ଅନ୍ତିମ ଲିଗ୍‌ ମ୍ୟାଚ୍‌: ଅଷ୍ଟ୍ରେଲିଆ- ଦକ୍ଷିଣ ଆଫ୍ରିକା ମୁକାବଲା

ମାଞ୍ଚେଷ୍ଟର,୬।୭(ଏଏଫପି)- ଚଳିତ ବିଶ୍ୱକପର ଅନ୍ତିମ ଲିଗ୍‌ ମ୍ୟାଚରେ ଗତଥର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମୁହଁାମୁହିଁ ହେବେ। ଶନିବାର ଖେଳାଯିବାକୁ ଥିବା ଏହି ଦ୍ୱିତୀୟ ମ୍ୟାଚ୍‌…

ପୂର୍ବତନ ବିଧାୟକଙ୍କ କଲେଜ ଟପ୍ପର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଭାପୁର,୬ା୭(ଡି.ଏନ୍‌.ଏ.): ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଅଧୀନ ୬ଟି କଲେଜର +୨ କଳା ପରୀକ୍ଷାରେ ଏ ବର୍ଷ ଛାତ୍ରୀମାନେ ଟପ୍ପର ହୋଇଛନ୍ତି। ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଏହି ଛାତ୍ରୀମାନଙ୍କ…

ମିଡଲଅର୍ଡର ସମସ୍ୟା ସୁଧାରିବା ଲକ୍ଷ୍ୟରେ ଭାରତ

ଲିଡ୍ସ, ୬।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଭାରତ ବିଜୟଧାରା ବଜାୟ ରଖିବାରେ ସକ୍ଷମ ହୋଇଛି। ତେବେ ଏହା ସତ୍ତ୍ୱେ ଦଳର ମିଡଲଅର୍ଡର ସମସ୍ୟା ତଥା ଦୁର୍ବଳତା ପଦାରେ…

ବିଜୟ ସହ ପାକିସ୍ତାନର ଅଭିଯାନ ଶେଷ: ସେମିଫାଇନାଲରେ ନ୍ୟୁଜିଲାଣ୍ଡ

ଲଣ୍ଡନ,୬।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୂର୍ବତନ ଚାମ୍ପିୟନ ପାକିସ୍ତାନ ତା’ର ଶେଷ ଲିଗ୍‌ ମ୍ୟାଚ୍‌ରେ ବିଜୟୀ ହୋଇ ଅଭିଯାନ ଶେଷ କରିଛି। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଶୁକ୍ରବାର…

‘ଜଗା ପାଇଁ ଗଛଟିଏ’ ସ୍ଳୋଗାନ: ଛାତ୍ରଙ୍କ ଦ୍ୱାରା ଚାରାରୋପଣ

ଭାପୁର,୬ା୭(ଡି.ଏନ୍‌.ଏ.): ପୁରୀର ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପ୍ରତିବର୍ଷ ନୟାଗଡ଼ ଜିଲାରୁ ହିଁ ରଥକାଠ ପଠାଯାଇଥାଏ। କିନ୍ତୁ ପୂର୍ବଭଳି ନୟାଗଡ଼ ଜିଲା ଜଙ୍ଗଲଗୁଡ଼ିକରେ ରଥ ଉପଯୋଗୀ ସମସ୍ତ…

ଇ-ଯାନରେ ମିଳିବ ୧.୫ ଲକ୍ଷର ଅତିରିକ୍ତ ଟିକସ ଛାଡ଼

ନୂଆଦିଲ୍ଲୀ,୬-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ପ୍ରଦୂଷଣମୁକ୍ତ ସହର ଗଢ଼ିବା ସରକାରଙ୍କ ଲକ୍ଷ୍ୟ ବୋଲି ଉଲ୍ଲେଖ କରିଛନ୍ତି। ଦେଶରେ ଇଲେକ୍ଟ୍ରିକ…

ଧନୀଙ୍କଠୁ ଆଦାୟ ହେବ ସରଚାର୍ଜ

ବଜେଟ ୨୦୧୯ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଚ୍ଚୋଟ ଟିକସଦାତାଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ ଦେଶର ଦାୟିତ୍ୱସମ୍ପନ୍ନ ନାଗରିକ ରୂପେ ଦେଶର ବିକାଶରେ ମୂଲ୍ୟବାନ ଯୋଗଦାନ…

ବାସଗୃହ ଋଣ ଉପରେ ଅତିରିକ୍ତ ଟିକସ ରିହାତି

ନୂଆଦିଲ୍ଲୀ,୬-୭: ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଗ୍ରାହକ ନେଉଥିବା ବାସଗୃହ ଋଣ ଉପରେ ପ୍ରଦାନ କରୁଥିବା ସୁଧ ଉପରେ ଅତିରିକ୍ତ ୧.୫୦ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ଟିକସ…

ପେଟ୍ରୋଲ,ଡିଜେଲ ମୂଲ୍ୟ ବଢିଲା

ନୂଆଦିଲ୍ଲୀ,୬-୭: ବଜେଟ ଯୋଜନା ମୁତାବକ ଇନ୍ଧନ ଉପରେ ଟିକସ ବୃଦ୍ଧି ହେବା ଯୋଗୁ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟିଛି। ପେଟ୍ରୋଲ ଦର ଶୁକ୍ରବାର ୨.୫…

ସବ୍‌ସିଡି ବିଲ୍‌ ୩.୦୧ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ଖାଦ୍ୟ ସାମଗ୍ରୀ, ସାର ଏବଂ ତୈଳ ବାବଦରେ ସରକାର ୨୦୧୯-୨୦ ଆର୍ଥତ୍କ ବର୍ଷରେ ସବସିଡି ବାବଦକୁ ୩.୦୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରିବେ। ଚଳିତ…