ତିଆରି ହେବ ମହିଳା କ୍ରିକେଟର ମିତାଲି ରାଜ୍‌ଙ୍କ ବାୟୋପିକ୍‌

ମୁମ୍ବାଇ: ବାୟୋପିକ୍‌ ଟ୍ରେଣ୍ଡରେ ଏଥର ବଲିଉଡ୍‌ରେ ପ୍ରବେଶ କରିବାକୁ ଯାଉଛି ଭାରତୀୟ ଦଳର ମହିଳା କ୍ରିକେଟର ମିତାଲି ରାଜଙ୍କ ବାୟୋପିକ୍‌। ଏଥିରେ ଲିଡ୍‌ ରୋଲରେ ଆସିପାରନ୍ତି ତାପସି…

ମଧୁ ବଙ୍ଗାରପ୍ପା ହେଲେ ଜେଡିଏସ୍‌ କାର୍ଯ୍ୟକାରୀ ଅଧ୍ୟକ୍ଷ

ବେଙ୍ଗାଲୁର୍‌,୪।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି.ଦେବଗୌଡ଼ା ଜେଡିସ୍‌ରେ କେତେକ ପରିବର୍ତ୍ତନ କରିଛନ୍ତି। ମଧୁ ବଙ୍ଗାରପ୍ପାଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ସେ ଘୋଷଣା କରିଛନ୍ତି। ସେହିପରି ଏଚ୍‌.କେ. କୁମାରସ୍ବାମୀଙ୍କୁ…

ବାସନ୍ଦ ହୋଇପାରନ୍ତି କୋହଲି

ନୂଆଦିଲ୍ଲୀ,୪।୭- ଏକ ରୋମାଞ୍ଚଭରା ମ୍ୟାଚ୍‌ରେ ଭାରତୀୟ ଦଳ ୨୮ ରନ୍‌ରେ ବାଂଲାଦେଶକୁ ହରାଇ ଚଳିତ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ଭାରତୀୟ ଦଳ ବିଶ୍ୱକପ୍‌ ଜିତିବା ନେଇ…

କଡ଼ା ସୁରକ୍ଷାବଳୟରେ ସଲ୍‌ମାନ-ଆଲିଆଙ୍କ ଇଂଶାଅଲ୍ଲାହର ହେବ ଶୁଟିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲ୍‌ମାନ ଖାଁ ଓ ଆଲିଆ ଭଟ୍ଟଙ୍କ ଅପ୍‌ କମିଂ ଫିଲ୍ମ ଇଂଶାଅଲ୍ଲାହର ଖୁବ୍‌ଶୀଘ୍ର ଶୁଟିଂ ଆରମ୍ଭ ହେବାକୁ ଯାଉଛି। ଏହାର ଶୁଟିଂ ପାଇଁ…

ସମୁଦ୍ରରେ ଗାଁ : ୧୩ଶହ ବର୍ଷ ହେଲା ଭୂପୃଷ୍ଠରେ ପାଦ ରଖିନାହାନ୍ତି ଏଠାକାର ଲୋକେ

ସାଧାରଣତଃ ଭୂପୃଷ୍ଠରେ ଲୋକମାନେ ଘର କରି ବସବାସ କରିଥା’ନ୍ତି। ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ, ଦୁନିଆରେ ଏଭଳି ବି ଜନଜାତି ଅଛନ୍ତି, ଯେଉଁମାନେ ୧୩ଶହ ବର୍ଷରୁ…

ପଦ୍ମଫୁଲ ଚୋରାଇବାରୁ ବନ୍ଦ କରିଦିଆଗଲା ଚାଇନାର ଇକୋ ପାର୍କ

ବେଜିଂ,୪।୭: ଚାଇନାର ସିଂଚୁଆନ ଅଞ୍ଚଳରେ ତିଆରି ହୋଇଥିବା ଇକୋ ପାର୍କ ଏଠାରେ ଫୁଟୁଥିବା ପଦ୍ମଫୁଲ ପାଇଁ ବେଶ୍‌ ପ୍ରସିଦ୍ଧ। ଦିନକୁ ଅତିକମ୍‌ରେ ୨ଶହରୁ ୩ଶହ ପର୍ଯ୍ୟଟକ ଏହାର…

ବାରୁଦ ଗଦାରେ କଶ୍ମୀର: ନିଜ ସନ୍ତାନଙ୍କୁ ବିଦେଶରେ ପଢ଼ାଇ ସ୍ଥାନୀୟ ଯୁବକଙ୍କୁ ଆତଙ୍କବାଦ ଶିକ୍ଷା ଦେଉଛନ୍ତି ବିଚ୍ଛିନ୍ନତାବାଦୀ

ଶ୍ରୀନଗର,୪।୭:ଜମ୍ମୁ-କଶ୍ମୀରକୁ ଆତଙ୍କବାଦର ବାରୁଦ ଗଦାରେ ରଖିବାରେ ବିଚ୍ଛିନ୍ନତାବାଦୀ ନେତାଙ୍କର ହାତ ରହିଛି। ସେମାନେ ନିଜ ସନ୍ତାନଙ୍କୁ ଉଚ୍ଚଶିକ୍ଷା ପାଇଁ ବିଦେଶରେ ପାଠ ପଢ଼ାଉଥିବାବେଳେ ସ୍ଥାନୀୟ ଯୁବକଙ୍କୁ ଜେହାଦୀ…

ପହଣ୍ଡିରେ ରଥାରୂଢ଼ ଶ୍ରୀଜୀଉ, ରଥ ଟାଣିବାକୁ ଭକ୍ତଙ୍କ ଅପେକ୍ଷା

ଅନୁଗୋଳ ଅଫିସ,୪ା୭: ଅନୁଗୋଳ ଶୈଳଶ୍ରୀକ୍ଷେତ୍ରଠାରେ ଗୋଟି ପହଣ୍ଡିରେ ଶ୍ରୀଜୀଉମାନଙ୍କୁ ରଥାରୂଢ଼ କରାଯାଇଛି। ମନ୍ଦିର ପରିଚାଳନା କମିଟି ସଭାପତି ତଥା ଜିଲାପାଳ ମନୋଜ କୁମାର ମହାନ୍ତି, ଉପସଭାପତି ତଥା…

ପ୍ରେମିକ ଆଉ ସ୍ବାମୀ ଭିତରେ ବହୁତ ଫରକ କହିଲେ ପ୍ରିୟଙ୍କା

ବଲିଉଡ୍‌ରୁ ହଲିଉଡ୍‌ ପର୍ଯ୍ୟନ୍ତ ନିଜର ଭିନ୍ନଭିନ୍ନ ପରିଚୟ ସୃଷ୍ଟି କରିଚାଲିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା - ନିକ୍‌ ଜୋନାସ ୨୦୧୮ ଡିସେମ୍ବରରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ।…

କାରିବିୟନ ସାଗରରେ ବୁଡ଼ିଲା ମାଛଧରା ଜାହାଜ: ୨୭ ଧୀବର ମୃତ

ତେଗୁସିଗଲ୍ପା,୪।୭: କାରିବିୟନ୍‌ ସାଗରରେ ଏକ ମାଛଧରା ଜାହାଜ ବୁଡ଼ିଯାଇଛି। ଏଥିରେ ୨୭ ଜଣ ଧୀବରଙ୍କ ମୃତ୍ୟୁ ଘଟିଥିବା ଉଦ୍ଧାରକାରୀ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୯…