ମନ୍ଦିର ଭଙ୍ଗାରୁଜା ଘଟଣା: ଦିଲ୍ଲୀ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କଲେ ଶାହ

ନୂଆଦିଲ୍ଲୀ, ୩।୭: ଦିଲ୍ଲୀର ହୌଜକାଜି ଅଞ୍ଜଳରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ହିଂସା ଏବଂ ମନ୍ଦିର ଭଙ୍ଗାରୁଜା ଘଟଣାରେ ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ରିପୋର୍ଟ ତଲବ…

ନୁସ୍‌ରତଙ୍କ ଗ୍ରାଣ୍ଡ ପାର୍ଟି ପାଇଁ ଚାଲିଛି ପ୍ରସ୍ତୁତି, ଏମିତି ରହିଛି ମେନୁ…

ବଙ୍ଗୀୟ ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ନୁସରତ ଜହାଁଙ୍କ ଗ୍ରାଣ୍ଡ ଓ୍ବେଡିଂ ରିସେପ୍‌ଶନ ପାର୍ଟି ୪ ଜୁଲାଇ ଅର୍ଥାତ ଗୁରୁବାର ଅନୁଷ୍ଠିତ ହେବ। କଲିକତାର ଆଇଟିସି ରୟାଲ…

ସୁପ୍ରିମ୍‌କୋର୍ଟଙ୍କ ରାୟ ଆଗରେ ନୋଇଁଲେ ଟ୍ରମ୍ପ୍‌: ୨୦୨୦ ଜନଗଣନାରେ ରହିବନି ନାଗରିକତା ପ୍ରଶ୍ନ

ଓ୍ବାଶିଂଟନ,୩।୭: ଆମେରିକା ସୁପ୍ରିମ୍‌କୋର୍ଟଙ୍କ ରାୟ ଆଗରେ ରାଷ୍ଟ୍ରପ୍ରତି ଡୋନାଲ୍ଡ ଟ୍ରମ୍ପ୍‌ ନୋଇଁବାକୁ ବାଧ୍ୟ ହୋଇଛନ୍ତି। ଫଳରେ ଏଣିକି ୨୦୨୦ରେ ଆମେରିକାରେ ହେବାକୁଥିବା ଜନଗଣନାରେ ନାଗରିକତା ପ୍ରଶ୍ନକୁ ବାଦ୍‌…

ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ

ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି। ସେ…

ଗୁରୁବାର ରଥଯାତ୍ରା: ବାଲୁକାକଳାରେ ଭକ୍ତ ଦାସିଆଙ୍କୁ ମନେପକାଇଲେ ଶିଳ୍ପୀ ସୁଦର୍ଶନ

ଭୁବନେଶ୍ୱର,୩।୭(ବ୍ୟୁରୋ): ଗୁରୁବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏହି ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭକ୍ତ ଦାସିଆ ବାଉରୀଙ୍କ କଥାକୁ ମନେପକାଇଦେଇଛନ୍ତି।…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ହାଇକୋର୍ଟ ବିଚାରପତି: ପରିବାରବାଦ, ଜାତିବାଦକୁ ନେଇ ଜଜ୍‌ଙ୍କୁ ଦିଆଯାଉଛି ନିଯୁକ୍ତି

ଲକ୍ଷ୍ନୌ, ୩।୭: ଜଜ୍‌ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଆହ୍ଲାବାଦ୍‌ ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ରଙ୍ଗନାଥ ପାଣ୍ଡେ। ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି…

ଆଶ୍ରୟ ଆଳରେ ଆଶ୍ରମରୁ ୬୦ ହଜାର ଟଙ୍କାରେ ନାବାଳିକା ବିକ୍ରି: ପ୍ରତାରଣା ଦେଇ ଖସି ପଳାଇଲେ ସ୍ବାମୀ

ବରଗଡ଼ ଅଫିସ୍‌,୩।୭: ବରଗଡ଼ ଜିଲାର ଏକ ଆଶ୍ରମରେ ଜଣେ ଅସହାୟା ନାବାଳିକାଙ୍କୁ ଆଶ୍ରୟ ଦେବା ଆଳରେ ତାଙ୍କୁ ୬୦ହଜାର ଟଙ୍କାରେ ବିକିଦେବା ଏବଂ ପରେ ନାବାଳିକାଙ୍କୁ ବିବାହ…

ଆକାଉଣ୍ଟ ହ୍ୟାକ୍‌ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ

ବରଗଡ଼ ଅଫିସ୍‌,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍‌କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା ଏବେ…

ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍‌କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା କୋଷରେ…

ଗର୍ଭାବସ୍ଥାରେ ରକ୍ତହୀନତା ଦେଖାଦେଲେ ଖାଆନ୍ତୁ ଏହିସବୁ ଫଳ

ବିଶେଷକରି ଗର୍ଭାବସ୍ଥାରେ ମହିଳାମାନେ ରକ୍ତହୀନତା ବା ଆନେମିଆ ରୋଗର ଶିକାର ହୋଇଥାନ୍ତି। ଯାହା ଉଭୟ ମାଆ ଏବଂ ପିଲା ପ୍ରତି ବିପଦ ସୃଷ୍ଟି କରିଥାଏ। ଏଥିରୁ ମୁକ୍ତି…