେ ଜାରି ରହିଥିବା ଗୃହଯୁଦ୍ଧ ସଙ୍କଟ ଜନକ ସ୍ଥିିତିରେ ପହଞ୍ଚିଛି। ଗତ ୩ ମାସ ମଧ୍ୟରେ ଏଠାରେ ଏକ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ…

ଜାତୀୟ ଚୁମ୍ବନ ଦିବସ: ୧୦ସେକେଣ୍ଡର ୮୦ ନିୟୁତ ଅଣୁଜୀବ ଚୁମ୍ବନରେ ହୋଇଥାନ୍ତି ସଂକ୍ରମିତ

ଲଣ୍ଡନ,୬।୭: ଜୁଲାଇ ୬ରେ ବ୍ରିଟେନ୍‌ରେ ଜାତୀୟ ଚୁମ୍ବନ ଦିବସ ପାଳିତ ହୋଇଥାଏ। ଏଠାରେ ଗତ ୧୪ ବର୍ଷ ଧରି ଏହା ପାଳିତ ହେଉଛି। ସ୍ନେହ ଓ ପ୍ରେମର…