ପୋଲିସ ତଦନ୍ତରେ ଶିଥିଳତା ବିରୋଧରେ ରାସ୍ତାରୋକୋ

କେନ୍ଦ୍ରାପଡା ଅଫିସ,୪ା୭: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ନୟନବିହାରସ୍ଥିତ ଘରୋଇ ଆବାସିକ ମହାବିଦ୍ୟାଳୟ ଛାତ୍ରୀଙ୍କ ମୃତ୍ୟୁ ଘଟଣା ବୁଧବାର ଆନ୍ଦୋଳନର ରୂପ ନେଇଛି । ଏହାର ତଦନ୍ତରେ…

ମୋଦି ୨.୦ର ପ୍ରଥମ ବଜେଟ; ନିର୍ମଳାଙ୍କ ସମ୍ମୁଖରେ ବିକାଶ ବୃଦ୍ଧିର ଆହ୍ବାନ

ନୂଆଦିଲ୍ଲୀ,୪-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରିବେ। ସେ ଏଭଳି ସମୟରେ ଦେଶର ଅର୍ଥମନ୍ତ୍ରୀ ପଦଭାର ଗ୍ରହଣ…

ଜେଏସ୍‌ପିଏଲ୍‌ର ସର୍ବକାଳୀନ ରେକର୍ଡ : ଦିନକରେ ୧୦,୮୪୫ ମେଟ୍ରିକ ଟନ୍‌ ଗରମ ମେଟାଲ ଉତ୍ପାଦନ

ଅନୁଗୋଳ ଅଫିସ, ୪।୭- ଅନୁଗୋଳ ସ୍ଥିତ ଜେଏସ୍‌ପିଏଲ୍‌ ପ୍ଲାଣ୍ଟ ବ୍ଲାଷ୍ଟ ଫର୍ନେସରୁ ଜୁଲାଇ ୨ରେ ୧୦,୮୪୫ ମେଟ୍ରିକ ଟନ୍‌ ଗରମ ମେଟାଲ ଉତ୍ପାଦନ ହୋଇଛି, ଯାହା ସର୍ବକାଳୀନ…

ବିଷାକ୍ତ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

କୃଷ୍ଣପ୍ରସାଦ,୪ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ନନ୍ଦଳା ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ଘଟିଛି। ମହିଳାଙ୍କ ନାମ ଅମ୍ବି ନାୟକ(୬୨) । ସେ…

ଆଇସିସି ବିଶ୍ୱକପ୍‌: ସେମିଫାଇନାଲରେ ଇଂଲଣ୍ଡ

ଚେଷ୍ଟର- ଲି- ଷ୍ଟିଟ୍‌, ୪।୭(ପି.ଟି)- ଚଳିତ ଆଇସିସି ବିଶ୍ୱକପ୍‌ରେ ଆୟୋଜକ ଇଂଲଣ୍ଡ ତୃତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ପୂର୍ବରୁ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ…

ମହାନଦୀ ଜଳ ବିବାଦର ଚାହାନ୍ତି ସମାଧାନ : ପ୍ରଧାନମନ୍ତ୍ରୀଙ୍କୁ ଦାବି ଜଣାଇବାକୁ କଟକରୁ ସାଇକେଲ ଯାତ୍ରା

ଅନୁଗୋଳ ଅଫିସ,୪ା୭ - ମହାନଦୀ ଜଳ ବିବାଦର ସମାଧାନ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବା ଲକ୍ଷ୍ୟରେ ଦୁଇ ଛାତ୍ର କଟକ ମାହାଙ୍ଗା ଅଞ୍ଚଳର କ୍ରିଷ୍ଣାକାନ୍ତ ଷଡ଼ଙ୍ଗୀ…

ବିସିସିଆଇ ଘରୋଇ କାର୍ଯ୍ୟସୂଚୀ ଘୋଷିତ

ନୂଆଦିଲ୍ଲୀ, ୪।୭(ପି.ଟି.)- ଆଗାମୀ ଘରୋଇ ସେସନ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବୁଧବାର ତା’ର ଘରୋଇ କାର୍ଯସୂଚୀ ଘୋଷଣା କରିଛି। ଏହି କାର୍ଯ୍ୟସୂଚୀରେ ସାମନ୍ୟ…

ଖାଦ୍ୟ ସୁରକ୍ଷା ଯୋଜନାରେ ଅନିୟମିତତା ଅଭିଯୋଗ: ରାଶନ କାର୍ଡ ତାଲିକାରୁ ବଞ୍ଚିତ ବୃଦ୍ଧ

ନୂଆଗାଁ,୪ା୭(ଡି.ଏନ୍‌.ଏ.): ଦେଶର ପ୍ରତି ଗରିବଙ୍କୁ ଆହାର ଦେବା ପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଅନୁସାରେ ଚାଉଳ, ଗହମ ଆଦି ଯୋଗାଇ ଦେବାର ନିୟମ ରହିଛି। ତେବେ…

ଆଇସିସି ବିଶ୍ୱକପ୍‌: ଆଫଗାନିସ୍ତାନ- ଓ୍ବେଷ୍ଟଇଣ୍ଡିଜ ସମ୍ମାନ ଲଢ଼େଇ

ଲିଡ୍ସ,୪।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିବା ଦୁଇ ଦଳ ଓ୍ବେଷ୍ଟଇଣ୍ଡିଜ ଓ ଆଫଗାନିସ୍ତାନ ସେମାନଙ୍କ ଶେଷ ଲିଗ୍‌ ମ୍ୟାଚ୍‌ରେ ଗୁରୁବାର ପରସ୍ପରକୁ ଭେଟିବେ।…

ମାଉସୀ ଘର ଯିବେ ମହାପ୍ରଭୁ : ପଥ ଚାହିଁଛି ୩ ରଥ

ଅନୁଗୋଳ ଅଫିସ, ୪।୭ - ରଥରେ ଚଢ଼ି ମାଉସୀ ଘର ଯିବେ ମହାପ୍ରଭୁ। ଏଥିପାଇଁ ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଉ ମାତ୍ର କେଇ…