ତନିଷ୍କର ରଥଯାତ୍ରା ଅଫର

ଭୁବନେଶ୍ୱର,୬ା୭: ଗ୍ରାହକଙ୍କ ରଥଯାତ୍ରା ଶପିଂକୁ ଅଧିକ ଆକର୍ଷଣୀୟ କରିବା ଲକ୍ଷ୍ୟରେ ଦେଶର ଭରସାଯୋଗ୍ୟ ଗହଣା ବ୍ରାଣ୍ଡ ତନିଷ୍କ ପକ୍ଷରୁ ରଥଯାତ୍ରା ଅଫର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ…

ପେଟ୍ରୋଲ, ଡିଜେଲରେ ମାଡ଼: ସବୁଥିରେ ଦର ବଢ଼ିବ

ନୂଆଦିଲ୍ଲୀ,୬।୭ (ପି.ଟି.): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପାର୍ଲାମେଣ୍ଟରେ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପୂର୍ଣ୍ଣକାଳୀନ ପ୍ରଥମ…

ଓକିଲଙ୍କ ଆନ୍ଦୋଳନ ପ୍ରତ୍ୟାହୃତ: ଆଜିଠାରୁ ସ୍ବାଭାବିକ ହେବ ଭୁବନେଶ୍ୱର କୋର୍ଟ

ଭୁୁବନେଶ୍ୱର, ୬ା୭(ବ୍ୟୁରୋ): ଓକିଲଙ୍କୁ ଆକ୍ରମଣ ଘଟଣା ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଭୁବନେଶ୍ୱର ବାର ଆସୋସିଏଶନ ପକ୍ଷରୁ ଗତ ୨୦ ତାରିଖରୁ କାର୍ଯ୍ୟ ବନ୍ଦ ଚାଲିଥିଲା। ଏଥିଯୋଗୁ…

‘ଗାନ୍ଧୀ ସର୍କିଟ’କୁ ଭୁଲିଗଲେ ସରକାର

ଭୁବନେଶ୍ୱର,୬ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଓଡିଶା ଗସ୍ତକୁ ଉଜ୍ଜୀବିତ କରି ରଖିବା ପାଇଁ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ପକ୍ଷରୁ ଗାନ୍ଧୀ ସର୍କିଟ୍‌ର ପରିକଳ୍ପନା କରାଯାଇଥିଲା। ମୃତ୍ୟୁ…

ଗୋହିରିଆପଡ଼ା ଗ୍ରାମରେ ଅସବର୍ଣ୍ଣ-ସବର୍ଣ୍ଣ ବିବାଦ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଅସବର୍ଣ୍ଣ ପରିବାର

ନୟାଗଡ଼ ଅଫିସ,୬ା୭: ନୟାଗଡ଼ ଜିଲା ଫତେଗଡ଼ ଥାନା ଗୋହିରିଆପଡ଼ା ଗ୍ରାମରେ ଅସବର୍ଣ୍ଣ ସବର୍ଣ୍ଣ ବିବାଦ ଦେଖାଦେଇଛି। ସବର୍ଣ୍ଣ ଲୋକମାନେ ଅସବର୍ଣ୍ଣ ଲୋକମାନଙ୍କୁ ଆକ୍ରମଣ କରିଥିଲେ ମଧ୍ୟ ପୋଲିସ…

ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା: ଅଧା ବାଟରେ ଅଟକିଲା ନନ୍ଦିଘୋଷ ରଥ

ରଣପୁର, ୬ା୭ (ସ୍ବ.ପ୍ର.): ଓଡିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୟାଗଡ ଜିଲାର ରଣପୁର ଜଗନ୍ନାଥ ମନ୍ଦିରରୁ ଶ୍ରୀଜୀଉମାନେ ଗୁରୁବାର ଘୋଷଯାତ୍ରାରେ ରଥାରୂଢ ହୋଇ ନଅଦିନ ପାଇଁ ଜନ୍ମମାଟି…

ଅଗଷ୍ଟରେ ଫାଓ, ସେପ୍ଟେମ୍ବରରେ ଓସିଏ ନିର୍ବାଚନ : ଦୋଛକିରେ ସଞ୍ଜୟ, ସୁପ୍ରିମକୋର୍ଟଙ୍କ ଶୁଣାଣିକୁ ଅପେକ୍ଷା

କଟକ ଅଫିସ,୬ା୭- ରାଜ୍ୟ କ୍ରୀଡ଼ା ଜଗତରେ ଯେଉଁ କେତୋଟି ପ୍ରସଙ୍ଗ ଚର୍ଚ୍ଚାରେ ରହିଛି, ସେଗୁଡ଼ିକ ମଧ୍ୟରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନିର୍ବାଚନ ପ୍ରସଙ୍ଗ ସବୁଠାରୁ ଆଗରେ ।…

ଜାତୀୟ ଜୁନିୟର ମହିଳା ହକି କ୍ୟାମ୍ପ: ସମ୍ଭାବ୍ୟ ଖେଳାଳି ତାଲିକାରେ ଓଡ଼ିଶାର ୩

ନୂଆଦିଲ୍ଲୀ, ୬।୭(ପି.ଟି.)- ବେଙ୍ଗାଲୁରୁସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ସେଣ୍ଟରରେ ଭାରତୀୟ ଜୁନିୟର ମହିଳା ହକି ଖେଳାଳିଙ୍କୁ ନେଇ କ୍ୟାମ୍ପ ଚଳିତମାସ ୮ରୁ ଆରମ୍ଭ ହେବ। ଶୁକ୍ରବାର…

କୁଏତ୍‌ ଉପରୁ ବାସନ୍ଦ ଉଠାଇଲା ଆଇଓସି

ପ୍ୟାରିସ, ୬|୭(ଏଏଫ୍‌ପି)-କୁଏତ୍‌ ଆସନ୍ତା ୨୦୨୦ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବ। ଇଣ୍ଟରନ୍ୟାଶନାଲ ଅଲିମ୍ପିକ କମିଟି (ଆଇଓସି) ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। କ୍ରୀଡ଼ା କ୍ଷେତ୍ରରେ ଅଯଥା ସରକାରୀ ହସ୍ତକ୍ଷେପକୁ…

ଜୋକୋଭିଚ୍‌ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୬ା୭-ଗତଥରର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ସର୍ବୀୟ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ରନର୍ସଅପ୍‌ କେଭିନ…