ଛେଣ୍ଡିପଦା,୬।୭(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବରସାହି ଗ୍ରାମ କୋଠଘରେ ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। କୋଠଘର ପାଖରେ ପାଳଗଦା ଥିଲା। କୌଣସି କାରଣରୁ ପାଳଗଦାରେ…
କେନ୍ଦୁଝର:୬।୭ (ସ୍ବ.ପ୍ର.): କେନ୍ଦୁଝର ସଦରଥାନା ଅନ୍ତର୍ଗତ ବାଲିଆ ଗୋଡ଼ା ଛକ ନିକଟରେ ଶନିବାର ସକାଳ ପ୍ରାୟ ୬ଟାରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଇରନ ବୋଝେଇ ଟ୍ରକ(ଓଡି-୦୪-ଏଚ୪୩୧୩)…
ପୁରୀ ଅଫିସ,୬।୭: ଆଡ଼ପ ମଣ୍ଡପରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ। ଶୁକ୍ରବାର ରାତିରେ ଜନ୍ମବେଦିକୁ ଧାଡ଼ି ପହଣ୍ଡିରେ ଯାତ୍ରା କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ଶନିବାର ସକାଳ ୭ଟାରୁ ହଜାର…
କାଲିଫର୍ନିଆ,୬।୭: ଆମେରିକାର ଦକ୍ଷିଣ କାଲିଫର୍ନିଆରେ ଶୁକ୍ରବାର ରାତିରେ ଏକ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୭.୧। ଗୁରୁବାର ଏଠାରେ ୬.୪ ତୀବ୍ରତାର…
ବାରାଣସୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟତା ଅଭିଯାନ ପାଇଁ ଶନିବାର ବାରାଣସୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ବିମାନ ବନ୍ଦରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର…
ପାଟନା,୬।୭: ରାହୁଲ ଗାନ୍ଧୀଙ୍କ ଇସ୍ତଫା ନେଇ ବିହାରର ପାଟନାରେ କଂଗ୍ରେସକର୍ମୀଙ୍କ ପକ୍ଷରୁ ମିଳିତ ଆତ୍ମଦାହ କରିବା ଲାଗି ପୋଷ୍ଟର ଲଗାଯାଇଛି। ରାହୁଲ ଇସ୍ତଫା ଫେରାଇ ନ ନେଲେ…
ନୂଆଦିଲ୍ଲୀ,୬।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଥିଲେ। ଏଥିରେ ସେ ପେଟ୍ରୋଲ ଓ ଡିଜେଲରେ ଏକ ଟଙ୍କା ସେସ୍ ଓ ଏକ ଟଙ୍କା…
ଇସଲାମାବାଦ୍,୬।୭: ପାକିସ୍ତାନର ସିଆଲକୋଟ୍ଠାରେ ଥିବା ଏକ ହଜାର ବର୍ଷ ପୁରାତନ ଶିବ ମନ୍ଦିରରେ ୭୨ ବର୍ଷ ପରେ ପୁଣି ପୂଜାର୍ଚ୍ଚନା ଆରମ୍ଭ ହୋଇଛି। ମନ୍ଦିରକୁ ଶ୍ରଦ୍ଧାଳୁଙ୍କ ପାଇଁ…
ଭୁବନେଶ୍ୱର, ୬ା୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି…
ଶ୍ରୀନଗର,୬।୭: ପୁଲଓ୍ବାମାରେ ପୁଣି ଥରେ ବିସ୍ଫୋରଣ ପାଇଁ ଆତଙ୍କବାଦୀ ଯୋଜନା କରିଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ପୁଲଓ୍ବାମାରେ ଆଇଇଡି…