ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ୩.୩

ନୂଆଦିଲ୍ଲୀ,୬-୭: ଚଳିତ ଆର୍ଥତ୍କ ବର୍ଷ ଲାଗି ବିୀିୟ ନିଅଣ୍ଟ ଲକ୍ଷ୍ୟକୁ ହ୍ରାସ କରାଯାଇଯାଇ ୩.୩ କରାଯାଇଛି। ଏହା ପୂର୍ବ ଆର୍ଥତ୍କ ବର୍ଷରେ ୩.୪% ରହିଥିଲା। ୨୦୧୯-୨୦ ଆର୍ଥତ୍କ…

ଡିଜିଟାଲ ପେମେଣ୍ଟ ବୃଦ୍ଧି ଲାଗି ପଦକ୍ଷେପ

ନୂଆଦିଲ୍ଲୀ,୬-୭: କ୍ୟାଶଲେସ ନେଣଦେଣକୁ ବଢାଇବା ଲାଗି ସରକାର ବଜେଟରେ ପଦକ୍ଷେପ ସମ୍ପର୍କରେ ଘୋଷଣା କରିଛନ୍ତି। ଏଥି ଅନ୍ତର୍ଗତ ଯେଉଁ କମ୍ପାନୀଗୁଡିକର ବାର୍ଷିକ କାରବାର ୫୦ କୋଟି ଟଙ୍କା…

ସୁରକ୍ଷା କର୍ମୀ ନାହାନ୍ତି: ଏଟିଏମ୍‌ ପାଲଟିଛି ମାନସିକ ଦିବ୍ୟାଙ୍ଗଙ୍କ ଆଶ୍ରୟ

ନିରାକାରପୁର,୬ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ୭ଟିି ଏଟିଏମ୍‌ କେନ୍ଦ୍ର ରହିଛି । ସେଥିରୁ ମାତ୍ର ଗୋଟିଏ ଏଟିଏମ୍‌ରେ ସୁରକ୍ଷା କର୍ମୀ ଥିବାବେଳେ ଆଉ ୬ଟିରେ କେହିନାହାନ୍ତି…

ନିବେଶକ ହରାଇଲେ ୨.୨୨ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ସରକାରଙ୍କ ବଜେଟ ଘୋଷଣା ଦେଶର ପୁଞ୍ଜି ବଜାର ଉପରେ ପ୍ରଭାବ ପକାଇଛି। ଶୁକ୍ରବାର ବଜେଟ ଘୋଷଣା ପରେ ବମ୍ବେ ଷ୍ଟକ ବଜାରରେ ସୂଚକାଙ୍କ ୩୯୫ ପଏଣ୍ଟ…

ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ମିଳିବ ୭୦,୦୦୦ କୋଟି

ନୂଆଦିଲ୍ଲୀ,୬-୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ୭୦,୦୦୦ କୋଟି ଟଙ୍କାର ପୁଞ୍ଜି ସହାୟତା ପ୍ରଦାନ କରିବାକୁ ସରକାର ବଜେଟରେ ପ୍ରସ୍ତାବ ଦେଇଛନ୍ତି। ଏହା ବ୍ୟାଙ୍କଗୁଡିକୁ ସଶକ୍ତ କରିବା ଦିଗରେ ସହାୟକ…

ମିଡିଆ,ବିମାନ ଚଳାଚଳ, ବୀମା, ଏକକ ବ୍ରାଣ୍ଡ ରିଟେଲରେ ଏଫ୍‌ଡିଆଇ କୋହଳ ପ୍ରସ୍ତାବ

ନୂଆଦିଲ୍ଲୀ,୬-୭: ମିଡିଆ, ବିମାନ ଚଳାଚଳ, ବୀମା ଏବଂ ଏକକ ବ୍ରାଣ୍ଡ ରିଟେଲ୍‌ କ୍ଷେତ୍ରରେ ଏଫ୍‌ଡିଆଇ ନିୟମ କୋହଳ କରିବାକୁ ବଜେଟରେ ପ୍ରସ୍ତାବ ଦିଆଯାଇଛି। ଏହି କ୍ଷେତ୍ରଗୁଡିକରେ ଅଧିକ…

ଷ୍ଟାର୍ଟଅପ୍‌ଗୁଡିକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୬-୭: ଦେଶ ମଧ୍ୟରେ ଷ୍ଟାର୍ଟଅପଗୁଡିକୁ ସରକାର ପ୍ରୋତ୍ସାହିତ କରିବେ ବୋଲି ବଜେଟରେ ଘୋଷଣା କରିଛନ୍ତି। ଏଥି ଲାଗି ବିଭିନ୍ନ ପ୍ରୋତ୍ସାହନ ଯୋଜନା ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି।…

ଚଳିତ ବର୍ଷ ୩ ଟ୍ରିଲିୟନ ଡଲାର ଛୁଇଁବ ଅର୍ଥନୀତି

ନୂଆଦିଲ୍ଲୀ,୬-୭: ଚଳିତ ଆର୍ଥତ୍କ ବର୍ଷରେ ଦେଶର ଅର୍ଥନୀତି ୩ ଟ୍ରିଲିୟନ ଡଲାର ଛୁଇଁବ। ଆଗାମୀ ଦିନରେ ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାର ବିଶିଷ୍ଟ କରିବା…

ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ୧.୦୫ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହା ଅନ୍ତରୀଣ ବଜେଟରେ ୯୦,୦୦୦ କୋଟି ଟଙ୍କା…

ଢେଙ୍କାନାଳ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା : ୧୦୮ ହାଇସ୍କୁଲରେ ନାହାନ୍ତି ପ୍ରଧାନ ଶିକ୍ଷକ

ଢେଙ୍କାନାଳ ଅଫିସ, ୬।୭ - ଢେଙ୍କାନାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ରସାତଳଗାମୀ ହେବାରେ ଲାଗିଛି। ଭିତ୍ତିଭୂମି ଥିବା ସତ୍ତ୍ୱେ ଶିକ୍ଷକ ଅଭାବ ଏବେ ଶିକ୍ଷା ପ୍ରଗତିରେ ସାଜିଛି…