ନୂଆଦିଲ୍ଲୀ,୪।୭(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭାରତ ଏ’ ଦଳ ଘୋଷଣା କରିଛି। ଏହି ଦଳରେ କେତୋଟି ପରିବର୍ତ୍ତନ କରାଯାଇଛି। ଆଗାମୀ ଓ୍ବେଷ୍ଟଇଣ୍ଡିଜ ଏ’ ଗସ୍ତ…
ଖଣ୍ଡପଡା,୪ା୭(ସ୍ବ.ପ୍ର.): ଖଣ୍ଡପଡା ସହର ଉପକଣ୍ଠ ଖଣ୍ଡପଡା-ନୟାଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଅସୁରକ୍ଷିତ ହୋଇପଡିଛି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ସିମେଣ୍ଟ…
ଚେଷ୍ଟର-ଲି-ଷ୍ଟ୍ରିଟ୍, ୪।୭- ବିଶ୍ୱକପ୍ରେ ବୁଧବାର ଅନୁଷ୍ଠିତ ମ୍ୟାଚ୍ରେ ଆୟୋଜକ ଇଂଲଣ୍ଡ ୧୧୯ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୩ୟ ଦଳ ଭାବେ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛି।…
ବଇଣ୍ଡା, ୪।୭- ଜୁନ ୬ ତାରିଖ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାପୀଠ। ସ୍କୁଲର ୨ଟି ଶ୍ରେଣୀଗୃହର ଆଜବେଷ୍ଟସ ପବନରେ ଉଡିଯିବା…
ଖଣ୍ଡପଡା,୪ା୭ (ସ୍ବ.ପ୍ର.): କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର ପାଦଦେଶରେ ପ୍ରବାହିତ ମହାନଦୀ ଦକ୍ଷିଣପାର୍ଶ୍ୱ ମାଳବନ୍ଧ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବାରୁ ଏହାର ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଉଛି।…
ଲଣ୍ଡନ, ୪।୭(ଏଏଫପି)- ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡରେ ଷ୍ଟାନ୍ ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି ରିଲି ଓପେଲ୍କା। ୩ ଥର କ୍ୱାର୍ଟର…
ଖଣ୍ଡପଡା,୪ା୭ (ସ୍ବ.ପ୍ର.): ଘୋଷଯାତ୍ରା ଅବସରରେ ପ୍ରତିବର୍ଷ ପରି ଚଳିତବର୍ଷ ରାଜ୍ୟର ସମସ୍ତ ଜିଲାରେ ଥିବା ବିଭିନ୍ନ ଶକ୍ତିପୀଠକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ଜୀଉଙ୍କ ଲାଗିମାଳ, ମହାପ୍ରସାଦ…
ଫୁଲବାଣୀ ଅଫିସ,୪ା୭-ଫୁଲବାଣୀ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ…
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ। ,୪।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଶାଗୁଆନ କାଠପଟା ବୋଝେଇ ଅଟୋକୁ ବନ ବିଭାଗ ଜବତ କରିଛି । ଘଟଣାସ୍ଥଳରୁ ଚାଳକ…
ବ୍ରହ୍ମପୁର ଅଫିସ୍,୪ା୭-ବ୍ରହ୍ମପୁର ବନଖଣ୍ଡ ତରଫରୁ ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଚାରା ବିକ୍ରୟ କେନ୍ଦ୍ର ବୁଧବାର ଉଦ୍ଘାଟିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଆଶିଷ କୁମାର ବେହେରା ଆନୁଷ୍ଠାନିକ…