ପରିଚାଳନା କମିଟି ହାତକୁ ଫେରିଲା ମାଛଧରା ବନ୍ଦର ଦାୟିତ୍ୱ

ପାରାଦୀପ,୫।୭(ସ୍ବ.ପ୍ର.): ରାଜ୍ୟରେ ଥିବା ୨୮ଟି ମାଛଧରା ବନ୍ଦର ମଧ୍ୟରୁ ୨ ବୃହତ ମାଛଧରା ବନ୍ଦର ପାରାଦୀପ ଓ ଧାମରାର ପରିଚାଳନା ଦାୟିତ୍ୱ ଗୁରୁବାର ପୁଣି ପରିଚାଳନା କମିଟି…

ପିଚୁ ଉଠାଇ ପୂର୍ତ୍ତ ବିଭାଗ ଚୁପ୍‌, ମହାନଦୀ ସେତୁ ମରଣଯନ୍ତା

ସୋନପୁର, ୫।୭(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ମୁଖ୍ୟାଳୟ ସହିତ ସମ୍ବଲପୁର ଜିଲା ଓ ବୀରମହାରାଜପୁର ଉପଖଣ୍ଡକୁ ସଂଯୋଗ କରୁଛି ବିଜୁ ପଟ୍ଟନାୟକ ସେତୁ। ମହାନଦୀ ଉପରେ ନିର୍ମିତ ୧୬୫୪.୫୪ ମିଟର…

ପିଲାଙ୍କ ରଥଯାତ୍ରା, ନିଆରା ପରମ୍ପରା

ବରଗଡ଼ ଅଫିସ୍‌,୫।୭-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି । ତେବେ ବରଗଡ଼ ନାଏକପଡ଼ାର ଶିଶୁଙ୍କ ରଥଯାତ୍ରା ପାଳନ ସମ୍ପୂର୍ଣ୍ଣ ନିଆରା । ପିଲାମାନେ ନିଜେ…

ସେବା, ସମର୍ପଣ ଦ୍ୱାରା ରାଷ୍ଟ୍ରର ଉତ୍‌ଥାନ ସମ୍ଭବ

ବରଗଡ଼ ଅଫିସ୍‌, ୫।୭-ବରଗଡ଼ରେ ଓଡ଼ିଶା ପ୍ରାନ୍ତ ଭାରତ ବିକାଶ ପରିଷଦର ନୂତନ ଶାଖା ଉଦ୍‌ଘାଟିତ ହୋଇଛି। ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକ ସୁରେଶ ଜୈନ ଓ ସହ ସାଧାରଣ…

ପ୍ରଶାସନ କଲାନି, ଛାତ୍ରମାନେ କଲେ ରାସ୍ତା ମରାମତି

ଅତାବିରା, ୫।୭ (ଡି.ଏନ.ଏ.)-ବରଗଡ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ ନାଇକେନପାଲି ଶ୍ରୀରାମନଗର ରାସ୍ତାକୁ ଶେଷରେ ଛାତ୍ରମାନେ ମରାମତି କରିଛନ୍ତି। ଏହି ରାସ୍ତାକୁ ମରାମତି କରିବା…

ଥାନାକୁ ଉଠାଇ ଆଣି ଯୁବକଙ୍କୁ ମାଡ଼ ଅଭିଯୋଗ: ରାସ୍ତାରୋକୋ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୫ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଠାକୁରଗଡ ଗ୍ରାମର ଜଣେ ଯୁବକଙ୍କୁ ଥାନା ସେକେଣ୍ଡ ଅଫିସର ଶଶିଭୂଷଣ ବେହେରା ଘରୁ ଉଠାଇ ଆଣି ମାଡ଼…

ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୫।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ ୨ମାସ…

ପାଣି ଚିନ୍ତା, ବର୍ଷା ଉପରେ ଭରସା: ଗଞ୍ଜାମ ଜିଲାରେ ଖରିଫ ଫସଲ

ଛତ୍ରପୁର,୫ା୭(ଡି.ଏନ.ଏ.)- ଗଞ୍ଜାମ ଜିଲାରେ ଚଳିତବର୍ଷ ହେବାକୁ ଥିବା ଖରିଫ୍‌ ଫସଲ ପାଇଁ ଚାଷୀଙ୍କୁ ପାଣି ଚିନ୍ତା ଘାରିଛି। ଜିଲାରେ ହେଉଥିବା ଖରିଫ ଫସଲକୁ ଜଳସେଚନର ଅଭାବ ରହିଛି।…

ଚାଳରେ କୁକୁଡ଼ା ଚଢ଼ିବାକୁ ନେଇ ଗୋଷ୍ଠୀ ସଂଘର୍ଷ: ୮ କୋର୍ଟ ଚାଲାଣ

କୁକୁଡ଼ାଖଣ୍ଡି,୫ା୭(ଡି.ଏନ.ଏ.)- କୁକୁଡ଼ାଖଣ୍ଡି ଦଳିତ ସାହିରେ ଜଣଙ୍କ ଚାଳରେ କୁକୁଡ଼ା ଚଢ଼ିବା ଘଟଣାକୁ ବୁଧବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଆକ୍ରମଣ ପ୍ରତି ଆକ୍ରମଣରେ…

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୫ା୭- ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ବ୍ରହ୍ମପୁର ଗୋସାଣୀନୂଆଗଁା ଗୁଣ୍ଡିଚା ମଣ୍ଡପ ନିକଟରେ ଗୁରୁବାର ସନ୍ଧ୍ୟାରେ ଆରମ୍ଭ ହୋଇଛି। ଶିଶୁ ବାର୍ତ୍ତା ଆନୁକୂଲ୍ୟରେ ଆୟୋଜିତ ତ୍ରୟୋଦଶ ମହୋତ୍ସବ…