୧୦ବର୍ଷ ପରେ ଘରକୁ ଫେରି ଆତ୍ମହତ୍ୟା

ହିଞ୍ଜଳିକାଟୁ,୩ା୭(ଡି.ଏନ୍‌.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍‌ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ମ୍ରିୟମାଣ…

ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ…

କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର

ଆସିକା,୩ା୭(ଡି.ଏନ୍‌.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍‌ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି ସ୍ଥାନ…

ରଥ ପଥ ଭକ୍ତ ସମସ୍ତେ ପ୍ରସ୍ତୁତ: ନୟାଗଡ଼ରେ ୩ଟା ୩୦ରେ ହେବ ରଥଟଣା

ନୟାଗଡ଼ ଅଫିସ,୩।୭: ଗୁରୁବାର ଘୋଷଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ନୟାଗଡ଼ ସହର ଓଲ୍ଡଟାଉନ୍‌ଠାରେ ଥିବା ଜଗନ୍ନାଥ ମନ୍ଦିର ଚଳଚଞ୍ଚଳ ହୋଇପଡ଼ିଛି।…

ଯୁକ୍ତ୨ ନାମଲେଖା ଆରମ୍ଭ: ୨୯ରେ ପ୍ରଥମବର୍ଷ ପାଠ ପଢ଼ା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଯୁକ୍ତ୨ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପ୍ରଥମବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ…

ସିୱାଇଏସ୍‌ଡିର ବଜେଟ୍‌ ବ୍ୟବଚ୍ଛେଦ: ପୂର୍ବ ଘୋଷିତ ଯୋଜନା ପାଇଁ ସାମାଜିକ ବିକାଶକୁ ଅଣଦେଖା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷର ରାଜ୍ୟ ବଜେଟ୍‌ ବ୍ୟୟବରାଦ ଗତ ବର୍ଷ ତୁଳନାରେ ୧୫.୭ ପ୍ରତିଶତ ବୃଦ୍ଧି ଘଟିଛି। ସେହି ଅନୁସାରେ ସାମାଜିକ କ୍ଷେତ୍ରର ବ୍ୟୟ…

ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ପ୍ରଫେସର…

୨୫୮ କିଲୋ ଗଞ୍ଜେଇ ଜବତ

ମାଲକାନଗିରି, ୩।୭(ଡି.ଏନ୍‌.ଏ.): ମାଲକାନଗିରିର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ରାତିରେ ପୋଲିସ ୨୫୮ କିଲୋ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ…

ଗଡିଲା ସଚେତନତା ରଥ: ପିଏମ୍‌ଏଫବିୱାଇ ସମ୍ପର୍କରେ ଚାଷୀ ହେବେ ସଚେତନ

ସୋନପୁର,୩।୭(ନି.ପ୍ର.): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫବିୱାଇ)ରେ ଚଳିତ ଖରିଫ ଋତୁ ସକାଶେ ଚାଷୀ ବୀମାଭୁକ୍ତ ହେବା ପାଇଁ ଅନ୍ତିମ ତାରିଖ ଜୁଲାଇ ମାସ ୧୧ ତାରିଖ। ଋଣୀ…

ସେହ୍ବାଗଙ୍କ ଦରଦ

ନୂଆଦିଲ୍ଲୀ,୩।୭: ଭାରତୀୟ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଅବସର ନେବା ପରେ ପୂର୍ବତନ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ ରାୟୁଡୁଙ୍କୁ ସହାନୁଭୂତି ଜଣାଇଛନ୍ତି। ବିଶ୍ୱକପ୍‌ରୁ ବାଦ୍‌ ପଡିବା…