ରାଜ୍ୟ ସଭା: ଏମ୍‌ପି ଭାବେ ଅମର, ସସ୍ମିତଙ୍କ ଶପଥଗ୍ରହଣ

ଭୁବନେଶ୍ୱର,୫।୭(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।…

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ : ଓଡ଼ିଶାର ଦାବିକୁ କେନ୍ଦ୍ରର ଅଗ୍ରାହ୍ୟ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଶାସକ ବିଜେଡି କରି ଆସୁଥିବା ରାଜନୀତିକୁ ଶକ୍ତ ଆଘାତ ଲାଗିଛି। ଓଡ଼ିଶା କ୍ରମାଗତ…

ଅଗଷ୍ଟ ୮ରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୫।୭(ବ୍ୟୁରୋ) : ଆସନ୍ତା ଅଗଷ୍ଟ ୮ ତାରିଖରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କର ପାଠ ପଢା ଆରମ୍ଭ ହେବ। ଏ ନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ…

ଓଲା ଡ୍ରାଇଭରଙ୍କୁ ଆକ୍ରମଣ, କାର, ଅଫିସ ଭଙ୍ଗାରୁଜା ଘଟଣା : ଜେଲଗଲେ ୧୫ ଅଭିଯୁକ୍ତ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ପୋଲିସ ଉପସ୍ଥିତିରେ ଓଲା କାର୍ଯ୍ୟାଳୟରେ ଭଙ୍ଗା ରୁଜା, ଓଲା ଡ୍ରାଇଭରଙ୍କୁ ଅଟକାଇ ମାଡ ମାରିବା ସହ ଗାଡି ଭାଙ୍ଗାରୁଜା ଘଟଣାରେ ପୋଲିସ ସଂପୃକ୍ତ…

୬ରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୫।୭: ଆସନ୍ତା ୬ତାରିଖରେ ଗର୍ଭଗୃହ ଯାଞ୍ଚ କରାଯିବ। ଏଥିପାଇଁ ଶୁକ୍ରବାର ଗର୍ଭଗୃହରେ ଭାରା ବନ୍ଧାଯିବ। ଶ୍ରୀଜଗନ୍ନାଥ ମନ୍ଦିର ବୈଷୟିକ କୋର କମିଟି, ଶ୍ରୀମନ୍ଦିର ପ୍ରଶାସନିକ…

ମହାନଦୀ ପଠାରେ ପ୍ୟାକିଂ, ଡମ୍ପିଂ ନେଇ ଅସନ୍ତୋଷ: ସାମାନ୍ୟ ବର୍ଷାରେ ଖସିିଲା ପଥର

ଖଣ୍ଡପଡ଼ା,୫ା୭(ସ୍ବ.ପ୍ର.)-କଣ୍ଟିଲୋ ମହାନଦୀ କୂଳରେ ଗତ ଜାନୁୟାରୀ ମାସରୁ ଆରମ୍ଭ ହୋଇଥିବା ପଥର ପ୍ୟାକିଂ, ଡମ୍ପିଂ ଓ ଲଚିଂ କାମ ସାମାନ୍ୟ ବର୍ଷାରେ ଦବି ଯାଇଥିବା ଓ ପଥର…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା: ବନ୍ଦ ନିର୍ଦ୍ଦେଶ ସତ୍ତ୍ୱେ ଚାଲିଛି ରାସ୍ତାକାମ

ନୂଆଗାଁ,୫ା୭ (ଡି.ଏନ.ଏ.): ଗରିବ ଲୋକଙ୍କୁ ଶହେ ଦିନର କାମ ଯୋଗାଇଦେବା ପାଇଁ ସରକାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରଣୟନ କରିଛନ୍ତି। ଜବ୍‌କାର୍ଡ ମାଧ୍ୟମରେ ଏହା ତ୍ୱରାନ୍ବିତ କରାଯାଉଛି। ନିୟମ ଅନୁସାରେ…

କାୟା ବିସ୍ତାର କରୁଛି ବ୍ରାଉନସୁଗାର: କୋରେକ୍ସ ଓ ମାଦକ ଦ୍ରବ୍ୟ କବଳରେ ଯୁବପିଢ଼ି; ପୋଲିସ ତରଫରୁ ହେଉନି ଚଢ଼ାଉ

ନୟାଗଡ଼ ଅଫିସ,୫ା୭- ନୟାଗଡ଼ ଜିଲାରେ ଧଳା ଜହର (ବ୍ରାଉନ ସୁଗାର) କାୟା ବିସ୍ତାର କରିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ନିଶା ପାଇଁ ଯୁବକମାନେ ଏହାକୁ ବ୍ୟବହାର…

ଖଣ୍ଡପଡ଼ା: ବିଭିନ୍ନ ସ୍ଥାନରେ ଘୋଷଯାତ୍ରା; ଅଧାରେ ଅଟକିଲା ପତିତପାବନଙ୍କ ରଥ

ଖଣ୍ଡପଡ଼ା,୫ା୭(ସ୍ବ.ପ୍ର.)-ଗଡଜାତ ଖଣ୍ଡପଡ଼ାସ୍ଥିତ ୩ଟି ସ୍ଥାନରେ ଗୁରୁବାର ଶ୍ରୀଜୀଉଙ୍କ ଘୋଷଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ା ପ୍ରାୟ ୨ଶହ ବର୍ଷରୁ ଊର୍ଦ୍ଧ୍ୱ ହେବ ଆୟୋଜିତ ଯାତ୍ରାରେ ଅନୁକୂଳ ପାଗ…

ଘୋଷଯାତ୍ରା: ଦେଢ଼ଘଣ୍ଟା ବିଳମ୍ବରେ ହେଲା ରଥ ଟଣା; ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ରଣପୁର,୫|୭(ସ୍ବ.ପ୍ର.)-ଓଡ଼ିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ନୟାଗଡ଼ ଜିଲା ରଣପୁରରେ ଗୁରୁବାର ଶ୍ରୀଜୀଉଙ୍କ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ୩ ରଥ ପ୍ରତିଷ୍ଠା କରାଯିବା ପରେ ପ୍ରାୟ…